Posted inଜାତୀୟ

ପଞ୍ଜାବର ପୂର୍ବତନ ମନ୍ତ୍ରୀଙ୍କ ପରଲୋକ

ଚଣ୍ଡିଗଡ,୨୧।୫: ଶିରୋମଣୀ ଅକାଳୀ ଦଳର ବରିଷ୍ଠ ନେତା ତଥା ପଞ୍ଜାବର ପୂର୍ବତନ ମନ୍ତ୍ରୀ ଜଥେଦାର ତୋତା ସିଂହଙ୍କ ପରଲୋକ ଘଟିଛି। ଶନିବାର ସକାଳେ ମୋହାଲି ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ତୋତା ସିଂହ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ । ସେ ଶିରୋମଣୀ ଅକଳୀ ଦଳର କୋର କମିଟି ସଦସ୍ୟ ରହିବା ସଙ୍ଗେ ସଙ୍ଗେ ପଞ୍ଜାବର ପୂର୍ବତନ କୃଷିମନ୍ତ୍ରୀ ଥିଲେ ।
୧୯୯୭ ରେ ମୋଗା ବିଧାନସଭା ଆସନରୁ ସିଂ ପ୍ରଥମ ଥର ପାଇଁ ବିଧାୟକ ଭାବରେ ନିର୍ବାଚିତ ହୋଇଥିଲେ। ସେହି ସମୟରେ ସେ ପାର୍କଶ ସିଂ ବାଦଲଙ୍କ ନେତୃତ୍ୱାଧୀନ ସରକାରରେ ଶିକ୍ଷା ମନ୍ତ୍ରୀ ଭାବରେ ନିଯୁକ୍ତ ହୋଇଥିଲେ। ୨୦୦୨ ବିଧାନସଭା ନିର୍ବାଚନରେ ସେ ମୋଗାରୁ ପୁଣି ନିର୍ବାଚିତ ହୋଇଥିଲେ ମଧ୍ୟ ସେ ୨୦୦୭ରେ ହାରି ଯାଇଥିଲେ। ପରେ୨୦୧୨ରେ ଧର୍ମକୋଟ ବିଧାନସଭା ଆସନରୁ ନିର୍ବାଚିତ ହୋଇ କୃଷି ମନ୍ତ୍ରୀ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

କେଜରିଓ୍ବାଲଙ୍କୁ ଜେଲରେ ହତ୍ୟା ପାଇଁ କରାଯାଉଛି ଷଡଯନ୍ତ୍ର: ଆତିଶି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘରେ ତିଆରି ଖାଦ୍ୟ ଖାଇ ତାଙ୍କ ସୁଗାର ଲେବଲକୁ ବଢାଉଥିବା ଇଡି ଅଭିଯୋକ କରିବା ପରେ ଏବେ ଆମ...

ପ୍ରଥମ ପର୍ଯ୍ୟାୟ ମତଦାନ: ୧୬.୬୩ କୋଟି ଭୋଟର, ୧୬୨୫ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୮।୪: ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ମତଦାନରେ ଉତ୍ସାହର ସହ ଅଂଶଗ୍ରହଣ କରିବାକୁ ଭୋଟରଙ୍କୁ ନିବେଦନ କରିଛନ୍ତି। ପ୍ରଥମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri