ବରିଷ୍ଠ ନାଗରିକଙ୍କୁ ନେଇ ତତ୍ପର: ଆରମ୍ଭ ହେଲା…

ଦିଗପହଣ୍ଡି,୨।୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖା ପକ୍ଷରୁ କାର୍ଯ୍ୟାଳୟ ପରିସରରେ ଶନିବାର ବରିଷ୍ଠ ନାଗରିକ ଏବଂ ପେନଶନ ଉପଭୋକ୍ତାଙ୍କ ନିମନ୍ତେ ଚକ୍ଷୁ ପରାମର୍ଶ ଓ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ୟାଙ୍କ ଶାଖା ପରିଚାଳକ ଶ୍ରୀପାଦ ପ୍ରସାଦ ସାହୁଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁ, ବ୍ୟାଙ୍କ ଆଞ୍ଚଳିକ ପ୍ରବନ୍ଧକ ହରିକୃଷ୍ଣ ପଣ୍ଡା, ଭାରପ୍ରାପ୍ତ ଥାନା ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର,ଏନଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡା,ବ୍ଲକ ଶିକ୍ଷାଧିକାରୀ ଡ଼.ଶଙ୍କର ନାରାୟଣ ବେଜ,ବ୍ୟାଙ୍କ କ୍ଷେତ୍ର ଅଧିକାରୀ ଜଗନ୍ନାଥ ପାତ୍ର,ଅବସରପ୍ରାପ୍ତ କର୍ମଚାରୀ ସଂଘ ସମ୍ପାଦକ ନାଗେଶର ରାଓ ପ୍ରମୁଖ ଅତିଥିଭାବେ ଯୋଗଦେଇଥିଲେ। ବ୍ରହ୍ମପୁର ସ୍ଥିତ ରୁବି ଚକ୍ଷୁ ଚିକିତ୍ସାଳୟ ଓ ଲାସିକ ସେଣ୍ଟର ର ଡାକ୍ତର ଓ କର୍ମଚାରୀ ବୃନ୍ଦ ପେନସନ ଉପଭୋକ୍ତା ବରିଷ୍ଠ ନାଗରିକଙ୍କ ଚକ୍ଷୁ ପରୀକ୍ଷା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୫୯ ନଂ ଜାତୀୟ ରାଜପଥ ଗାଜଲବାଡି ଘାଟି ସିଲ୍, ଗୋପାଳପୁର-ରାଇପୁର ଯାତାୟାତ ବନ୍ଦ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟି ରାସ୍ତାକୁ ସିଲ୍ କଲା କନ୍ଧମାଳ ଜିଲା…

ବିଦାୟ ନେବାକୁ ପ୍ରସ୍ତୁତ ମୌସୁମୀ: ଆପଣଙ୍କ ରାଜ୍ୟରେ କେବେ ବର୍ଷା ବନ୍ଦ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୯: ପ୍ରବଳ ବର୍ଷା ପରେ, ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନର ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ, ଚଳିତ ବର୍ଷ ମୌସୁମୀ ୫ଦିନ…

ଅଷ୍ଟ୍ରେଲିଆ ଦିନିକିଆ ଅଧିନାୟକ ପଦରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କିଏ ନେଲା ପ୍ୟାଟ କମିନ୍ସଙ୍କ ସ୍ଥାନ

ନୂଆଦିଲ୍ଲୀ,୨୪।୯: ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ବର୍ତ୍ତମାନ ଡର୍ବାନରେ ଖେଳାଯାଉଛି। ଏହି ମ୍ୟାଚରେ ମିଚେଲ ମାର୍ଶ ଅଷ୍ଟ୍ରେଲୀୟ ଦଳର ଅଧିନାୟକତ୍ୱ କରୁଛନ୍ତି,…

କଳିଙ୍ଗା ଘାଟିରେ ଭୂସ୍ଖଳନ: ଯାତାୟାତ ବନ୍ଦ, ଘଟଣାସ୍ଥଳରେ ପ୍ରଶାସନ

ଜି.ଉଦୟଗିରି, ୨୪।୯ (ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସମ୍ଭାବ୍ୟ ବାତ୍ୟାର ପ୍ରଭାବ ସହ ଲଗାଣ ବର୍ଷା ଯୋଗୁଁ କନ୍ଧମାଳ ଜିଲାର କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ ଘଟିଛି।…

କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ଗମନାଗମନ ବନ୍ଦ ଆଶଙ୍କା

ଭଞ୍ଜନଗର, ୨୪।୯ (ବାବୁଲା ପ୍ରଧାନ):ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଗୁରୁବାର ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ପୁଣି ଭୂସ୍ଖଳନ ହୋଇଛି। ଏଥର ଅନ୍ଧାରୀକୋଟି ମନ୍ଦିର…

ତେନ୍ଦୁଲକର, ରୋହିତଙ୍କୁ ପଛରେ ପକାଇଲେ ବିରାଟ! ଟପ୍‌-୫ ବ୍ୟାଟରଙ୍କ ତାଲିକା ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୪।୯: ଭାରତ-ୱେଷ୍ଟଇଣ୍ଡିଜ ମଧ୍ୟରେ ୨୭ ସେପ୍ଟେମ୍ବରରୁ ଆରମ୍ଭ ହେବ ୩ ମ୍ୟାଚର ରୋମାଞ୍ଚକର ଦିନିକିଆ ସିରିଜ। କ୍ୟାରିବିୟାନ ଦଳ ବିପକ୍ଷରେ ଭାରତ ମଇଦାନକୁ ଓହ୍ଲାଇଲେ ପ୍ରଶଂସକଙ୍କ ନଜର…

ଅଲୋଡା ରେକର୍ଡ କଲେ ଅଭିଷେକ ଶର୍ମା: ଟି-୨୦ରେ ଓପନର ଭାବେ…

ସାନୋ, ୨୩।୯: ଜାପାନ ବିପକ୍ଷ ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଭାରତୀୟ ଓପନର୍‌ ଅଭିଷେକ ଶର୍ମାଙ୍କ ପାଇଁ ନିରାଶାଜନକ ରହିଛି। ବର୍ଷା ଯୋଗୁ ମ୍ୟାଚକୁ ୫-୫ ଓଭରରେ ସୀମିତ…

ବାଘୁଆ ଜଳଭଣ୍ଡାରରେ ଖୋଲିଲା ୨ ଗେଟ୍, ୪ ବର୍ଷ ପରେ ବଢ଼ି ପାଣି ଦେଖିଲେ ଲୋକେ

ବୁଗୁଡ଼ା,୨୪ା୯(କାଳିଚରଣଦାଶ): ବୁଗୁଡ଼ା ବ୍ଲକ ଅନ୍ତର୍ଗତ ମତାଝରିସ୍ଥିତ ବାଘୁଆ ଜଳଭଣ୍ଡାରର ଖୋଲିଲା ଗେଟ୍ । ଜଳସ୍ତରର ବିପଦକୁ ଆଖି ଆଗରେ ରଖି ଜଳ ସେଚନ ବିଭାଗ ବୁଧବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?