କେନ୍ଦ୍ରୀୟ ଡେପୁଟେଶନରେ ଯିବେ ଆଇଏଏସ୍‌ Nikunja Bihari Dhal, ମିଳିଲା ନୂଆ ନିଯୁକ୍ତି

ଭୁବନେଶ୍ୱର,୧୮।୪: କେନ୍ଦ୍ରକୁ ଯିବେ ବରିଷ୍ଠ ଆଇଏଏସ୍‌ ଅଧିକାରୀ ନିକୁଞ୍ଜ ବିହାରୀ ଧଳ। ୧୯୯୩ ବ୍ୟାଚର ଓଡ଼ିଶା କ୍ୟାଡର୍‌ ଏହି ଆଇଏଏସ୍‌ ଅଫିସର ଏବେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ କାମ କରୁଛନ୍ତି । କେନ୍ଦ୍ରରେ ତାଙ୍କୁ ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟର ସଚିବ ଭାବେ ନିଯୁକ୍ତି ମିଳିଛି । ତେବେ ତାଙ୍କ ନିଯୁକ୍ତିକୁ ଶୁକ୍ରବାର କେନ୍ଦ୍ର କ୍ୟାବିନେଟର ନିଯୁକ୍ତି ସଂପର୍କିତ କମିଟି ଅନୁମୋଦନ କରିଛି ।

ନିକୁଞ୍ଜ ବର୍ତ୍ତମାନ ସଂସଦୀୟ ବ୍ୟାପାର ସଚିବ ଥିବା ଉମଙ୍ଗ ନରୁଲାଙ୍କ ସ୍ଥାନ ନେବେ । ଉମଙ୍ଗ ଆସନ୍ତା ଜୁନ ୩୦ରେ ଅବସର ଗ୍ରହଣ କରିବେ।

ସେହିଭଳି କେନ୍ଦ୍ରରେ ଡେପୁଟେଶନରେ ଥିବା ୧୯୯୪ ବ୍ୟାଚର ଓଡ଼ିଶା କ୍ୟାଡର ଆଇଏଏସ୍‌ ସନ୍ତୋଷ ଷଡ଼ଙ୍ଗୀଙ୍କୁ ନ୍ୟୁ ଆଣ୍ଡ ରିନ୍ୟୁବଲ ଏନର୍ଜୀ ମନ୍ତ୍ରଣାଳୟର ସଚିବ ଭାବେ ନିଯୁକ୍ତି ମିଳିଛି। ୧୯୯୪ ବ୍ୟାଚର IAS ରଞ୍ଜନା ଚୋପ୍ରା ସଂସ୍କୃତି ମନ୍ତ୍ରାଳୟର ସ୍ବତନ୍ତ୍ର ସଚିବ ଏବଂ ଫାଇନାନ୍ସିଆଲ ଆଡଭାଇଜର ଭାବେ ନିଯୁକ୍ତ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri