ପରଲୋକରେ ବରିଷ୍ଠ ଖବରଦାତା ଅଜିତ ମହାନ୍ତି

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଆଉ ନାହାନ୍ତି ବରିଷ୍ଠ ଖବରଦାତା ଅଜିତ ମହାନ୍ତି। ରବିବାର ମଧ୍ୟାହ୍ନରେ ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା। ଦୀର୍ଘଦିନ ଧରି ସେ କର୍କଟ ରୋଗରେ ପୀଡ଼ିତ ଥିଲେ। ବେଙ୍ଗାଲୁରୁରେ ଚିକିତ୍ସା ପରେ ତାଙ୍କୁ ୧୫ ଦିନ ତଳେ ଏମ୍ସକୁ ଅଣାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଅଜିତ ୩୫ ବର୍ଷରୁ ଅଧିକ ସମୟ ଧରି ସାମ୍ବାଦିକତା କ୍ଷେତ୍ରରେ କାର୍ଯ୍ୟ କରି ଆସୁଥିଲେ। ସେ ଦୈନିକ ଧରିତ୍ରୀ ସମେତ ଅନେକ ଗଣମାଧ୍ୟମ ସଂସ୍ଥା ସହ ଜଡ଼ିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଏଏସ୍‌ ଅଫିସର ସ୍ତରରେ ଅଦଳ ବଦଳ: ବଦଳିଲେ ୨୧ ବିଡିଓ, ଉପଜିଲାପାଳ

ଭୁବନେଶ୍ୱର, ୨୬।୧ (ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଅଦଳ ବଦଳ କରିଛନ୍ତି। ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ଏ ନେଇ ଶନିବାର...

ଦ୍ରୌପଦୀଙ୍କ ଭୋଟ ନିବେଦନ

ଭୁବନେଶ୍ୱର,୯।୭(ବ୍ୟୁରୋ): ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ନିଜ ସପକ୍ଷରେ ଭୋଟ ମାଗିବା ପାଇଁ ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ମୁଖ୍ୟମନ୍ତ୍ରୀ ନବୀନ...

ଶୁଦ୍ଧିକ୍ରିୟା ଭୋଜିରେ ବଡ଼ ସଡୁଙ୍କ ଛୁରା ମାଡ଼ରେ ସାନ ମୃତ

ଦିଗପହଣ୍ଡି,୨୨ା୫: ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ ଡୁମ୍ବୁଳା ଗ୍ରାମ ଗୌଡ଼ ସାହିରେ ଶନିବାର ଏକ ଶୁଦ୍ଧିକ୍ରିୟା ଭୋଜି ଚାଲିଥିବା ବେଳେ ଧାର ଟଙ୍କା ପରିଶୋଧ...

ଡାକ୍ତରଖାନାରେ ପିସିସି ସଭାପତି

ଭୁବନେଶ୍ୱର, ୮ା୩(ବ୍ୟୁରୋ): ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ମଙ୍ଗଳବାର ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ସ୍ଥାନୀୟ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସେ ତାଙ୍କ...

୨୮ରେ ଓପିଏସ୍‌ସି ପରୀକ୍ଷା

ଭୁବନେଶ୍ୱର,୨୬।୪(ବ୍ୟୁରୋ): ଓଡ଼ିଶା ଲୋକସେବା ଆୟୋଗ ତଥା ଓପିଏସ୍‌ସି ପରୀକ୍ଷା ଆସନ୍ତା ୨୮ ତାରିଖ ତଥା ବୁଧବାର ଅନଷ୍ଠିତ ହେବ। ଗତ ୨୫ ତାରିଖରେ ଏହି ପରୀକ୍ଷା...

ଡାକ୍ତର, ନର୍ସଙ୍କ ପାଇଁ ବୈଧ, ସଟ୍ ଡାଉନରେ କାମ କରିବ ଲକ୍ ଡାଉନ ପାସ୍

କଟକ ଅଫିସ,୪। ୪- କଟକ ଏବଂ ଭୁବନେଶ୍ୱର ସହରରେ ସଟ୍ ଡାଉନକୁ କଡାକଡି ପାଳନ କରାଯାଉଛି। ତେବେ ଲକଡାଉନ ସମୟରେ ଯିବା ଆସିବା ପାଇଁ ପୋଲିସ...

ନାବାଳିକାଙ୍କୁ ଅପହରଣ ଉଦ୍ୟମ, ଯୁବକ ଗିରଫ

ଭୁବନେଶ୍ୱର,୭ା୧୦:(ବ୍ୟୁରୋ): ନୟାପଲ୍ଲୀ ଥାନାଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ ଉଦ୍ୟମ କରାଯାଇଛି। ଏହି ଘଟଣାରେ ପୋଲିସ ଅଭିଯୁକ୍ତ ଶ୍ରୀରାମନଗରରେ ରହୁଥିବା କନ୍ଧମାଳ ଜିଲାର ସିଦ୍ଧାର୍ଥ କୁମାର ପ୍ରଧାନ(୨୫)ଙ୍କୁ...

ଗରିବ ଓ ଅସହାୟଙ୍କୁ ଚାଉଳ, ଡାଲି ବାଣ୍ଟିଲେ ବିଧାୟକ

ଭଦ୍ରକ ଅଫିସ,୧୪।୪: କରୋନା ମହାମାରୀ ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ରାଜ୍ୟରେ ଏପ୍ରିଲ ୩୦ ଯାଏଁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଥିଯୋଗୁଁ...

Advertisement
Archives

Model This Week