ଭୁବନେଶ୍ୱର,୨୩।୪: ଓଡ଼ିଶା କଂଗ୍ରେସକୁ ବଡ଼ ଝଟକା ଲାଗିଛି। ଦଳର ସକ୍ରିୟ ନେତା ତଥା କଂଗ୍ରେସ ରିସୋର୍ସ ସେଲର ରାଜ୍ୟ ସଂଯୋଜକ ଅମୀୟ ପାଣ୍ଡବ ଦଳରୁ ଇସ୍ତଫା ଦେଇଛନ୍ତି। ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ନେଇ ପିସିସି ସଭାପତି ଭକ୍ତଚରଣ ଦାସଙ୍କୁ ଅବଗତ କରାଇଛନ୍ତି। ସେ ୨୦୧୭ରେ କଂଗ୍ରେସରେ ଯୋଗ ଦେଇଥିଲେ।
Odisha’s No.1 Odia Daily