ବରିଷ୍ଠ ସାମ୍ବାଦିକ ବୈଷ୍ଣବ ଜେନାଙ୍କ ପରଲୋକ

ଭୁବନେଶ୍ୱର ବ୍ୟୁରୋ,୩।୧୨: ବରିଷ୍ଠ ଖବରଦାତା ତଥା ଗାନ୍ଧୀବାଦୀ ବୈଷ୍ଣବ ଜେନାଙ୍କ ପରଲୋକ ଘଟିଛି। ଶନିବାର ଭୋରରୁ ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତ୍ୟୁବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା। ତାଙ୍କ ଘର ଯାଜପୁର ଜିଲା ବରି ବ୍ଳକ ମନ୍ଦାରୀ ପଞ୍ଚାୟତ ବେଞ୍ଜରାପୁର ଗ୍ରାମରେ। ସେ ଭୁବନେଶ୍ୱର ୟୁନିଟ-୩ସ୍ଥିତ ସରକାରୀ କ୍ୱାର୍ଟର୍ସରେ ରହୁଥିଲେ।

ସେ ମାତୃଭାଷା, ନ୍ୟାୟବତୀ ଏବଂ ଶ୍ରୁତି ପ୍ରମୁଖ ଖବରକାଗଜରେ ସାମ୍ବାଦିକତା କରିଥିଲେ। ତେବେ ସେ ବିଧାନସଭା ସାମ୍ବାଦିକ ଭାବେ ସମସ୍ତଙ୍କ ପ୍ରିୟଭାଜନ ହୋଇପାରିଥିଲେ। ଏପରିକି ବିଧାନସଭାର ଟିକିନିଖି ଖବର ସଂଗ୍ରହ କରିବାରେ ସେ ସିଦ୍ଧହସ୍ତ ଥିଲେ।
ବୈଷ୍ଣବଙ୍କ ଆକସ୍ମିକ ବିୟୋଗ ଖବର ପାଇ ବହୁ ବରିଷ୍ଠ ଖବରଦାତା ଶୋକ ପ୍ରକାଶ କରିବା ସହ ଗଣମାଧ୍ୟମ ପାଇଁ ବୈଷ୍ଣବଙ୍କ ମୃତ୍ୟୁ ଏକ ଅପୂରଣୀୟ କ୍ଷତି ବୋଲି ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗିରିପାଲିରେ ଡବଲ ମର୍ଡର: ଚେନ କ୍ରାଙ୍କ ମାଡ଼ରେ ଚାଲିଗଲା ୨ ଜଣଙ୍କ ଜୀବନ

ସମ୍ବଲପୁର,୮।୬(ପ୍ରମୋଦ ବହିଦାର): ସମ୍ବଲପୁର ଶାସନଥାନା ଅନ୍ତର୍ଗତ ଗିରିପାଲି ଅଞ୍ଚଳରେ ମା’ ଓ ଝିଅଙ୍କୁ ବୀଭତ୍ସ ହତ୍ୟା ଭଳି ଏକ ଚାଞ୍ଚଲ୍ୟକର ଘଟଣାର ଖବର ମିଳିଛି। ତେବେ ପୂର୍ବ…

କ୍ରାଇମ୍‌ବ୍ରାଞ୍ଚ ସ୍କାନର୍‌ରେ ଗଙ୍ଗଓ୍ବାର

ଭୁବନେଶ୍ୱର, ୮ା୬ (ତ୍ରିନାଥ ମହାନ୍ତି) ବାଲିଅନ୍ତା ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟା ମାମଲାରେ କ୍ରାଇମ୍‌ ବ୍ରାଞ୍ଚ(ସିବି) ସ୍କାନରକୁ ଆସିଛନ୍ତି ବରିଷ୍ଠ ଆଇପିଏସ୍‌ ଅଧିକାରୀ ଦୟାଲ ଗଙ୍ଗଓ୍ବାର। ତାଙ୍କ ଘରେ…

୧,୪୦୦ କି.ମି. ଯାଇ ଦିଲ୍ଲୀ ପ୍ରଫେସରଙ୍କୁ ହତ୍ୟା କରିଥିଲେ ପଶ୍ଚିମବଙ୍ଗ ଦମ୍ପତି

ନୂଆଦିଲ୍ଲୀ,୮ା୬: ଦିଲ୍ଲୀ ୟୁନିଭର୍ସିଟିର ଶିବାଜୀ କଲେଜରେ ଆସିଷ୍ଟାଣ୍ଟ ପ୍ରଫେସର ଭାବେ କାର୍ଯ୍ୟ କରୁଥିବା ଦେବୋସ୍ମିତା ପଲ୍‌ଙ୍କୁ ଗତ ବୁଧବାର ପୂର୍ବ ଦିଲ୍ଲୀର ବସୁନ୍ଧରା ଏନ୍‌କ୍ଲେଭସ୍ଥିତ ସତ୍ୟମ ଆପାର୍ଟମେଣ୍ଟରେ…

ବକୁଳବନ ଢାଞ୍ଚାରେ ହେବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ

ଭୁବନେଶ୍ୱର/ଖୋର୍ଦ୍ଧା, ୮।୬ (ରବିନାରାୟଣ ଜେନା/ ପ୍ରଭାତ ପାଣିଗ୍ରାହୀ) ରାଜ୍ୟରେ ଉତ୍ତମ ଶୈକ୍ଷିକ ବାତାବରଣ ସୃଷ୍ଟି କରିବା ଏବଂ ଛାତ୍ରୀଛାତ୍ରଙ୍କୁ ଗୁଣବତ୍ତା ଶିକ୍ଷା ଯୋଗାଇ ଦେବାପାଇଁ ରାଜ୍ୟ ସରକାର…

ସାଗର ଓ ନୀଳ ଅର୍ଥନୀତି

ପୃଥିବୀର ମୋଟ ଆୟତନର ପ୍ରାୟ ୭୧ ଭାଗ ହେଉଛି ମହାସାଗର ଏବଂ ଏଥିରେ ପୃଥିବୀର ମୋଟ ଜଳର ୯୮ ପ୍ରତିଶତ ଅଛି। ମହାସାଗରଗୁଡ଼ିକ ପରସ୍ପର ସହିତ ସଂଯୁକ୍ତ…

ସୁନା ପଞ୍ଜୁରିରେ ‘ଶିକ୍ଷିତ ପକ୍ଷୀ’

ଆଧୁନିକ ସହର ଏବେ ଭୂସମାନ୍ତର ସମ୍ପ୍ରସାରଣ ଅପେକ୍ଷା ଭୂଲମ୍ବ ସମ୍ପ୍ରସାରଣ ଉପରେ ଅଧିକ ଗୁରୁତ୍ୱ ଦେଉଛି। ସେଥିପାଇଁ ସହର ଭିତରେ ଗଢା ଚାଲିଛି ବହୁତଳ ଆପାର୍ଟମେଣ୍ଟ। ସାଧାରଣ…

ଏମିତି ପ୍ରଶ୍ନ ପଚାରିଲେ ନ୍ୟୁଜ ଆଙ୍କର, ରାଗରେ ନାଲି ପଡ଼ିଗଲେ ଡୋନାଲ୍ଡ ଟ୍ରମ୍ପ, ସାକ୍ଷାତକର ମଝିରୁ ଚାଲିଯିବ ସହ କହିଲେ…

ଓ୍ବାଶିଂଟନ,୮।୬: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସାକ୍ଷାତକାର ସମୟରେ ଏତେ କ୍ରୋଧିତ ହୋଇଗଲେ ଯେ ସେ ସାମ୍ବାଦିକଙ୍କୁ ‘ବେଇମାନ ଏବଂ ମୂର୍ଖ’ ବୋଲି କହି ମଝିରୁ…

ପ୍ରେମିକାଙ୍କୁ ହତ୍ୟା କରି ଜଙ୍ଗଲରେ ପୋତିଥିଲେ ପ୍ରେମିକ, ୨୬ ଦିନ ପରେ…

କେନ୍ଦୁଝର/ବଡ଼ବିଲ୭।୬(ନରେଶ ଚନ୍ଦ୍ର ପଟ୍ଟନାୟକ/ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଝାଡ଼ଗାଁରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପ୍ରେମିକାଙ୍କୁ ଗଳାକାଟି ହତ୍ୟା ପରେ ପ୍ରେମିକ ଜଙ୍ଗଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri