କଂଗ୍ରେସ ‘ହାତ’ ଛାଡିଲେ ବରିଷ୍ଠ ନେତା ଗଣେଶ୍ୱର ବେହେରା

ଭୁବନେଶ୍ୱର,୨।୪: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା କଂଗ୍ରେସର ଇସ୍ତଫା ଦେଇଛନ୍ତି। ଏନେଇ ସେ ଏକ୍ସରେ ସୂଚନା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତିଙ୍କ ନିକଟକୁ ପଠାଇ ଦେଇଥିବା କହିଛନ୍ତି।
ଇସ୍ତଫା ପତ୍ରରେ ସେ ଲେଖିଛନ୍ତି, ମୁଁ କଂଗ୍ରେସର ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଉଛି। କଂଗ୍ରେସ ଦଳ ମୋତେ ବିଧାୟକ ତଥା ବିଭିନ୍ନ କର୍ମକର୍ତ୍ତା ଭାବେ ଲୋକଙ୍କ ସେବା କରିବାର ସୁଯୋଗ ଦେଇଥିବାରୁ କୃତଜ୍ଞତା ଜ୍ଞାପନ କରୁଛି।
ଗଣେଶ୍ୱର ବେହେରା ପିସିସି ମିଡିଆ ସେଲ ଅଧ୍ୟକ୍ଷ ଥିଲେ। ଗତ ଜାନୁଆରୀ ମାସରେ ତାଙ୍କୁ ଏହି ପଦରୁ ହଟାଯାଇ ବିଶ୍ୱରଞ୍ଜନ ମହାନ୍ତିଙ୍କୁ ମିଡିଆ ସେଲ ଅଧ୍ୟକ୍ଷ କରାଯାଇଥିଲା। ଏହାପରେ ଦଳ ପ୍ରତି ତାଙ୍କର ଅସନ୍ତୋଷ ବଢିଥିଲା। ଗଣେଶ୍ୱର ବେହେରା କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇରୁ କଂଗ୍ରେସ ଟିକେଟରେ ଦୁଇ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ: ଗୁମ୍ମା ଭଲିବଲ ଟିମ ବିଜୟୀ

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ଦ୍ୱିତୀୟ ଦିବସରେ ସୋମବାର କ୍ୱାର୍ଟର ଫାଇନାଲ...

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର,...

ପାଉଁଶ ଗାଡ଼ିକୁ ଫେରାଇଲେ ପୂର୍ବତନ ସମିତି ସଭ୍ୟ

ବ୍ରଜରଜନଗର ୨୯ା୧୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲାରେ ଥିବା ବିଭିନ୍ନ କାରଖାନାରୁ ନିର୍ଗତ ପାଉଁଶକୁ ଗାଡ଼ିରେ ଲୋଡ଼ କରି ଠିକା କମ୍ପାନୀମାନେ ଚାରିଆଡେ ପକାଉଛନ୍ତି। ଏ ନେଇ...

‘ଧୁରନ୍ଧର’ ବାପା ଚାଇନାର ଏହି ଫିଲ୍ମ, କଲାଣି ୧୮,୦୦୦ କୋଟିର ବ୍ୟବସାୟ

ନୂଆଦିଲ୍ଲୀ,୨୯।୧୨: ୨୦୨୫ ବର୍ଷର ଶେଷ ଭାଗରେ ବଲିଉଡ୍ ବକ୍ସ ଅଫିସ୍‌ରେ ଆଦିତ୍ୟ ଧରଙ୍କ ନିର୍ଦ୍ଦେଶିତ ସ୍ପାଏ-ଥ୍ରୀଲର ‘ଧୁରନ୍ଧର’ ନିଜର ଜୟଯାତ୍ରା ଜାରି ରଖିଛି। ରଣବୀର ସିଂ...

ମା’ଙ୍କ ଆଶିଷ ପାଇଁ ୪୫ ବର୍ଷର ପ୍ରତୀକ୍ଷା ଅନ୍ତ: ଜମିଲା ଆଦିବାସୀଙ୍କ ‘ଟୋକିମରା’ ପର୍ବ, ଦେଖିବାକୁ ହଜାର ହଜାର ଭକ୍ତଙ୍କ ସମାଗମ

ଥୁଆମୂଳ ରାମପୁର, ୨୯।୧୨ (ଦୁର୍ଗା କୀର୍ତ୍ତି): ବଣ ପାହାଡ଼ ଘେରା କଳାହାଣ୍ଡିର ଶାନ୍ତ ପରିବେଶ ଏବେ ମାଦଳର ତାଳେ ତାଳେ ଉତ୍ସବମୁଖର। କଳାହାଣ୍ଡି ଜିଲା ଥୁଆମୂଳ...

ଭରସା କଲେ ନବୀନ ୩ ଜଣଙ୍କୁ ମିଳିଲା ଗୁରୁ ଦାୟିତ୍ୱ

ବ୍ରଜରଜନଗର ୨୯ା୧୨( ବିଜୟ ବରାଡ଼): ଝାରସୁଗୁଡା ଜିଲା ବିଜୁ ଜନତା ଦଳକୁ ସକ୍ରିୟ କରିବା ପାଇଁ ବିଜେଡିର ସଭାପତି ନବୀନ ପଟନାୟକ ବ୍ରଜରଜନଗର ପୌରାଞ୍ଚଳରୁ ୩...

ନୁଆବର୍ଷ ପାଇଁ ହେଉଥିଲା କଫ ସିରପ୍‌ ଚାଲାଣ: ମାଡ଼ି ବସିଲା ପୋଲିସ

ପାଟଣାଗଡ଼ ୨୯ା୧୨ (ସଚ୍ଚିଦାନନ୍ଦ ମହାକୁର)- ବେଆଇନ ଭାବେ କଫ ସିରପ୍‌ ଚାଲାଣ ଘଟଣାରେ ବଲାଙ୍ଗୀର ଜିଲା ପାଟଣାଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରି ସୋମବାର...

ନ୍ୟାଶନାଲ କବାଡ଼ି ପ୍ରତିଯୋଗିତା, ଶିବପ୍ରସାଦଙ୍କ ରାଇପୁର ଗସ୍ତ

ଗଞ୍ଜାମ,୨୯ା୧୨(ବିଦ୍ୟାଧର ସାହୁ): ଜାନୁଆରୀ ୬ରେ ରାଇପୁର ଭିଲାଇର ରାଜକୁମାର କଲେଜରେ ନ୍ୟାଶନାଲ ଇଭେଣ୍ଟ କବାଡ଼ି ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତାରେ ଗଞ୍ଜାମର ପାଳିବନ୍ଧ ପଞ୍ଚାୟତ ଗୋଖର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri