ଭିଜିଲାନ୍ସ ଜାଲରେ ଟିଟିଲାଗଡ଼ ARCS ଅଫିସ୍‌ର ସିନିୟର୍ ଆସିଷ୍ଟାଣ୍ଟ, ବକେୟା ଦରମା କରାଇ ଦେବାକୁ ନେଉଥିଲେ ଲାଞ୍ଚ

ବଲାଙ୍ଗୀର,୨୧।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ARCS ଅଫିସରେ ଭିଜଲାନ୍ସ ଚଢ଼ାଉ । ARCS ଅଫିସର ସିନିୟର୍ ଆସିଷ୍ଟାଣ୍ଟ ଅନିଲ୍ ପଣ୍ଡାଙ୍କୁ ଧରିଲା ବଲାଙ୍ଗୀର,ସୋନପୁର ଭିଜିଲାନ୍ସ ଟିମ୍ l

ସୂଚନା ଅନୁଯାୟୀ ARCS ଅଫିସର ଜଣେ ପୂର୍ବତନ କର୍ମଚାରୀଙ୍କ ବକେୟା ଦରମା କରାଇ ଦେବାକୁ ଲାଞ୍ଚ ନେଉଥିଲେ । ଏକ ଲକ୍ଷ ଟଙ୍କା ଡିମାଣ୍ଡ କରୁଥିବା ବେଳେ ଗୁରୁବାର ଅନୀଲ ପଣ୍ତା ପିଅନ ହରେକୃଷ୍ଣ ମାଝୀଙ୍କ ଠାରୁ ଆକାଉଣ୍ଟ ପେମେଣ୍ଟ ମାଧ୍ୟମରେ ୭୦ ହଜାର ଟଙ୍କା ନେଉଥିଲେ । ଏହି ସମୟରେ ମାଡିବସିଲା ଭିଜିଲାନ୍ସ ବିଭାଗ । ଧରାପଡ଼ିବା ପରେ ଦୁଇଜଣଙ୍କୁ ଭିଜଲାନ୍ସ ଟିମ୍ ବଲାଙ୍ଗୀର ଆଣୁଥିବା ଜଣାପଡିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁରର ସୁନା ପୁଅ: ମହାକାଶ ବିଜ୍ଞାନରେ ଗବେଷଣା କରି ସୁନାମ ଆଣିଛନ୍ତି ବିଶ୍ୱଜିତ

ବ୍ରହ୍ମପୁର,୨୦।୮(ସୁବାସ ଚନ୍ଦ୍ର ପାଢ଼ୀ): ମହାକାଶ ବିଜ୍ଞାନ କ୍ଷେତ୍ରରେ ଅସାଧାରଣ ଗବେଷଣା କରି ବ୍ରହ୍ମପୁର ସହର ପାଇଁ ସୁନାମ ଆଣିଛନ୍ତି ହିଲପାଟଣା ନିବାସୀ ହୃଷିକେଶ ଦାଶ ଓ ସଂଯୁକ୍ତା…

ବାଂଲାଦେଶର ନୂଆ ରାଷ୍ଟ୍ରପତି ମିର୍ଜା ଫକରୁଲ୍: ଜାଣନ୍ତୁ ତାଙ୍କ ପତ୍ନୀଙ୍କ ଭାରତ କନେକ୍ସନ୍

ଢାକା,୨୦।୮: ବାଂଲାଦେଶ ନେସନାଲିଷ୍ଟ ପାର୍ଟି (BNP) ର ପ୍ରାର୍ଥୀ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର ସଂସଦୀୟ ନିର୍ବାଚନରେ ୨୫୫ଟି ଭୋଟ୍ ପାଇବା ପରେ ବାଂଲାଦେଶର ୨୩ତମ ରାଷ୍ଟ୍ରପତି…

SRCଙ୍କ କଡ଼ା ନିର୍ଦ୍ଦେଶ, ବନ୍ୟା ପ୍ରଭାବିତ ଏହି ୪ ଜିଲାକୁ ମିଳିବ ଚାଉଳ…

ଭୁବନେଶ୍ବର ୨୦।୮: ପ୍ରବଳ ବର୍ଷା ଓ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ…

କାର୍‌ରେ ଟଙ୍କା ନେଇ ଆସୁଥିବା ବେଳେ ବାଟରେ ମାଡିବସିଲା ଭିଜିଲାନ୍ସ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲାଠିକଟା ତହସିଲଦାର ମୁରଲୀଧର ଉର୍ମଳ ଗୁରୁବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ତହସିଲଦାର ମୁରଲୀଧର ଲାଠିକଟା ଅଫିସରୁ ରାଉରକେଲା ଆସିବା ବାଟରେ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଇଭି-ଇଥାନଲ୍ ଚାଳିତ ଗାଡ଼ିକୁ…

ଭୁବନେଶ୍ୱର,୨୦।୮: ରାଜ୍ୟରେ ପରିବେଶ ଅନୁକୂଳ ପରିବହନ ବ୍ୟବସ୍ଥାକୁ ପ୍ରୋତ୍ସାହନ ଦେବା ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି । ବାଣିଜ୍ୟ ପରିବହନ ବିଭାଗ ଦ୍ୱାରା ଜାରି ବିଜ୍ଞପ୍ତି…

ସ୍ବାସ୍ଥ୍ୟକେନ୍ଦ୍ରର ପାଚେରୀ ନିର୍ମାଣ କାର୍ଯ୍ୟରେ ଅନିୟମିତତା

କର୍ଲାମୁଣ୍ଡା;୨୦।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଥିବା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଭିତ୍ତିଭୂମିର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୧୧ କୋଟି ଅର୍ଥ…

କଂଗ୍ରେସ ଉପରେ ବର୍ଷିଲେ ଧର୍ମେନ୍ଦ୍ର, ତୁଷ୍ଟୀକରଣ ରାଜନୀତିକୁ ନେଇ….

ନୂଆଦିଲ୍ଲୀ,୨୦ା୮: କଂଗ୍ରେସ ମୁଖ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ‘ବନ୍ଦେ ମାତରମ୍’ ଗାନକୁ ନେଇ ଦେଖାଦେଇଥିବା ବିବାଦ ଏବେ ତୀବ୍ର ହୋଇଛି । ଏହାକୁ ନେଇ କଂଗ୍ରେସକୁ…

ଗୋଟିଏ ମାସରେ ୪ ଲଘୁଚାପ, ପୁଣି ଦାନା ବାନ୍ଧିଲାଣି, କାଲିଠୁ ପ୍ରବଳ ବର୍ଷା !

ଭୁବନେଶ୍ୱର,୨୦।୮: ପାଣିପାଗକୁ ନେଇ ବଡ଼ ଖବର । ଅଗଷ୍ଟ ମାସରେ ଗଲାଣି ତିନି ତିନିଟି ଲଘୁଚାପ । ତେବେ ପୁଣି ଆସୁଛି ଲଘୁଚାପ । ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri