ଭିଜିଲାନ୍ସ ଜାଲରେ ସମ୍ବଲପୁର ଓସିସିଏଲ୍‌ର ସିନିୟର ମ୍ୟାନେଜର

ସମ୍ବଲପୁର ଅଫିସ,୨୦ା୯: ସମ୍ବଲପୁର ଓସିସିଏଲର ସିନିୟର ମ୍ୟାନେଜର ରଞ୍ଜନ କୁମାର ଡାଙ୍ଗ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋମବାର ଭିଜିଲାନ୍ସ ପକ୍ଷରୁ ଏକକାଳୀନ ରଞ୍ଜନଙ୍କ ସମ୍ବଲପୁରସ୍ଥିତ ବାସଭବନ, ଅଫିସ ଏବଂ ତାଙ୍କ ଶ୍ୱଶୁର ଘରେ ଚଢ଼ାଉ କରାଯାଇଛି। ଭିଜିଲାନ୍ସର ତିନିଟି ଟିମ୍‌ ୩ଟି ସ୍ଥାନରେ ଚଢ଼ାଉ ଜାରି ରଖିଛନ୍ତି। ଏହି ଚଢ଼ାଉ ବେଳେ ନଗଦ ୧ ଲକ୍ଷ ୪୫ ହଜାର ୮୫୦ ଟଙ୍କା ଜବତ କରାଯାଇଛି।

ଏବେବି ଚଢ଼ାଉ ଜାରି ରହିଛି। ଚଢ଼ାଉ ପରେ ସମ୍ପତ୍ତିର ମୂଲ୍ୟ ଆକଳନ କରାଯିବ ବୋଲି ଭିଜିଲାନ୍ସର ଜଣେ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖସୁଛି ସଂକ୍ରମଣ: ଆଜି ୬୮ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୩।୩(ବ୍ୟୁରୋ): ରାଜ୍ୟରେ ରବିବାର ୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୫୦ ଜଣ...

ଗୋଟିଏ ଘଟଣାରେ ଦୁଇଟି ମାମଲା: ଭିଜିଲାନ୍ସ ତଦନ୍ତ ଆରମ୍ଭ

ହାଟଡିହୀ,୧୪ା୭(ଡି.ଏନ୍‌.ଏ.): ସରକାରୀ ଅର୍ଥ ଆତ୍ମସାତ ନେଇ କେନ୍ଦୁଝର ଜିଲା ହାଟଡିହୀ ତହସିଲର ଦୁଇ ଜଣ ପୂର୍ବତନ କର୍ମଚାରୀଙ୍କ ନାମରେ ତହସିଲଦାର ଦିଲ୍ଲୀପ କୁମାର ସାହୁ ପ୍ରଶାସନର...

ବେଳାଭୂମିରେ କରୋନା ବିଜୟୀଙ୍କ ଯୋଗ

ପୁରୀ ଅଫିସ,୧୮ା୧୦: ପୁରୀ ବେଳାଭୂମିରେ ଜିଲା ପ୍ରଶାସନ ପକ୍ଷରୁ ଏକ ନିଆରା କାର୍ଯ୍ୟକ୍ରମ ମୋ ବିଚ୍‌ ଯୋଗ ଅନୁଷ୍ଠିତ ହୋଇଛି। ତାହା ପୁଣି କରୋନା ବିଜୟୀଙ୍କୁ...

ଛତ୍ରପୁର ଏନ୍‌ଏସିକୁ ମିଳିଲା ୧.୫୪ କୋଟି

ଛତ୍ରପୁର,୨୭ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ଏନ୍‌ଏସିର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁକ୍ତା ଯୋଜନାରେ ୧ କୋଟି ୫୪ ଲକ୍ଷ ୨୮ ହଜାର...

ଉଲ୍ଲଂଘନ ହେଉଛି ନିର୍ବାଚନ ଆଦର୍ଶ ଆଚରଣ ବିଧି

ସେମିଳିଗୁଡା/ସୁନାବେଡ଼ା, ୨୩|୧ (ସ୍ବ.ପ୍ର.) କୋରାପୁଟ ଜିଲା ସେମିଳିଗୁଡା ବ୍ଲକ ଏବଂ ସୁନାବେଡ଼ା ମ୍ୟୁନିସିପାଲିଟିର କେତେକ ସ୍ଥାନରେ ହୋର୍ଡ଼ିଂ ଲାଗିଥିବା ଦେଖିବାକୁ ମିଳିଛି। ପଞ୍ଚାୟତ ନିର୍ବାଚନ ଲାଗି ରାଜ୍ୟରେ...

କନ୍ଧମାଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୨: ଗୋଟିଏ ଦିନରେ ୯ ସଂକ୍ରମିତ

ଫୁଲବାଣୀ ଅଫିସ, ୧ା୬-କନ୍ଧମାଳ ଜିଲା ଫୁଲବାଣୀ କୋଭିଡ୍‌ ହସ୍ପିଟାଲରେ ଦୁଇ ଦିନ ପୂର୍ବରୁ ଭର୍ତ୍ତି ହୋଇଥିବା ସମସ୍ତ ୯ ଜଣ କରୋନା ଚିହ୍ନଟ ହୋଇଛନ୍ତିି। ସେମାନଙ୍କ...

ବିଜେଡି ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମ:୧ରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ

ଭୁବନେଶ୍ୱର,୨୮-୮(ବ୍ୟୁରୋ) :ବିଜେଡି ପକ୍ଷରୁ ଆସନ୍ତା ୨ ତାରିଖରେ ସଦସ୍ୟତା ଅଭିଯାନ ଆରମ୍ଭ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ରାଜ୍ୟସ୍ତରୀୟ କମିଟି ଗଠନ କରିଛନ୍ତି।...

୫ ଦିନ ହାଇକୋର୍ଟ ଶଟ୍‌ଡାଉନ୍‌

କଟକ ଅଫିସ,୧୨ା୧: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ହାଇକୋର୍ଟକୁ ୫ ଦିନ ଯାଏ ଶଟ୍‌ଡାଉନ୍‌ କରାଯାଇଛି। ଗୁରୁବାର ଅର୍ଥାତ୍‌...

Advertisement
Archives

Model This Week