ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି: ୪ଟି ସ୍ଥାନରେ ଚାଲିଛି ରେଡ୍‌

ଭୁବନେଶ୍ୱର,୨।୧୨(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିଲେ ଜଗତସିଂହପୁର ଜିଲାପାଳ କାର୍ଯ୍ୟାଳୟର ବରିଷ୍ଠ କିରାଣି ସଂଯୁକ୍ତା ଦାଶ। ସଂଯୁକ୍ତାଙ୍କ ଘର ସମେତ ୪ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ରେଡ୍‌ କରିଛି। ଜଗତ୍‌ସିଂପୁର କାର୍ଯ୍ୟାଳୟ, ସାତପୁରାରେ ଥିବା ଘର, ଜଗତ୍‌ସିଂହପୁର ଟାଉଦରେ ୨ ମହଲା ଘର, କଟକରେ ଥିବା ଫ୍ଲାଟ୍‌ ଘରେ ବି ରେଡ୍‌ ହୋଇଛି। ଭିଜିଲାନ୍ସ ଟିମ୍‌ ଜରୁରୀ କାଗଜପତ୍ର, ବ୍ୟାଙ୍କ ଆକାଉଣ୍ଟ ସମ୍ପର୍କିତ ତଥ୍ୟ, ଫ୍ଲାଇଟ ଟିକେଟ ସଂଗ୍ରହକରି ତଦନ୍ତ ଜାରି ରଖିଥିବା ଭିଜିଲାନ୍ସ ଇନ୍ସପେକ୍ଟର କହିଛନ୍ତି। ।


Enter your email to get our daily news in your inbox.

All Right Reserved By Dharitri.Com

ତହସିଲଦାରଙ୍କ ସମେତ ୧୭ ପଦବୀ ଖାଲି: ତାଳଚେରବାସୀ ଭୋଗୁଛନ୍ତି ଅସୁବିଧା

ତାଳଚେର,୫ା୬(ନି.ପ୍ର.)- ତାଳଚେର ଶିଳ୍ପାଞ୍ଚଳ ତହସିଲ ଅଫିସରେ ତହସିଲଦାର ପଦବୀ ସମେତ ଅନେକ ପଦବୀ ଖାଲି ପଡିଛି। ଫଳରେ ତହସିଲ କାର୍ଯ୍ୟରେ ସମସ୍ୟା ଦେଖାଦେଇଛି। ବିଭିନ୍ନ କାର୍ଯ୍ୟ...

ରାଜଧାନୀରେ ଅସହ୍ୟ ତାତି: ୪୩ ଡିଗ୍ରୀ ଛୁଇଁଲା ତାପମାତ୍ରା

ଭୁବନେଶ୍ୱର,୨୪।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଅସହ୍ୟ ଗ୍ରୀଷ୍ମପ୍ରବାହ ଜାରି ରହିଛି। ରବିବାର ଦିନ ସାଢେ ଦୁଇଟା ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୪୩ ଡିଗ୍ରୀ ଛୁଇଁଛି। ଏନେଇ ଭୁବନେଶ୍ୱର...

ନିଶାସକ୍ତ ଗାଡ଼ି ଚାଳକ କୋର୍ଟ ଚାଲାଣ, ଜରିମାନା ଆଦାୟ

ଧର୍ମଶାଳା,୧୨।୯(ଡି.ଏନ୍‌.ଏ.): ଧର୍ମଶାଳା ଥାନା ପୋଲିସ ପକ୍ଷରୁ ଶ୍ରୀରାମପୁର ଟୋଲଗେଟଠାରେ ଯାଞ୍ଚବେଳେ ମଙ୍ଗଳବାର ରାତିରେ ନିଶାସକ୍ତ ଅବସ୍ଥାରେ ଗାଡି ଚଲାଇବା ଅଭିଯୋଗରେ ପୋଲିସ ଜଣଙ୍କୁ ଗିରଫ କରିଛି।...

ତିକ୍ତତାର ଅଠା ଖିଅରେ ବର୍ଷା-ଅନୁଭବ

ଉତ୍ତମ-ଅପରାଜିତା, ବିଜୟ-ତନ୍ଦ୍ରା, ଶ୍ରୀରାମ-ତ୍ରିପୁରା, ସିଦ୍ଧାନ୍ତ-ମାମା, ଦୁଷ୍ମନ୍ତ-କାଜଲ, ବବି-କୋଏଲଙ୍କ ପରେ ଅନୁଭବ-ବର୍ଷା। ରିଲ୍‌ ଲାଇଫ୍‌ରୁ ରିଏଲ ଲାଇଫ୍‌ର ଯାତ୍ରାକୁ ନେଇ ଏହି ଯୋଡ଼ିଙ୍କ ନଁା ଚର୍ଚ୍ଚାରେ। ହେଲେ...

ମଣିଷ-ବନ୍ୟପ୍ରାଣୀ ସଂଘର୍ଷ: ଗଠନ ହେବ ଟାସ୍କଫୋର୍ସ

ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ମଣିଷ ଓ ବନ୍ୟପ୍ରାଣୀ ମଧ୍ୟରେ ସଂଘର୍ଷକୁ ହ୍ରାସ କରାଯିବା ଉଦ୍ଦେଶ୍ୟରେ ରାଜ୍ୟସ୍ତରୀୟ ଟାସ୍କଫୋର୍ସ ଗଠନ କରାଯିବ। ଏ ନେଇ ମଙ୍ଗଳବାର ଜଙ୍ଗଲ ଓ...

ମ୍ୟାନ୍‌ମାର ଆଡ଼େ ମୁହାଁଇବ ଝଡ଼, ଓଡ଼ିଶାକୁ ବିପଦ ନାହିଁ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୩୦ ତାରିଖରେ ଏକ ଲଘୁଚାପ ସଷ୍ଟି ହେବାର ସମ୍ଭାବନା ରହିଛି। ଏହା ୪୮...

୧୭ ଓଏଏସ୍‌ ଅଫିସରଙ୍କୁ ୫ ଜିଲାର କୋଭିଡ୍‌ ଦାୟିତ୍ୱ

ଭୁବନେଶ୍ୱର,୨୬।୪(ବ୍ୟୁରୋ): କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ୧୭ ଓଏଏସ୍‌ ଅଧିକାରୀଙ୍କୁ ରାଜ୍ୟ ସରକାର ରବିବାର ପଶ୍ଚିମ ଓଡ଼ିଶାର ୫ଟି ଜିଲାର କୋଭିଡ ସ୍ଥିତି ରକ୍ଷା କରିବାର...

ଆହୁରି ୫ ଦିନ ବର୍ଷିବ

ଭୁବନେଶ୍ୱର,୧୩।୧୧(ବୁ୍ୟୁରୋ): ଥାଇଲାଣ୍ଡ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୧୨ ଘଣ୍ଟା ମଧ୍ୟରେ ଏହା ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ଯାହା...

Advertisement
Archives

Model This Week