ପୋଖରୀରୁ ମିଳିଲା ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅଙ୍କ ମୃତଦେହ

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ପୁଅ ମନୀଷ ଅନୁରାଗଙ୍କ ମୃତଦେହକୁ ରବିବାର ଜବତ କରାଯାଇଛି। ରାଜଧାନୀ ଉପକଣ୍ଠ ପାତ୍ରପଡ଼ା ଗାଁର ଏକ ପୋଖରୀରୁ ସନ୍ଦେହଜନକ ଭାବେ ତାଙ୍କ ମୃତଦେହ ମିଳିଛି। ଶନିବାର ରାତିରେ ଅନୁରାଗ ନିଖୋଜ ଥିଲେ। ଏନେଇ ଥାନାରେ ଅଭିଯୋଗ କରାଯାଇଥିଲା। ତେବେ ପୁଅଙ୍କ ମୃତ୍ୟୁ ନେଇ ନିଜେ ନବୀନ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ପୁଅ ଗୁଡ଼ୁକୁ ସବୁଦିନ ପାଇଁ ହରାଇଲି। ପ୍ରଭୁ ମହାକାଳ ତାକୁ ଅପାର ଶାନ୍ତି ଦିଅନ୍ତୁ। ହତଭାଗା ବାପା ବୋଲି ସେ ଲେଖିଛନ୍ତି।

ସୂଚନାଯୋଗ୍ୟ, ପାତ୍ରପଡ଼ାର ଉକ୍ତ ପୋଖରୀରେ ଯୁବକଙ୍କ ମୃତଦେହ ଭାସୁଥିବା କିଛି ଲୋକ ଦେଖିବାକୁ ପାଇଥିଲେ। ପୋଲିସ ମୃତଦେହ ଜବତ କରି ଚିହ୍ନଟ କରିବା ପରେ ତାହା ନବୀନଙ୍କ ବଡପୁଅଙ୍କର ବୋଲି ଜଣାପଡ଼ିଥିଲା। ଏବେ ଏହା ସୁଚିନ୍ତିତ ହତ୍ୟା ବୋଲି ସନ୍ଦେହ କରାଯାଉଛି। ପୋଲିସ ଏବଂ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମ ଆରମ୍ଭରୁ ଜଳକଷ୍ଟ

ବିନିକା,୧୩ା୩(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ମହାଦେବପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସଂସାମୁରା ଗାଁରେ ଗ୍ରୀଷ୍ମ ଆରମ୍ଭରୁ ଜଳକଷ୍ଟ ଦେଖାଦେଲାଣି। ୨ଟି ଓ୍ବାର୍ଡରେ ବିଶିଷ୍ଟ ଏହି...

କେନ୍ଦ୍ରୀୟ ଯୋଜନାକୁ ନିଜ ନାଁରେ କରି ଆତ୍ମପ୍ରଚାର କରୁଛି ବିଜେଡି: ଭାଜପା

ଭୁବନେଶ୍ୱର,୧୭-୯(ବ୍ୟୁରୋ):କେନ୍ଦ୍ର ସରକାରଙ୍କ ଯୋଜନାକୁ ନିଜ ନାଁରେ କରି ରାଜ୍ୟବାସୀଙ୍କୁ ରାଜ୍ୟ ସରକାର ଭୁଆଁ ବୁଲାଇ ଚାଲିଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ରାଜ୍ୟ ସରକାର ‘ବିଜୁ ପକ୍କା...

ତପୁ ମିଶ୍ର ଗୁରୁତର: ଭଗବାନଙ୍କୁ ପ୍ରାର୍ଥନା କରିବାକୁ ନିବେଦନ କଲେ ବୁଦ୍ଧାଦିତ୍ୟ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ଓଲିଉଡର ଲୋକପ୍ରିୟ ଗାୟିକା ତପୁ ମିଶ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ଗୁରୁତର ହେବାରେ ଲାଗିଛି। ସେ ଏବେ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।...

ଆଜିଠୁ ନୂଆ ମୋଟର ଯାନ ଆଇନ: ବହୁଗୁଣା ହେଲା ଜରିମାନା ରାଶି

ଭୁବନେଶ୍ୱର, ୧ା୯(ବ୍ୟୁରୋ): ରାଜ୍ୟରେ ନୂଆ ମୋଟର ଯାନ ଆଇନ-୨୦୧୯ ରବିବାରଠାରୁ ଲାଗୁ କରାଯିବ। ମୋଟର ଯାନ ଆଇନ ୧୯୮୮କୁ କେନ୍ଦ୍ର ସରକାର ସଂଶୋଧନ କରିଛନ୍ତି। ସଡ଼କ...

ଚମ୍ପୁଆରୁ ଝାଡ଼ଖଣ୍ଡକୁ ଚୋରାଚାଲାଣ, କାର୍‌ରୁ ୮୦ କେଜି ଗଞ୍ଜେଇ ଜବତ

କେନ୍ଦୁଝର,୧୫।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଚମ୍ପୁଆ ଥାନା ପୋଲିସ ସୋମବାର ୮୦ କେଜି ଗଞ୍ଜେଇ ଜବତ କରିଛି। କୌଣସି ସୂତ୍ରରୁ ଖବର ପାଇ ପୋଲିସ ଚଢ଼ାଉ କରି...

ଶନିବାର ପାଟକୁରା ନିର୍ବାଚନ: ଭାଜପା ବୁଥ୍‌ ଦଖଲ କରିବା ଆଶଙ୍କାରେ ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି

ଭୁବନେଶ୍ୱର,୧୯।୭(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ପାଟକୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ଶନିବାର ଭୋଟ ଗ୍ରହଣ କରାଯିବ। ଏଥିନିମନ୍ତେ ଗୁରୁବାର ସନ୍ଧ୍ୟାରୁ ପ୍ରଚାର ଶେଷ ହୋଇଛି। ସାରା ରାଜ୍ୟର ନଜର...

ଓଡ଼ିଶାରେ ବନ୍ଦର କରିବ ବିହାର

ଭୁବନେଶ୍ୱର,୩ା୩(ବ୍ୟୁରୋ): ଓଡ଼ିଶା ଉପକୂଳରେ ବିହାର ସରକାର ଏକ ବନ୍ଦର ନିର୍ମାଣ କରିବାକୁ ଚାହୁଁଛନ୍ତି। ଏ ସମ୍ପର୍କିତ ଏକ ପ୍ରାଥମିକ ପର୍ଯ୍ୟାୟ ଆଲୋଚନା କରିବାକୁ ବିହାର ସରକାରଙ୍କ...

ରିମାଣ୍ଡ ଅବଧି ଶେଷ: ଜେଲଗଲେ ପାଠକ ବାପ-ପୁଅ

ଭୁବନେଶ୍ୱର, ୫।୧୨(ବ୍ୟୁରୋ): ରିମାଣ୍ଡ ଅବଧି ଶେଷ ହେବା ପରେ ପୁଣି ଥରେ ଶନିବାର ଜେଲ ଗଲେ ଆଇଏଫ୍‌ଏସ୍‌ ଅଭୟକାନ୍ତ ପାଠକ ଏବଂ ପୁଅ ଆକାଶ ପାଠକ।...

Advertisement


Archives

Model This Week