ଆତ୍ମହତ୍ୟା କଲେ ବରିଷ୍ଠ ଅଭିନେତା ରାଇମୋହନ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ବରିଷ୍ଠ ସିନେ ଅଭିନେତା ରାଇମୋହନ ପରିଡ଼ା ଶୁକ୍ରବାର ଆତ୍ମହତ୍ୟା କରିଛନ୍ତି। ଭୁବନେଶ୍ୱର ମଞ୍ଚେଶ୍ୱରସ୍ଥିତ ପ୍ରାଚୀ ବିହାର ଘରୁ ତାଙ୍କର ଝୁଲନ୍ତା ଅବସ୍ଥାରେ ମୃତଦେହ ମିଳିଛି। ଏହି ଖବର ଜଣାପଡିବା ପରେ ଓଲିଉଡ୍‌ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି। ତେବେ ଆତ୍ମହତ୍ୟାର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ଅନ୍ୟପକ୍ଷେ, ରାଇମୋହନଙ୍କର ସ୍ତ୍ରୀ ଏବଂ ୨ ଝିଅ ଅଛନ୍ତି। ରାଇମୋହନ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ଛାତ୍ର ଥିଲେ। ସେ ଦୀର୍ଘ ବର୍ଷ ଧରି ଫିଲ୍ମ ଜଗତରେ କାମ କରି ଲୋକପ୍ରିୟତା ହାସଲ କରିଥିଲେ। ଏପରିକି ତାଙ୍କର ଖଳନାୟକ ଚରିତ୍ରକୁ ଦର୍ଶକ ପସନ୍ଦ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସତ୍ୟବ୍ରତ ହତ୍ୟାକାଣ୍ଡ: ପ୍ରେମିକାଙ୍କୁ ଥାନାକୁ ନେଇ ଖଟାପାଣି ପିଆଇଥିଲା ପୋଲିସ

ଭୁବନେଶ୍ୱର,୧୦।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ଏବେ ଯେଉଁ ଘଟଣା ସାମ୍ନାକୁ…

ପାଞ୍ଜି, କ୍ୟାଲେଣ୍ଡରରେ ତଥ୍ୟ ନିର୍ଭୁଲ ରହିବ: ଭୁଲ ଛାପିଲେ ହେବ…

ପୁରୀ,୧୦।୨: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ପଞ୍ଜିକା ସମୀକରଣ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଗଣମାଧ୍ୟମକୁ ଏକ୍‌…

ଅଚାନକ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: କାଫେରେ ତାଲା ଝୁଲୁଥିବା ଦେଖି…

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ପର୍ଯ୍ୟଟନସ୍ଥଳ ବୁଲି ଇଲୋ ରିଟ୍ରିଟ୍‌କୁ ଫେରିବା ସମୟରେ…

କେବେହେଲେ ନିର୍ମାଣ ହେବ ନାହିଁ ବାବ୍ରି ମସଜିଦ୍, ଗର୍ଜିଲେ ମୁଖ୍ୟମନ୍ତ୍ରୀ ଯୋଗୀ

ନୂଆଦିଲ୍ଲୀ,୧୦।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ସାଧାରଣ ସଭାରେ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। କେବେହେଲେ ବାବ୍ରି ସଂରଚନା ପୁନଃନିର୍ମାଣ ହେବାର ପ୍ରଶ୍ନ ଉଠୁନାହିଁ ବୋଲି…

ଅଭଦ୍ର କହିଦେଲେ ସିଏସ୍‌ଓ: ରାଗିକି ପଞ୍ଚମ ହେଲେ ଚାଷୀ,ଜବାବ ମାଗିଲେ ସରପଞ୍ଚ

ବାଲେଶ୍ବର,୧୦।୨(ବାଞ୍ଛାନିଧି ଦେ): ବାଲେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ ଚାଷୀଙ୍କୁ ‘ଅଭଦ୍ର’ କହିବା ଅଭିଯୋଗରେ ମଙ୍ଗଳବାର ଚାଷୀମାନେ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଥିବା ଦେଖିବାକୁ ମିଳିଛି। ଜିଲା ମୁଖ୍ୟ…

ଜାମିନ ପାଇବା ପରେ ନିଶାଙ୍କ ବଡ଼ ପ୍ରତିକ୍ରିୟା, କହିଲେ ମୁଁ ଆଉ…

ବଲାଙ୍ଗୀର,୧୦।୨(ସୁନିଲ କୁମାର ମହାନ୍ତି): ଜାମିନ ପାଇବା ପରେ ନିଶା ମହାରଣା ବିସ୍ଫୋରକ ବୟାନ ଦେଇ କହିଛନ୍ତି, ମୁଁ ପୁଣି ମଞ୍ଚ ଚଢ଼ିବି। କୌଣସି ମଞ୍ଚରେ ଅଶ୍ଳୀଳ ନୃତ୍ୟ…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଆୟୁଷ ଡାକ୍ତରଙ୍କ ବଢ଼ିଲା ଦରମା, ଏକାଥରକେ ବଢିଗଲା ଏତେ…

ଭୁବନେଶ୍ୱର,୧୦।୨: NHMରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବଢ଼ିଲା। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବରିଷ୍ଠତା ଭିତ୍ତିରେ ୨୦ ହଜାର…

ଜଙ୍ଗଲକୁ କାଠ ସଂଗ୍ରହ ଯାଇଥିବାବେଳେ ଆକ୍ରମଣ କଲା ଦନ୍ତା: ୩ ମୃତ, ୩ ଗୁରୁତର

ଢେଙ୍କାନାଳ,୧୦।୨(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜ ପାଟପୁରା ଗ୍ରାମ ଜଙ୍ଗଲ ନିକଟରେ ବଡ଼ ଅଘଟଣ ଘଟିଛି । ସଦର ରେଞ୍ଜ ଲୋଚାପଲି ଗ୍ରାମର କିଛି ମହିଳା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri