ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି: ୪ଟି ସ୍ଥାନରେ ଚାଲିଛି ରେଡ୍‌

ଭୁବନେଶ୍ୱର,୨।୧୨(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିଲେ ଜଗତସିଂହପୁର ଜିଲାପାଳ କାର୍ଯ୍ୟାଳୟର ବରିଷ୍ଠ କିରାଣି ସଂଯୁକ୍ତା ଦାଶ। ସଂଯୁକ୍ତାଙ୍କ ଘର ସମେତ ୪ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ରେଡ୍‌ କରିଛି। ଜଗତ୍‌ସିଂପୁର କାର୍ଯ୍ୟାଳୟ, ସାତପୁରାରେ ଥିବା ଘର, ଜଗତ୍‌ସିଂହପୁର ଟାଉଦରେ ୨ ମହଲା ଘର, କଟକରେ ଥିବା ଫ୍ଲାଟ୍‌ ଘରେ ବି ରେଡ୍‌ ହୋଇଛି। ଭିଜିଲାନ୍ସ ଟିମ୍‌ ଜରୁରୀ କାଗଜପତ୍ର, ବ୍ୟାଙ୍କ ଆକାଉଣ୍ଟ ସମ୍ପର୍କିତ ତଥ୍ୟ, ଫ୍ଲାଇଟ ଟିକେଟ ସଂଗ୍ରହକରି ତଦନ୍ତ ଜାରି ରଖିଥିବା ଭିଜିଲାନ୍ସ ଇନ୍ସପେକ୍ଟର କହିଛନ୍ତି। ।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ରାୟଗଡ଼ା ଛୁଇଁଲା କରୋନା

ଭୁବନେଶ୍ୱର,୩।୬(ବ୍ୟୁରୋ): ରାଜ୍ୟର ୩୦ ତମ ଜିଲା ଭାବେ ରାୟଗଡ଼ା ଛୁଇଁଲା କରୋନା। ବୁଧବାର ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ରାୟଗଡ଼ାରୁ ଜଣେ ପଜିଟିଭ୍‌ ଅଛନ୍ତି। ଆକ୍ରାନ୍ତଜଣଙ୍କ...

ଓଡ଼ିଶା ପାସ୍‌ ହାର ଅଧିକ

ଭୁବନେଶ୍ୱର, ୧୪।୭(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ)ର ଦ୍ୱାଦଶ ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। ଏଥର ସର୍ବଭାରତୀୟ ସ୍ତରରେ ପାସ୍‌ ହାର ୮୮.୭୮%...

ଡବ୍ଲ୍ୟୁଏଫ୍‌ପି ସଫଳତା ପଛରେ ଓଡ଼ିଆ ପୁଅ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ୨୦୨୦ ମସିହା ଲାଗି ନୋବେଲ ଶାନ୍ତି ପୁରସ୍କାର ପାଇଛି ୱାର୍ଲଡ୍‌ ଫୁଡ୍‌ ପ୍ରୋଗ୍ରାମ(ଡବ୍ଲ୍ୟୁଏଫ୍‌ପି)। କ୍ଷୁଧା ବିରୋଧରେ ଲଢ଼େଇ ଓ କ୍ଷୁଧାମୁକ୍ତି ପାଇଁ କାର୍ଯ୍ୟ କରୁଥିବା ଡବ୍ଲ୍ୟୁଏଫ୍‌ପିକୁ...

ଖଣ୍ଡୋଲାଇଟ୍‌ ପଥର ଖଣି ଖନନକୁ ବିରୋଧ

ଚଣ୍ଡିଖୋଲ,୨୭ା୧୨(ଡି.ଏନ.ଏ.): ଅବଢ଼ା ଯୋଜନାରେ ପୁରୀକୁ ବିଶ୍ୱ ଐତିହ୍ୟ ସହରରେ ପରିଣତ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥିଲାଗି ଯାଜପୁର ଜିଲାର ଶୁଖୁଆପଡ଼ା, କେଶରାଇପୁର, ଚଣ୍ଡିଆ ଓ...

୧୨୩ କୋଟି ଟଙ୍କା ଜିଏସ୍‌ଟି ଠକେଇ

କଟକ ଅଫିସ, ୨୪ା୧:ସାମଗ୍ରୀ କିଛି କିଣାବିକା ନ ହୋଇ କାଗଜରେ ୧୧୮୦ କୋଟି ଟଙ୍କାର କାରବାର ଦର୍ଶାଯାଇଛି। ଜାଲ୍‌ କାଗଜପତ୍ର ମାଧ୍ୟମରେ କୋଟି କୋଟି ଟଙ୍କାର...

ବାବାଙ୍କ ପାଖେ ଲାଗିହେଲା ମକର ପୋଡ଼ପିଠା

ଆରଡି,୧୪।୧(ଡି.ଏନ.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ଶୁକ୍ରବାର କୋଭିଡ କଟକଣାରେ ମକର ସଂକ୍ରାନ୍ତି ଉପଲକ୍ଷେ ପୂଜାର୍ଚ୍ଚନା କରାଯାଇଥିଲା। ଭୋର ୫ଟାରେ ମନ୍ଦିର...

ଗଞ୍ଜେଇ ଚାଲାଣର ମାଧ୍ୟମ ପାଲଟିଛି ଟ୍ରେନ୍‌

ଭୁବନେଶ୍ୱର, ୨।୪ (ବ୍ୟୁରୋ): ରାଜ୍ୟରେ ଗଞ୍ଜେଇ ଚୋରାଚାଲାଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗଞ୍ଜେଇ ବେପାରିମାନେ ନୂଆ ନୂଆ କୌଶଳ ଅବଲମ୍ବନ କରି ରାଜ୍ୟ ତଥା...

ଭାଷାକୁ ଭଲ ପାଇଲେ ସମୃଦ୍ଧ ହେବ ସାହିତ୍ୟ

ଢେଙ୍କାନାଳ ଅଫିସ, ୩।୨: ମାଟି ମା’ ଓ ଭାଷାକୁ ସମସ୍ତେ ଭଲ ପାଇବା ଜରୁରୀ। ଭାଷାକୁ ଭଲ ପାଇଲେ ସୁରକ୍ଷିତ ହେବ ଏବଂ ଆମ ସାହିତ୍ୟ ସମୃଦ୍ଧ...

Advertisement
Archives

Model This Week