ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର କରୋନା ପଜିଟିଭ

ବଲାଙ୍ଗୀର ଅଫିସ,୨୧।୪: ବରିଷ୍ଠ କଂଗ୍ରେସ ନେତା ତଥା ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ବୁଧବାର କରୋନା ଆକ୍ରାନ୍ତ ହୋଇଛନ୍ତି। ବଲାଙ୍ଗୀର ସ୍ଥିତ ବାସଭବନରେ ବିଧାୟକ ମିଶ୍ର କରୋନା ପରୀକ୍ଷା କରାଇଥିଲେ। ରିପୋର୍ଟ ପଜିଟିଭ ଆସିଥିଲା। କୌଣସି ଲକ୍ଷଣ ନ ଥିଲେ ମଧ୍ୟ ସେ କୋଭିଡ୍‌ ପରୀକ୍ଷା କରାଇଥିଲେ। ବର୍ତ୍ତମାନ ତାଙ୍କର ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଛି। ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କୁ କରୋନା ପରୀକ୍ଷା କରାଇ ନେବାକୁ ବିଧାୟକ ମିଶ୍ର ଅନୁରୋଧ କରିଛନ୍ତି। ସୂଚନା ଯୋଗ୍ୟ, ବିଧାୟକ ମିଶ୍ର କରୋନା ଟିକାର ଉଭୟ ଡୋଜ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସାରା ଦେଶରେ ମଡେଲ

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ଓଡ଼ିଶାରେ ମୃତ୍ୟୁହାର ସାରା ଦେଶରେ ସର୍ବନିମ୍ନ। ଦିଲ୍ଲୀରେ ମୃତ୍ୟୁହାର ୬.୬ ପ୍ରତିଶତ ରହିଥିବା ବେଳେ ଭାରତରେ ୦.୭ ପ୍ରତିଶତ। ସେହିପରି ଓଡ଼ିଶାରେ ଏହା...

ଗ୍ରାମାଞ୍ଚଳରେ ଦୁର୍ନୀତିର ଚିତ୍ର: ମାସେ ବି ତିଷ୍ଠିଲାନି

ଯାଜପୁର ଅଫିସ/ ଭୁବନେଶ୍ୱର,୨ା୧୨(ବ୍ୟୁରୋ): ରାଜ୍ୟର ଗ୍ରାମାଞ୍ଚଳ ଲୋକଙ୍କୁ ସହଜରେ ପାନୀୟ ଜଳ ଯୋଗାଇଦେବା ଲକ୍ଷ୍ୟରେ ବିଭିନ୍ନ ସ୍ଥାନରେ ହ୍ୟାଣ୍ଡପମ୍ପ ଟ୍ୟୁବ୍‌ୱେଲ୍‌ରେ ସୌରଚାଳିତ ପମ୍ପ ସଂଯୋଗ କରାଯାଇଛି।...

ବସଷ୍ଟାଣ୍ଡ୍‌ରେ ଜଳିଗଲା ୨ ବସ୍‌

ଯାଜପୁର ରୋଡ୍‌,୨।୧୨(ନି.ପ୍ର.): ଯାଜପୁର ରୋଡ୍‌ ବସଷ୍ଟାଣ୍ଡରେ ରବିବାର ବିଳମ୍ବିତ ରାତିରେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରୀଙ୍କୁ ଛାଡ଼ି ଷ୍ଟାଣ୍ଡରେ ଛିଡ଼ା ହୋଇଥିବାବେଳେ ନିଆଁ ଲାଗି...

ଆଜି ତାଳଚେର, ପାଲଲହଡ଼ାରେ ବନ୍ଦ ପାଳନ

ତାଳଚେର, ୧୧ା୧୧ (ନି.ପ୍ର.):ପୂର୍ବ ନିଷ୍ପତ୍ତି ମୁତାବକ ଅନୁଗୋଳ ଜିଲା ତାଳଚେର ଓକିଲ ସଂଘ ପକ୍ଷରୁ ୧୧ ତାରିଖରେ ୧୨ ଘଣ୍ଟିଆ ତାଳଚେର ଓ ପାଲଲହଡ଼ା ବନ୍ଦ...

୪୮ଦିନର କାମ ୪ ବର୍ଷରେ ସରୁନି

ଖଡିଆଳ,୧୦।୧: ନୂଆପଡ଼ା ଜିଲା ଖଡିଆଳ ବ୍ଲକ ବିରିଘାଟ ପଞ୍ଚାୟତ ଗଦାପଦର ଗ୍ରାମରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିର୍ମାଣାଧୀନ ଘର ୪ ବର୍ଷ ପରେ ସମ୍ପୂର୍ଣ୍ଣ ନ...

ଅସ୍ତ୍ରୋପଚାର ପରେ ନର୍ସିଂ ଛାତ୍ରୀଙ୍କ ଛାତିରୁ ବାହାରିଲା ଛୁଞ୍ଚତ୍

ଫିରିଙ୍ଗିଆ,୩୦ା୬-କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅସ୍ତ୍ରୋପଚାର ପରେ ଜଣେ ନର୍ସିଂ ଛାତ୍ରୀଙ୍କ ଛାତିରେ ଛୁଞ୍ଚତ୍ ରହିଯାଇଥିଲା। ଶନିବାର ଭୁବନେଶ୍ୱରସ୍ଥିତ ଏମ୍‌ସ ହସ୍ପିଟାଲରେ ତାଙ୍କର ଅସ୍ତ୍ରୋପଚାର କରାଯାଇ...

ରାଜ୍ୟ ସ୍ଥିତି ସମ୍ପର୍କରେ ନଡ୍ଡାଙ୍କୁ ଜଣାଇଲେ ସମୀର

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ରାଜ୍ୟ ସଭାପତି ସମୀର ମହାନ୍ତି ଗତ ବୁଧବାର ନୂଆଦିଲ୍ଲୀଠାରେ ସାକ୍ଷାତ୍‌ କରିଛନ୍ତି। ଆଲୋଚନା ବେଳେ ସାମ୍ପ୍ରତିକ ରାଜନୈତିକ...

ଜରୁରୀକାଳୀନ ପାସ୍‌ ଦେବାକୁ ଡାକ୍ତର ନେଲେ ଲାଞ୍ଚ, ସିଡିଏମ୍‌ଓଙ୍କ ନିର୍ଦ୍ଦେଶ ପରେ ତଦନ୍ତ ଆରମ୍ଭ

କାକଟପୁର, ୨୬।୪(ଡି.ଏନ.ଏ): ଲକ୍‌ଡାଉନ ସମୟରେ ବାହାରକୁ ଯିବା ପାଇଁ ଆବଶ୍ୟକ ଜରୁରୀକାଳୀନ ପାସ୍‌ ଦେବାକୁ କାକଟପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଜଣେ ଡାକ୍ତର ଲାଞ୍ଚ ନେଇଥିବା ଅଭିଯୋଗ...

Advertisement
Archives

Model This Week