ବରିଷ୍ଠ ବିଜେଡି ନେତା ବଟକୃଷ୍ଣ ପଣ୍ଡାଙ୍କ ପରଲୋକ, ଛାତ୍ର ଜୀବନରୁ ଆରମ୍ଭ କରିଥିଲେ ରାଜନୈତିକ କ୍ୟାରିୟର

ଗଞ୍ଜାମ, ୧୧।୮ (ବିଦ୍ୟାଧର ସାହୁ ): ବିଜୁ ଜନତା ଦଳ ବରିଷ୍ଠ ନେତା ତଥା ଗଞ୍ଜାମ ଜିଲା ବିଜେଡି ସମ୍ପାଦକ ବଟକୃଷ୍ଣ ପଣ୍ଡାଙ୍କ ୬୯ ବର୍ଷ ବୟସରେ ବିୟୋଗ ଘଟିଛି। କୌଣସି ଏକ ରୋଗରେ କିଛି ମାସ ପୀଡିତ ଥିଲେ ସେ। ରବିବାର ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି l ସ୍ବର୍ଗତ ପଣ୍ଡା ଛାତ୍ର ଜୀବନରୁ ରାଜନୈତିକ କ୍ୟାରିୟର ଆରମ୍ଭ କରି ସେ ବିଜେଡିର ଜଣେ ଟାଣୁଆ ନେତା ଭାବେ ବେଶ ପରିଚିତ ଥିଲେ। ସେ ୨୦୦୯ ରୁ ୨୦୧୪ ପର୍ଯ୍ୟନ୍ତ ବ୍ରହ୍ମପୁର ଲୋକ ସଭା ସାଂସଦ ପ୍ରତିନିଧି ଭାବେ କାର୍ଯ୍ୟ ତୁଲାଇଥିଲେ। ରାଜପୁର ସେବା ସମବାୟ ସମିତିର ଚାରିଥର ସଭାପତି, ସ୍ବର୍ଗତ ପଣ୍ଡାଙ୍କ ନେତୃତ୍ୱରେ ଦୁଇ ଦଶନ୍ଧି ଧରି ସମିତି ସଭ୍ୟ /ସରପଞ୍ଚ ବିଜେଡି ଅକ୍ତିଆରରେ ରଖିଥିଲା । ତାଙ୍କ ବିୟୋଗରେ ବିଜେଡି ଜଣେ ଟାଣୁଆ ନେତାକୁ ହରାଇଲା ବୋଲି ଗଞ୍ଜାମ ଏନଏସି ବିଜେଡି ଯୁବ ସଭାପତି ସୁଧୀର କୁମାର ପାଢ଼ୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ବିୟୋଗ ଖବର ପାଇ ବିଜେଡି ଛତ୍ରପୁର ବ୍ଲକ ସଭାପତି ପ୍ରଭାସି ନାହାକ, ଯୁବ ନେତା ବିମଳ ପଣ୍ଡା, ସରପଞ୍ଚ ରଞ୍ଜନ ପଲାଇ, ସମିତି ସଭ୍ୟ ମଳୟ ଦାସ, ପୂର୍ବତନ ସମିତି ସଭ୍ୟ ଶମ୍ବୁ ନାଥ ସୱାଇଁଙ୍କ ସମେତ ବହୁ ମାନ୍ୟଗଣ ବ୍ୟକ୍ତି ଶେଷ ଦର୍ଶନ କରିଥିଲେ ।

 


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ମାନବିକତା ଦେଖାଇଲେ ଏସଡିପିଓ: ରାସ୍ତାରୁ ଆହତ ଯୁବକଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ପହଞ୍ଚାଇଲେ ମେଡିକାଲ

ଭଞ୍ଜନଗର, ୨୦।୬(ବାବୁଲା ପ୍ରଧାନ)- ପୋଲିସଙ୍କ ଭିତରେ ଥିବା ସମ୍ବେଦନଶୀଳ ମାନବିକତାର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ। ଡ୍ୟୁଟି ସାରି ଫେରିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri