Posted inଜାତୀୟ

ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କ ଦେହାନ୍ତ, ଶୋକ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଲେ ତାଙ୍କର…

ନୂଆଦିଲ୍ଲୀ,୨୦ା୯: ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କର ମାତ୍ର ୪୬ ବର୍ଷ ବୟସରେ ଦେହାନ୍ତ ହୋଇଛି। ରିପୋର୍ଟ ଅନୁଯାୟୀ, ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ହଠାତ୍‌ ଅବନତି ଘଟିବା ପରେ ତାଙ୍କର ପରଲୋକ ଘଟିଛି। ତାଙ୍କ ମୃତ୍ୟୁ ଖବର ସାମ୍ବାଦିକତା ଜଗତ ଏବଂ ସାଧାରଣରେ ଶୋକର ଛାୟା ଖେଳାଇଦେଇଛି। ତାଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂହ ଚୌହାନ ଏବଂ ଜେପି ନଡ୍ଡା ଶୋକ ବ୍ୟକ୍ତ କରିଛନ୍ତି।

Payal Mehta death: Senior journalist dies in Mumbai at 46, PM Modi and other leaders pay tribute - India Today

ପ୍ରଧାନମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ପାୟଲଙ୍କ ବିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ପାୟଲ ଜଣେ ପରିଶ୍ରମୀ ସାମ୍ବାଦିକା ଥିଲେ ଏବଂ ସର୍ବଦା ଗ୍ରାଉଣ୍ଡରେ ରହୁଥିଲେ। ତାଙ୍କର ଜାତୀୟ ପ୍ରସଙ୍ଗ ଉପରେ ଗଭୀର ବୁଝାମଣା ଥିଲା, ଯାହା ତାଙ୍କ ରିପୋର୍ଟିଂରେ ସ୍ପଷ୍ଟ ଥିଲା।

Payal Mehta passes away news: ज्येष्ठ पत्रकार पायल मेहता यांचे मुंबईत निधन; PM मोदींकडून दुःख व्यक्त

ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, ତାଙ୍କ କାମ ବ୍ୟତୀତ, ପାୟଲଙ୍କୁ ସମ୍ବେଦନଶୀଳତା ଏବଂ ସମର୍ପିତା ପାଇଁ ମଧ୍ୟ ମନେ ରଖାଯିବ ଯାହା ସହିତ ସେ ଅନେକଙ୍କ ଜୀବନକୁ ପ୍ରଭାବିତ କରିଥିଲେ। ସେ କହିଛନ୍ତି ଯେ ତାଙ୍କର ଅକାଳ ବିୟୋଗରେ ସେ ଖୁବ୍‌ ମର୍ମାହତ।

ସେ ପାର୍ଲାମେଣ୍ଟ୍‌ରେ ରିପୋର୍ଟିଂ ପାଇଁ ଅତ୍ୟନ୍ତ ସମର୍ପିତା ଥିଲେ ବୋଲି ରାଜନାଥ ସିଂ କହିଛନ୍ତି। ସକାଳୁ  ବିଳମ୍ବିତ ରାତି ପର୍ଯ୍ୟନ୍ତ ସେ ପାର୍ଲାମେଣ୍ଟ୍‌ ସମୟରେ ଉପସ୍ଥିତ ରହୁଥିଲେ। ସେ ନିରନ୍ତର ଗୃହର କାର୍ଯ୍ୟଧାରା ଉପରେ ନଜର ରଖୁଥିଲେ ଏବଂ ଅତ୍ୟନ୍ତ ସମର୍ପିତତାର ସହିତ ତାଙ୍କର କାର୍ଯ୍ୟ ସମ୍ପାଦନ କରୁଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଗରକର ଜଣେ ଅହଙ୍କାରୀ ଚୟନକର୍ତ୍ତା, ଖେଳାଳିଙ୍କ ଜୀବନ ବରବାଦ କରିଛନ୍ତି: ସାମିଙ୍କ ଅବସର ପରେ ବର୍ଷିଲେ…

ନୂଆଦିଲ୍ଲୀ,୭।୧୧: ଭାରତୀୟ କ୍ରିକେଟ୍ ଦଳର ଅନ୍ୟତମ ଶ୍ରେଷ୍ଠ ଦ୍ରୁତ ବୋଲର ମହମ୍ମଦ ସାମି ଟେଷ୍ଟ କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ଦୀପାବଳିର ଠିକ୍ ଦୁଇ ଦିନ ପୂର୍ବେ,…

ଅତିରିକ୍ତ ୨ ବର୍ଷ କାର୍ଯ୍ୟ ଶେଷ ପରେ ନିୟମିତ ପାଇଁ ଯୋଗ୍ୟ ହେବେ ଅଗ୍ନିବୀର

ନୂଆଦିଲ୍ଲୀ,୭ା୧୧: ଅତିରିକ୍ତ ୨ ବର୍ଷ କାର୍ଯ୍ୟକାଳ ଶେଷ କରିବା ପରେ ସମସ୍ତ ଅଗ୍ନିବୀର ଚାହିଁଲେ ନିୟମିତ ସୈନ୍ୟ ଭାବେ ପଞ୍ଜୀକୃତ ହେବା ପାଇଁ ଯୋଗ୍ୟ ବିବେଚିତ ହେବେ…

ପାରିବାରିକ କଳହ ନା ଚାକିରୀ ଚାପ? ଛୁଟିରୁ ଫେରିବା ପରେ କ୍ୱାର୍ଟରରୁ ମିଳିଲା ଅମ୍ବାଦଳା ଥାନା SIଙ୍କ ଝୁଲନ୍ତା ମୃତଦେହ, ଉଠିଲା ପ୍ରଶ୍ନ

ଆମ୍ବଦଳା,୭।୧୧(ରବିନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଆମ୍ବଦଳା ଥାନାରେ କାର୍ଯ୍ୟରତ ଏସ୍‌ଆଇ ଅଶୋକ ପ୍ରଧାନଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ଥାନା ପରିସରସ୍ଥିତ ସରକାରୀ କ୍ୱାର୍ଟରର ବନ୍ଦ…

କୋଟିଆରୁ ଆନ୍ଧ୍ର ସମିତିସଭ୍ୟ ନିର୍ବାଚିତ

ପଟ୍ଟାଙ୍ଗି,୭ା୧୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆ ପଞ୍ଚାୟତରେ ଆନ୍ଧ୍ର ନିର୍ବାଚନକୁ ନେଇ ୨ ରାଜ୍ୟ ମଧ୍ୟରେ ଛକାପଞ୍ଝା ଲାଗି ରହିଥିଲା। ଏହା ସତ୍ତ୍ୱେ…

ଚିନ୍ତା ବଢ଼ାଉଛି ପ୍ରଦୂଷଣ, ଦୀପାବଳି ପୂର୍ବରୁ ଦିଲ୍ଲୀ ବିଶ୍ୱର ସବୁଠୁ ପ୍ରଦୂଷିତ ସହର

ନୂଆଦିଲ୍ଲୀ,୭ା୧୧: ଆଲୋକର ପର୍ବ ଦୀପାବଳି ପୂର୍ବରୁ ଶନିବାର ଦିଲ୍ଲୀ ବିଶ୍ୱର ସବୁଠୁ ପ୍ରଦୂଷିତ ବୃହତ୍‌ ସହର ଥିଲା ବୋଲି ସୁଇସ୍‌ ଗ୍ରୁପ୍‌ ଆଇକ୍ୟୁଏୟାରର ଲାଇଭ୍‌ ର଼୍ୟାଙ୍କିଙ୍ଗ୍‌ରୁ ଜଣାପଡ଼ିଛି।…

ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିରଳ ରେକର୍ଡ, ଜାଣନ୍ତୁ…

ଓ୍ବେଲିଂଟନ,୭।୧୧: ଯୁବ ଫାଷ୍ଟ ବୋଲରଙ୍କ ଜବରଦସ୍ତ ପ୍ରଦର୍ଶନ ପରେ ଲୋକେଶ ରାହୁଲଙ୍କ ନିର୍ଭରଯୋଗ୍ୟ ବ୍ୟାଟିଂ ବଳରେ ଶନିବାର ଖେଳାଯାଇଥିବା ନ୍ୟୁଜିଲାଣ୍ଡ ବିପକ୍ଷ ବର୍ଷା ପ୍ରଭାବିତ ଦ୍ୱିତୀୟ ଦିନିକିଆ…

ଅଯୋଧ୍ୟାରେ ଦୀପୋତ୍ସବ: ସରୟୁ ନଦୀ କୂଳରେ ଯୋଗୀ କଲେ ଆରତୀ, ଦୀପରେ ଆଲୋକିତ ହେଲା ରାମନଗରୀ

ଅଯୋଧ୍ୟା,୭।୧୧: ପବିତ୍ର ଦୀପାବଳି ଅବସରରେ ରାମନଗରୀ ଅଯୋଧ୍ୟାରେ ଦଶମ ଦୀପୋତ୍ସବ ଶନିବାର ସନ୍ଧ୍ୟାରେ ଆରମ୍ଭ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୀପୋତ୍ସବର ଉଦ୍‌ଘାଟ କରି ସରୟୁ ନଦୀ…

Diwali 2026: ଦୀପାବଳି ରାତିରେ ଚୁପଚାପ୍ କରନ୍ତୁ ଏହି ଗୋଟିଏ ଉପାୟ, ମା’ ଲକ୍ଷ୍ମୀଙ୍କ କୃପାରୁ ଚମକି ଉଠିବ ଆପଣଙ୍କ ଭାଗ୍ୟ!

ଦୀପାବଳି ହେଉଛି ଧନ ଏବଂ ସମୃଦ୍ଧିର ମହାପର୍ବ। ଏହି ବର୍ଷ ୮ ନଭେମ୍ବର ୨୦୨୬, ରବିବାର ଦିନ ଦୀପାବଳି ପାଳନ କରାଯାଉଛି। କାର୍ତ୍ତିକ ମାସର ଅମାବାସ୍ୟା ତିଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?