ସେନ୍‌କୋର ସ୍ବତନ୍ତ୍ର ରଥଯାତ୍ରା ରିହାତି

ଭୁବନେଶ୍ୱର,୬।୭ (ଅଭୟ ଦାଶ): ସେନ୍‌କୋ ଗୋଲ୍ଡ ଆଣ୍ଡ ଡାଇମଣ୍ଡସ୍‌ର ବହୁ ପ୍ରତୀକ୍ଷିତ ତଥା ସ୍ବତନ୍ତ୍ର ରଥଯାତ୍ରା ରିହାତି ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ଏହି ଅଫରର ଶୁଭାରମ୍ଭ ନିକଟରେ ହୋଇଯାଇଛି। ସେହିଭଳି ଚଳିତ ବର୍ଷର ରଥଯାତ୍ରା ଅନୁଭୂତିକୁ ଉନ୍ନତ କରିବା ପାଇଁ ସେନ୍‌କୋ ଗୋଲ୍ଡ ଆଣ୍ଡ ଡାଇମଣ୍ଡସ ଡାଇମଣ୍ଡର ଗହଣା ମୂଲ୍ୟ ଉପରେ ୧୦% ପର୍ଯ୍ୟନ୍ତ ରିହାତି ଏବଂ ମେକିଂ ଚାର୍ଜ ଉପରେ ୨୫% ପର୍ଯ୍ୟନ୍ତ ରିହାତି ପ୍ରଦାନ କରୁଛି। ଏହି ବ୍ରାଣ୍ଡ୍‌ ସୁନା ଅଳଙ୍କାରର ମେକିଂ ଚାର୍ଜ ଉପରେ ୩୫% ପର୍ଯ୍ୟନ୍ତ ରିହାତି ଏବଂ ପୁରୁଣା ସୁନା ଅଳଙ୍କାରର ଏକ୍ସଚେଞ୍ଜ ଉପରେ ୦% ଡିଡକସନ ପ୍ରଦାନ କରୁଛି। ସେହିପରି ସେନ୍‌କୋ ଗୋଲ୍ଡ ଆଣ୍ଡ୍‌ ଡାଇମଣ୍ଡସ ରଥଯାତ୍ରାର ପ୍ରତୀକ ଓ ମହାନତା ଦ୍ୱାରା ଅନୁପ୍ରାଣିତ ଅନନ୍ୟ ଅଳଙ୍କାରଗୁଡ଼ିକର ଏକ ଶୃଙ୍ଖଳାକୁ ପରିକଳ୍ପନା କରିଛି। ଏଥିରେ ଅଭିଜ୍ଞ କାରିଗରମାନେ ଏହି ଅସାଧାରଣ ଡିଜାଇନଗୁଡିକୁ ଭଗବାନଙ୍କ ମୂର୍ତ୍ତି, ରଥ ଓ ପବିତ୍ର ପ୍ରତୀକଗୁଡିକର ସୂକ୍ଷ୍ମ କାରୁକାର୍ଯ୍ୟକୁ ଅନ୍ତର୍ଭୁକ୍ତ କରିଛନ୍ତି, ଯାହା ଏହି ପବିତ୍ର ପର୍ବ ସହ ଜଡ଼ିତ ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଉଛି।
ଏ ସମ୍ପର୍କରେ ସେନ୍‌କୋ ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍‌ସର ନିର୍ଦ୍ଦେଶିକା ଏବଂ ମାର୍କେଟିଂ ଓ ଡିଜାଇନ ବିଭାଗ ମୁଖ୍ୟ ଯୋଇତା ସେନ୍‌ କହିଛନ୍ତି, ପବିତ୍ର ରଥଯାତ୍ରାର ଈଶ୍ୱରୀୟ ପରିବେଶ ମଧ୍ୟରେ ସେନ୍‌କୋ ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍‌ସ ଅଳଙ୍କାରର ଏକ ଶୃଙ୍ଖଳା ଉପସ୍ଥାପନ କରିଛି,ଯାହା କେବଳ ସୌନ୍ଦର୍ଯ୍ୟତା ନିସୃତ କରିଥାଏ। ନିଜ ଜୀବନକୁ ଏହି ପର୍ବର ଦିବ୍ୟ ଆଶୀର୍ବାଦ ଆଣିବା ପାଇଁ ଆମର ସ୍ବତନ୍ତ୍ର ରଥଯାତ୍ରା ରିହାତି ହାସଲ କରନ୍ତୁ ଏବଂ ଚଳିତ ରଥଯାତ୍ରାରେ ଆପଣଙ୍କର ଉତ୍ସାହ ଓ ଷ୍ଟାଇଲକୁ ସେନ୍‌କୋ ଗୋଲ୍ଡ ଆଣ୍ଡ ଡାଇମଣ୍ଡର ନିର୍ମାଣର ଅନୁଗ୍ରହ ସହ ଉନ୍ନତ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri