ଭାଜପା ନେତା ଶଙ୍କର ପରିଡ଼ାଙ୍କ ପରଲୋକ

ଭୁବନେଶ୍ୱର,୩୦।୧୦: ପ୍ରସିଦ୍ଧ କବି ତଥା ବରିଷ୍ଠ ଭାଜପା ନେତା ଶଙ୍କର ପରିଡ଼ା ପରଲୋକ। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ଏନେଇ ଗୁରୁବାର ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ସେ ଅତୀତରେ ପୁରୀ ଜିଲା ଜିଲା ପରିଷଦ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିଥିଲେ। କିଛି ଦିନ ଧରି ସେ ଫୁସଫୁସ୍‌ କର୍କଟ ରୋଗରେ ପୀଡ଼ିତ ଥିଲେ। ତାଙ୍କର ଏମ୍ସରେ ଚିକିତ୍ସା କରାଯାଉଥିଲା। ଏନେଇ ଜଣାପଡ଼ିବା ପରେ ସାହିତି୍ୟକ, ରାଜନେତା ଏବଂ ବିଭିନ୍ନ ମହଲରେ ଶୋକ ପ୍ରକାଶ କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଦୋକାନୀମାନେ UPI ଶୁଳ୍କର ବୋଝ ଗ୍ରାହକଙ୍କ ଉପରେ ଲଦି ପାରିବେ ନାହିଁ; ସରକାର ପ୍ରସ୍ତୁତ କରିଛନ୍ତି ମାଷ୍ଟର ପ୍ଲାନ

ନୂଆଦିଲ୍ଲୀ,୧୭।୯: UPI କାରବାର ଉପରେ ଶୁଳ୍କ ଲାଗୁ ହେବା ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ, ସରକାର ଏହା ସୁନିଶ୍ଚିତ କରିବାକୁ କାର୍ଯ୍ୟ କରୁଛନ୍ତି ଯେ ୨,୦୦୦…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ବର୍ଷା, ପବନରେ ଭୁଶୁଡ଼ିଲା ପୂଜା ପେଣ୍ଡାଲ

ରାଉରକେଲା,୧୭।୯: ସୁନ୍ଦରଗଡ଼ ଜିଲା ରାଉରକେଲା ସହରେ ଗୁରୁବାର ସନ୍ଧ୍ୟାରେ ପ୍ରବଳ ବର୍ଷା, ପବନରେ ଏକ ପୂଜା ପେଣ୍ଡାଲ ଭୁଶୁଡ଼ି ପଡିଛି। ସିଭିଲ ଟାଉନ୍‌ସିପ ଅଞ୍ଚଳରେ ଥିବା ଏକ…

ଧାନ କ୍ଷେତରେ ବଜ୍ରପାତ; ଚାଲିଗଲା ନଣନ୍ଦ-ଭାଉଜଙ୍କ ଜୀବନ, ସୋହେଲାରେ ଶୋକର ଛାୟା

ସୋହେଲା,୧୭।୯(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ କୁସୁର୍ଡା ଗ୍ରାମରେ ଗୁରୁବାର ଅଭାବନୀୟ ଘଟଣା ଘଟିଯାଇଛି । ବଜ୍ରପାତରେ ୨ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକମାନେ…

ଜୟ ଶାହାଙ୍କ ଟିମ୍‌ରେ ମିଳିଲା ବଡ଼ ଦାୟିତ୍ୱ, ICCରେ ଇତିହାସ ରଚିଲେ…

ନୂଆଦିଲ୍ଲୀ,୧୭ା୯: ଜିମ୍ବାୱେ କ୍ରିକେଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ଇଣ୍ଟରନ୍ୟାସନାଲ କ୍ରିକେଟ୍‌ କାଉନସିଲ୍‌ (ICC) ତୱେଙ୍ଗୱା ମୁକୁହଲାନିଙ୍କୁ ଡେପୁଟି ଚେୟାରମ୍ୟାନ୍‌ ଭାବେ ନିଯୁକ୍ତ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?