ଟିକା ନେଲେ ବରିଷ୍ଠ ନାଗରିକ, କାହାଠାରେ ଦେଖାଯାଇନି ପାର୍ଶ୍ୱ ପ୍ରତିକ୍ରିୟା

ହିଞ୍ଜିଳିକାଟୁ,୩।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁରେ ବରିଷ୍ଠ ନାଗରିକଙ୍କୁ ବୁଧବାରଠାରୁ ଆର୍‌ଏମ୍‌ସି ପରିସର ନୂତନ ଉପଖଣ୍ଡ ଚିକିତ୍ସାଳୟରେ କରୋନା ଟିକାକରଣ ଆରମ୍ଭ ହୋଇଛି। ପୌରାଞ୍ଚଳକୁ ୪ଟି ଭାଗରେ ବିଭକ୍ତ କରାଯାଇ ଟିକାକରଣ ପାଇଁ ପ୍ରଶାସନିକ ସ୍ତରରେ ନିଷ୍ପତ୍ତି ହୋଇଛି।

ବୁଧବାର ପୌରାଞ୍ଚଳର ୧ ନଂ ଓ୍ବାର୍ଡରୁ ୫ ନଂ ପର୍ଯ୍ୟନ୍ତ ବରିଷ୍ଠ ନାଗରିକଙ୍କ ପାଇଁ କରାଯାଇଥିବା ଟିକାକରଣ ସକାଳ ୧୦ଟାରେ ଆରମ୍ଭ ହୋଇ ଅପରାହ୍ନ ୪ଟାରେ ସରିଥିଲା। ପ୍ରଥମ ଦିନରେ ୧୫୦ ଜଣ ବରିଷ୍ଠ ନାଗରିକଙ୍କୁ ଟିକା ପ୍ରଦାନ କରାଯାଇଛି। ମ୍ୟୁନିସିପାଲିଟିର ୬ରୁ ୧୦ ନଂ ଓ୍ବାର୍ଡ ପାଇଁ ଗୁରୁବାର, ୧୧ରୁ ୧୫ ନଂ ଓ୍ବାର୍ଡ ପାଇଁ ଶୁକ୍ରବାର ଓ ୧୬ରୁ ୨୧ ଓ୍ବାର୍ଡ ପର୍ଯ୍ୟନ୍ତ ବରିଷ୍ଠ ନାଗରିକଙ୍କୁ ଶନିବାର ଟିକା ପ୍ରଦାନ କରାଯିବ। ବରିଷ୍ଠ ନାଗରିକଙ୍କ ଆଧାର କାର୍ଡ଼ରେ ବୟସ ପ୍ରମାଣ ଦେଖାଇ ପଞ୍ଜୀକରଣ ପରେ ଟିକା ପ୍ରଦାନ କରାଯାଉଛି। ଟିକା ନେବା ପରେ କୌଣସି ବ୍ୟକ୍ତିଙ୍କଠାରେ ପାର୍ଶ୍ୱ ପ୍ରତିକ୍ରିୟା ଦେଖା ଦେଇ ନ ଥିବା ଡା. ମାଧବ ଚନ୍ଦ୍ର ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ଥୁଆମୂଳ ରାମପୁର ଥାନା ଏସ୍‌ଆଇଙ୍କ ମେଡିକାଲରେ ଚିକିତ୍ସା ଅବହେଳା ନେଇ ତୀବ୍ର ଅସନ୍ତୋଷ, କ୍ୱାର୍ଟର୍ସରେ ଶୋଇଥିଲେ ଡାକ୍ତର-ନର୍ସ, ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୩।୫ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନାରେ କାର୍ଯ୍ୟରତ ଏସ୍‌ଆଇ ଭାସ୍କର ଖୋସ୍ଲାଙ୍କର (୫୬) ଗତକାଲି ବିଳମ୍ବିତ ରାତିରେ ଅକାଳ…

ରାଘବ ଚଢାଙ୍କୁ ରାଜ୍ୟ ସଭାରେ ବଡ଼ ଦାୟିତ୍ୱ, ଭାଜପାର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୩।୫: ଆମ ଆଦମୀ ପାର୍ଟି ଛାଡି ଭାଜପାରେ ଯୋଗଦେବା ପରେ ତୁରନ୍ତ ରାଜ୍ୟ ସଭା ଏମପି ରାଘବ ଚଢାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri