ବରିଷ୍ଠ ନେତା ହରିବନ୍ଧୁ ପ୍ରଧାନଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା

ଭଞ୍ଜନଗର,୧୮।୮(ବାବୁଲା ପ୍ରଧାନ): ଭଞ୍ଜନଗର ନିର୍ବାଚନ ମଣ୍ଡଳୀର ଜଣାଶୁଣା ନେତା ତଥା ସାମାଜିକ କର୍ମୀ
ହରିବନ୍ଧୁ ପ୍ରଧାନଙ୍କର (୭୩) ସୋମବାର ପରଲୋକ ଘଟିଛି। ତାଙ୍କର ବିୟୋଗରେ ସଂପୃକ୍ତ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସେ ଜଣେ ରାଜନେତା ସହ ବିଭିନ୍ନ ଧର୍ମ ଅନୁଷ୍ଠାନ ସହ ଜଡ଼ିତ ଥିଲେ। ଏଥିସହ ମୁଜାଗଡ଼ ଗ୍ରାମ ସଭାପତି, ନାଟ୍ୟ ସଂଘ ସଭାପତି, କୁରୁମ କ୍ଷତ୍ରିୟ ସଂସ୍ଥାର ବିଭିନ୍ନ ପଦପଦବୀରେ ସେ ମଧ୍ୟ ଥିଲେ। ସେ ମୁଜାଗଡ ପଞ୍ଚାୟତରେ ସରପଞ୍ଚ ଭାବେ ଏକାଧିକ ଥର ପ୍ରତିଦ୍ବନ୍ଦିତା କରିଥିଲେ। ଆଜି ସନ୍ଧ୍ୟାରେ କଟକରୁ ତାଙ୍କ ଶବ ଆସି ଗ୍ରାମରେ ପହଞ୍ଚିବା ପରେ ଗ୍ରାମ ଶ୍ମଶାନରେ ଅନ୍ତିମ ସତ୍କାର କରାଯାଇଥିଲା । ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ସମେତ ବିଭିନ୍ନ ଦଳର ଅନେକ ସରପଞ୍ଚ, ସମିତିସଭ୍ୟ ପ୍ରମୁଖ ହରିବନ୍ଧୁଙ୍କ ବିୟୋଗରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ସୂଚନା ଯୋଗ୍ୟ ଯେ, ହରିବନ୍ଧୁ ଦୁଇଦିନ ପୂର୍ବେ ଅସୁସ୍ଥ ଅନୁଭବ କରିଥିଲେ। ଏହାପରେ ତାଙ୍କୁ ଚିକିତ୍ସା ପାଇଁ କଟକ ବଡ଼ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଆଜି ତାଙ୍କର ପରଲୋକ ହୋଇଛି। ହରିବନ୍ଧୁ ହେଉଛନ୍ତି ମୁଜାଗଡ ପଂଚାୟତର ପୂର୍ବତନ ସରପଞ୍ଚ ତଥା
ବର୍ତ୍ତମାନର କନ୍ଧମାଳ ଏମପିଙ୍କ ଗଞ୍ଜାମ ଜିଲା ପରିଷଦ ସଭ୍ୟ ଶିବ ଶଙ୍କର ପ୍ରଧାନଙ୍କ ବାପା।


Enter your email to get our daily news in your inbox.

All Right Reserved By Dharitri.Com

ଉପରାଷ୍ଟ୍ରପତିଙ୍କ ବାସଭବନରେ ଦୀପାବଳି ପାଳନ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୭।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଉପରାଷ୍ଟ୍ରପତିଙ୍କ ବାସଭବନରେ ଦୀପାବଳି ପାଳନ କରିଛନ୍ତି। ଏହି ଅବସରରେ, ଏକ ଧାର୍ମିକ ରୀତିନୀତି ଅନୁଯାୟୀ ଉପରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନ ପ୍ରଧାନମନ୍ତ୍ରୀଙ୍କ…

ବିରାଟଙ୍କ ପରେ, ଜନ ସିନାଙ୍କ ନକଲ କରି ଗ୍ଲେନ ଫିଲିପ୍ସଙ୍କୁ ଥଟ୍ଟା କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୭।୧୧: ୩୮ ବର୍ଷ ବୟସରେ, ରୋହିତ ଶର୍ମା ସ୍ପଷ୍ଟ ଭାବରେ ତାଙ୍କ କ୍ରିକେଟ କ୍ୟାରିୟରର ବାକି ସମୟ ଉପଭୋଗ କରୁଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଏକଦିବସୀୟ ମ୍ୟାଚର…

ବୁଧ-ଶନିଙ୍କ ଅଶୁଭ ଷଡାଷ୍ଟକ ଯୋଗ: ୫ ରାଶିଙ୍କ ପାଇଁ ବଢ଼ିବ ଅଡ଼ୁଆ, ପାଖରୁ ପଳେଇବ ସବୁ ଟଙ୍କା

ବୁଧ ଏବଂ ଶନି ଗ୍ରହର ଏହି ଅଶୁଭ ଷଡାଷ୍ଟକ ଯୋଗରୁ ଚାପ, କାର୍ଯ୍ୟରେ ବିଳମ୍ୱ, ଆର୍ଥିକ କ୍ଷତି ଇତ୍ୟାଦିର ସମ୍ମୁଖୀନ ହେବାକୁ ପଡ଼ିପାରେ। ଆପଣଙ୍କ ଜୀବନରେ ଆହ଼୍ବାନଗୁଡ଼ିକ…

ପାସ୍‌ ହେଲା ନୂଆ ଆଇନ୍‌: ଏଣିକି ଆଉ ଗୋଟିଏ ବିବାହ ନୁହେଁ, ଏକାସାଙ୍ଗେ ୩-୪ ଜଣଙ୍କୁ କରିହେବ ବିବାହ, ଜାଣନ୍ତୁ…

ଆମେରିକାରୁ ପ୍ରେମ ସମ୍ପର୍କକୁ ନେଇ ଏକ ଖବର ଆସିଛି, ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ସ୍ବାମୀ-ସ୍ତ୍ରୀଙ୍କ ପୁରୁଣା ଫର୍ମୂଲା ଆଉ ପ୍ରଯୁଜ୍ୟ ହେବ ନାହିଁ। କାଲିଫର୍ନିଆର…

ବର୍ଷା ବଞ୍ଚାଇଲା ଟିମ ଇଣ୍ଡିଆର ମାନ; ୧୩୫ ରନର ଲକ୍ଷ୍ୟ ପିଛା କରିବା ବେଳେ ବଢ଼ିଥିଲା ଚାପ, ଏମିତି ଜିତିଲେ ମେନ ଇନ୍‌ ବ୍ଲୁ

ନୂଆଦିଲ୍ଲୀ,୭।୧୧: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚରେ ବର୍ଷା ଭାରତୀୟ ଦଳକୁ ଏକ ବଡ଼ ବିପର୍ଯ୍ୟୟରୁ ରକ୍ଷା କରିଛି। ୧୩୫ ରନର ଲକ୍ଷ୍ୟକୁ ପିଛା କରୁଥିବା ଭାରତ…

ଆଇନଜୀବୀ ବାଳକୃଷ୍ଣଙ୍କ ପରଲୋକ: ଝୁରୁଛି ଗାଁ ମାଟି

ଭଞ୍ଜନଗର, ୭।୧୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କଇଣ୍ଡି ଗ୍ରାମର ଯୁବ ଆଇନଜୀବୀ ତଥା ସରକାରୀ ଓକିଲ ବାଳକୃଷ୍ଣ ପୋଲାଇ (୫୦)ଙ୍କ ଶନିବାର…

ନବୀନଙ୍କୁ କାଉଣ୍ଟର କଲେ ମନ୍ତ୍ରୀ ଗୋକୁଳାନନ୍ଦ: ଗଞ୍ଜାମ ଗସ୍ତକୁ ନେଇ ବର୍ଷିଲେ, କହିଲେ ଲୋକଙ୍କ ପାଖରେ ନଥିଲେ ନବୀନ

ଭୁବନେଶ୍ୱର,୭।୧୧ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଗଞ୍ଜାମ ଗସ୍ତ ଓ ମନ୍ତବ୍ୟକୁ ନେଇ କାଉଣ୍ଟର କରିଛନ୍ତି ମନ୍ତ୍ରୀ ଗୋକୁଳାନନ୍ଦ ମଲିକ। ନବୀନଙ୍କ ମନ୍ତବ୍ୟ…

ଦୀପାବଳି ପରେ UPI ଟ୍ରାଞ୍ଜାକ୍ସନରେ ଲାଗିବ ଏକ୍ସଟ୍ରା ଚାର୍ଜ? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୭।୧୧: ଯଦି ଆପଣ ଦୋକାନ ଚଲାଉଛନ୍ତି କିମ୍ୱା କୌଣସି ବ୍ୟବସାୟରେ ଡିଜିଟାଲ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ UPI ସହିତ ଜଡିତ ଏହି ପରିବର୍ତ୍ତନ ଆପଣଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?