ମିଳିଲାନି ବେଡ, ବାରଣ୍ଡା ଚିକିତ୍ସା ହେଉଛନ୍ତି କ୍ରୀଡାବିତ୍‌ ଆନନ୍ଦିନୀ

ବଲାଙ୍ଗୀର ଅଫିସ,୨୮।୨: ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବରିଷ୍ଠ କ୍ରୀଡାବିତ୍‌ ଆନନ୍ଦିନୀ ଦର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ହସ୍ପିଟାଲରେ ବେଡ ଅଭାବରୁ ତାଙ୍କୁ ହସ୍ପିଟାଲ ବାରଣ୍ଡା ଚଟାଣରେ ରଖି ଚିକିତ୍ସା କରାଯାଉଥିବା ଜଣାପଡିଛି। ଆନ୍ତର୍ଜାତିକ ସ୍ତରରେ ପ୍ରତିନିଧିତ୍ କରି ଦେଶ ଓ ରାଜ୍ୟ ପାଇଁ ଅନେକ ଗୌରବ ଆଣିଥିବା ଦର୍ଜୀଙ୍କୁ ହସ୍ପିଟାଲରେ ଶଯ୍ୟାଟିଏ ମିଳିବାରୁ କ୍ରୀଡାପ୍ରେମୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଙ୍ଗପିଲା ଖାଦ୍ୟ ଖାଇ ଦେବାରୁ ରାଗିଯାଇ ହଷ୍ଟେଲ ଛାଡ଼ି ଚାଲିଆସିଲେ ଛାତ୍ରୀ, ଆଉ ତା’ ପରେ…

ମୋରଡ଼ା,୧୭ା୭(ସ୍ମାରକ ମାଜୀ): ଜଣେ ନାବାଳିକା ଛାତ୍ରୀ ବିଦ୍ୟାଳୟ ହଷ୍ଟେଲରୁ ରାଗି କି ଚାଲି ଆସିଥିଲେ। ତେବେ  ପ୍ରାୟ ୪୦ କିଲୋମିଟରରୁ ଅଧିକ ଚାଲି ଚାଲି ମୟୂରଭଞ୍ଜ...

ରାଜ୍ୟ ଯୋଜନା ବୋର୍ଡ ଭଙ୍ଗ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୭: ରାଜ୍ୟରେ ଭାଜପା କ୍ଷମତାକୁ ଫେରିବା ପରେ ପୂର୍ବ ସରକାରରେ ଗଠନ ହୋଇଥିବା ଯୋଜନା ବୋର୍ଡକୁ ଭଙ୍ଗ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ପୂର୍ବ...

ଶ୍ରୀଜିଉଙ୍କ ସୁନାବେଶ: ମହଣ ମହଣ ସୁନାରେ ହେଲେ ସଜେଇ

ପୁରୀ,୧୭ା୭: ବୁଧବାର ରଥ ଉପରେ ଶ୍ରୀଜିଉଙ୍କ ସୁନାବେଶ ହୋଇଛି। ମହଣ ମହଣ ସୁନାରେ ସୁସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ମହାପ୍ରଭୁ ଶ୍ରୀ ଜଗନ୍ନାଥ, ଶ୍ରୀ...

ସୁନା ଅଳଙ୍କାରରେ ଝଲସିଲେ ଶ୍ରୀଜିଉ

କେନ୍ଦୁଝର,୧୭ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ବଡ଼ ଏକାଦଶୀ ତିଥିରେ କେନ୍ଦୁଝରର ଆରାଧ୍ୟଦେବ ଶ୍ରୀଶ୍ରୀ ବଳଦେବଜୀଉ, ଶ୍ରୀ ଜଗନ୍ନାଥ ଏବଂ ଦେବୀ ସୁଭଦ୍ରାଙ୍କ ସୁନାବେଶ ଅନୁଷ୍ଠିତ ହୋଇଯାଇଛି।...

ସୁନାବେଶରେ ଚମକିଲେ ଚତୁର୍ଦ୍ଧାମୂର୍ତ୍ତି

ମୋରଡ଼ା,୧୭ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ପ୍ରସିଦ୍ଧ ଚିତ୍ରଡ଼ା ରଥଯାତ୍ରାର ବାହୁଡ଼ା ପର୍ବ ମଙ୍ଗଳବାର ଶେଷ ହୋଇଥିବା ବେଳେ ଚତୁର୍ଦ୍ଧାମୂର୍ତ୍ତି ଆଜି ଭକ୍ତଙ୍କୁ ସୁନାବେଶରେ...

ରତ୍ନଭଣ୍ଡାର ଖୋଲାହେବା ପୂର୍ବରୁ କଟକଣା ଜାରି କଲେ ଶ୍ରୀମନ୍ଦିର ପ୍ରଶାସକ

ପୁରୀ,୧୭।୭: ପୁଣି ଖୋଲିିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଗୁରୁବାର ପୁଣିଥରେ ଭିତର ଭଣ୍ଡାର ଖୋଲାଯାଇ ଯାଞ୍ଚ କରାଯିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ତେବେ ଭିତର...

ଦଳୀୟ ବିଧାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ; ରାଜ୍ୟ ସରକାରଙ୍କୁ ଘେରିବେ

ଭୁବନେଶ୍ୱର,୧୭।୭: ଆଗାମୀ ବିଧାନସଭା ଅଧିବେଶନ ପୂର୍ବରୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଦଳର ଦଳର ବିଧାୟକମାନଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଦଳର ସମସ୍ତ ବିଜୟୀ...

୨୦ରେ ବିଜେଡି ବିଧାୟକ ଦଳ ବୈଠକ: ଏମିତି କହିଲେ ସୁଲତା

ଭୁବନେଶ୍ୱର,୧୭।୭: ଆସନ୍ତା ଜୁଲାଇ ୨୦ରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ୨୦ ତାରିଖ ଅପରାହ୍ନରେ ଶଙ୍ଖ ଭବନରେ ଏହି ବୈଠକ ବସିବ। ବିରୋଧୀ ଦଳ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri