Posted inଜାତୀୟ

ବାଂଲାଦେଶରେ ହିନ୍ଦୁଙ୍କ ଉପରେ ହିଂସାକୁ ନେଇ ମୋଦିଙ୍କୁ ଟାର୍ଗେଟ କଲେ ବରିଷ୍ଠ ଭାଜପା ନେତା, କହିଲେ ମୁଖିଆ ପରିବର୍ତ୍ତନ କରୁ ପାର୍ଟି

ନୂଆଦିଲ୍ଲୀ,୧୩।୮:ବାଂଲାଦେଶରେ ଅଶାନ୍ତିର ବାତାବରଣ ମଧ୍ୟରେ ମନ୍ଦିର ଏବଂ ହିନ୍ଦୁମାନଙ୍କୁ ଟାର୍ଗେଟ କରାଯାଇ ଆକ୍ରମଣ କରାଯାଉଛି। ଏହାକୁ ନେଇ ଅର୍ଥନୀତିଜ୍ଞ ତଥା ଭାଜପାର ବରିଷ୍ଠ ନେତା ସୁବ୍ରମଣ୍ୟମସ୍ବାମୀ ବାଂଲାଦେଶକୁ ନେଇ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସୁବ୍ରମଣ୍ୟମ ପ୍ରଶ୍ନ ଉଠାଇଛନ୍ତି ଯେ, ବାଂଲାଦେଶରେ ହୋଇଥିବା ହିଂସା ବିରୋଧରେ ହିନ୍ଦୁମାନଙ୍କର ପ୍ରତିଶୋଧ ନେବାର ଅଧିକାର ଅଛି କି?

ବରିଷ୍ଠ ଭାଜପା ନେତା ସୁବ୍ରମଣ୍ୟମସ୍ବାମୀ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ପୋଷ୍ଟ କରିଛନ୍ତି। ସେ କହିଛନ୍ତି, ବାଂଲାଦେଶକୁ ଆମର ସୈନ୍ୟ ପଠାଇ ହୁନ୍ଦୁଙ୍କ ପ୍ରତି ଆକ୍ରମଣକୁ କାବୁ କରିବା ଉଚିତ।

ସେ ମୋଦିଙ୍କୁ ଟାର୍ଗେଟ କରି କହିଛନ୍ତି, ଆମେ ଜଣେ ଭୀରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ହଇରାଣରେ ଅଛୁ। ଯିଏକି, ପୂର୍ବରୁ ଚାଇନ ଆଗରେ ନଇଁ ସାରିଛନ୍ତି। ସେି ଲଦାଖର ୪୦୬୫ ବର୍ଗ କିଲୋମିଟର ଦଖଲ କରି ସାରିଛି। ଏଭଳି ପରିସ୍ଥିତିରେ ଭାରତୀୟ ଜନତା ପାର୍ଟି ସର୍ବପ୍ରଥମେ ଜଣେ କଟ୍ଟର ହିନ୍ଦୁସ୍ତାନୀ ନେତାଙ୍କୁ ନିଜ ମୁଖ୍ୟ କରିବା ଉଚିତ୍‌।

 


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଅଭିଯୁକ୍ତ ମୃତବ୍ୟକ୍ତିଙ୍କ ସମ୍ପତ୍ତି ପାଇପାରିବେ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୦ା୫(ପି.ଟି.): ଜଣେ ବ୍ୟକ୍ତି ଯଦି ଅନ୍ୟ ଜଣଙ୍କୁ ହତ୍ୟା କରିବା କିମ୍ବା ହତ୍ୟା ପାଇଁ ଉସୁକାଇବା ଅଭିଯୋଗରେ ଅଭିଯୁକ୍ତ ହୋଇଥାନ୍ତି, ତେବେ ସେ ଉତ୍ତରାଧିକାର ସୂତ୍ରରେ ମୃତ…

ଦ୍ୱିତୀୟକୁ ଉଠିଲା ଗୁଜରାଟ

ଜୟପୁର,୯ା୫: ଅଧିନାୟକ ଶୁବମନ ଗିଲ୍‌ ଓ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ପରେ ରଶିଦ ଖାନଙ୍କ ୪ ଉଇକେଟ ସଫଳତା ବଳରେ ଶନିବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ…

ଭିନେଶଙ୍କୁ ଡବ୍ଲ୍ୟୁଏଫ୍‌ଆଇର ନୋଟିସ: ଜୁନ୍‌ ୨୬ ପର୍ଯ୍ୟନ୍ତ କରିପାରିବେ ନାହିଁ ପ୍ରତିଦ୍ୱନ୍ଦ୍ୱିତା

ନୂଆଦିଲ୍ଲୀ,୯ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ଶନିବାର ଭିନେଶ ଫୋଗତଙ୍କ ବିରୋଧରେ ଶୃଙ୍ଖଳାଗତ ଓ ଆଣ୍ଟି-ଡୋପିଂ ନିୟମ ଉଲ୍ଲଂଘନ ଅଭିଯୋଗ ଆଣିବା ସହିତ ବିସ୍ତୃତ କାରଣ…

କାର ଭର୍ତ୍ତି ଗଞ୍ଜେଇ ଗଞ୍ଜେଇ ଜବତ

ଡୁଙ୍ଗୁରିପାଲି,୯।୫(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ବେହେରାମାଳ ପଞ୍ଚାୟତ ଲଙ୍ଗଳକଟା ଗାଁରୁ ପୋଲିସ ଶନିବାର ୨ କୁଇଣ୍ଟାଲ ୭୨ କିଗ୍ରା ୨୦୦ ଗ୍ରାମ ଗଞ୍ଜେଇ ଜବତ…

ବସୁଧା ଯୋଜନା: ଲୋକଙ୍କୁ ମିଳୁନାହିଁ ପାଣି

କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): ସରକାର ସମସ୍ତଙ୍କୁ ପିଇବାପାଣି ଯୋଗାଇବା ନିମନ୍ତେ ବିଭିନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ ପାଇଁ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଛନ୍ତି।…

ଭୁବନେଶ୍ୱରରେ ମାଡ଼ିଗଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଭୁବନେଶ୍ୱର,୯।୫: ଭୁବନେଶ୍ୱରସ୍ଥିତ ଫାୟାର୍‌ ଷ୍ଟେଶନ ଓଭର୍‌ ବ୍ରିଜ ଉପରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏକ ଦ୍ରୁତଗାମୀ…

ବାକି ଟଙ୍କା ଆଦାୟ କରିବାକୁ ଯାଇ ଅପହରଣ: କେନ୍ଦୁଝରରୁ କଟକ ନେବା ବେଳେ ଶାଳପଡ଼ା ଠାରେ ଧରିଲା ପୋଲିସ, ୨ ଗିରଫ

ହାଟଡିହୀ/ଛେନାପଦୀ,୯।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): ବାକି ଟଙ୍କା ଆଦାୟ କରିବାକୁ ଯାଇ ଜଣେ ବ୍ୟବସାୟୀ ଅପହରଣର ଶିକାର ହୋଇଛନ୍ତି। କେନ୍ଦୁଝରରୁ ଅପହରଣ କରି କଟକ ଅଭିମୁଖେ ନେଇ…

ଅଗ୍ନି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ: ଏକାଧିକ ଲକ୍ଷ୍ୟଭେଦର ରହିଛି ଦକ୍ଷତା

ବାଲେଶ୍ୱର,୯ା୫(ବାଞ୍ଛାନିଧି ଦେ): ଭାରତର ପ୍ରତିରକ୍ଷା ବିଭାଗ ଦେଶର ସୁରକ୍ଷା ରଣନୈତିକ କ୍ଷମତାରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଏହି କ୍ରମରେ ଓଡ଼ିଶା ଉପକୂଳର ଡ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri