ବରିଷ୍ଠ IPS ସୌମେନ୍ଦ୍ର ପ୍ରିୟଦର୍ଶୀ ରଥଯାତ୍ରା ଦାୟିତ୍ୱ

ଭୁବନେଶ୍ୱର,୧୪।୩: ବରିଷ୍ଠ IPS ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଆସନ୍ତା ରଥଯାତ୍ରା ଦାୟିତ୍ୱ ଦିଆଯାଇଛି। ଶୃଙ୍ଖଳିତ ରଥଯାତ୍ରା ପାଇଁ ପୋଲିସ ମୁଖ୍ୟାଳୟ ସୂତ୍ରରୁ ଦାୟିତ୍ୱ ପ୍ରଦାନ କରାଯାଇଛି। ଆଇନଶୃଙ୍ଖଳା, ଟ୍ରାଫିକ, ମନ୍ଦିର ଭିତର ଓ ବାହାରର ବ୍ୟବସ୍ଥା ଉପରେ ସେ ନଜର ରଖିବେ ।

Dharitri – Odisha’s No.1 Odia Daily

Share