ବରିଷ୍ଠ ଓଏଏସ୍‌ ଶ୍ୟାମଭକ୍ତ ମିଶ୍ର ହେଲେ ଓପିଏସ୍‌ସି ସଦସ୍ୟ

ଭୁବନେଶ୍ୱର,୨୧ା୧(ବ୍ୟୁରୋ): ରାଜ୍ୟ ସରକାର ଶନିବାର ବରିଷ୍ଠ ଓଏଏସ୍‌ ଅଫିସର ଶ୍ୟାମଭକ୍ତ ମିଶ୍ରଙ୍କୁ ଲୋକସେବା ଆୟୋଗର ସଦସ୍ୟ ଭାବେ ନିଯୁକ୍ତି ଦେଇଛନ୍ତି।

ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ବୟନିକାର ପରିଚାଳନା ନିର୍ଦ୍ଦେଶକ ଓ ରାଜ୍ୟ ହସ୍ତତନ୍ତ ନିର୍ଦ୍ଦେଶକ ଶ୍ୟାମଭକ୍ତ ମିଶ୍ରଙ୍କୁ ଆଜି ଓ ଲୋକସେବା ଆୟୋଗର ସଦସ୍ୟ ଭାବେ ନିଯୁକ୍ତି ମିଳିଛି। ତାଙ୍କ ଚାକିରି ସରିବାକୁ ଆହୁରି ୫ ମାସ ବାକି ଥିବା ବେଳେ ସରକାର ତାଙ୍କୁ ପୁନଃ ନିଯୁକ୍ତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍‌ କି ବାତ୍‌ରେ ସମ୍ବଲପୁରର ସୁଜାତା, ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଲେ…

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁ ର ଜିଲାର ଜଣେ ସାଧାରଣ ଗୃହିଣୀରୁ ସଫଳ ମାଛ ଚାଷୀ ସାଜିଥିବା ସୁଜାତା ଭୂୟାଁଙ୍କ ସଫଳତା ଆଜି ସାରା ଦେଶ ପାଇଁ ଏକ…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

ରାମନବମୀ ଶୋଭାଯାତ୍ରାବେଳେ ଫାଙ୍କା ଗୁଳିଚାଳନା କରି ଫସିଲେ ବିଧାୟକ, ଏବେ…

ବଲାଙ୍ଗୀର/ଟିଟିଲାଗଡ଼,୨୯ା୩ (ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ଫୁଟିଛି ଗୁଳି। ଆଉ ଏହି ଗୁଳି ଚଳାଇଛନ୍ତି…

ଏପ୍ରିଲ ୧ରୁ ବଢିଯିବ LPG ସିଲିଣ୍ଡର ରେଟ୍‌? ଯୁଦ୍ଧ ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୯।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ଦେଶବ୍ୟାପୀ ଲକ୍‌ ଡାଉନ ସମ୍ପର୍କରେ ଗୁଜବ ସମ୍ପର୍କରେ ସରକାର ଏକ ଦୃଢ଼ ଏବଂ ସ୍ପଷ୍ଟ…

ବିଧାୟିକାଙ୍କ ସ୍ବାମୀଙ୍କ ନାମରେ ସଙ୍ଗୀନ ଅଭିଯୋଗ: ତହସିଲଦାରଙ୍କୁ…

ନର୍ଲା,୨୯।୩(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ନର୍ଲା ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତିଙ୍କ ନାମରେ ଆସିଛି ସଙ୍ଗୀନ ଅଭିଯୋଗ।…

ବିୟର ବୋତଲ ପର୍ଯ୍ୟନ୍ତ ପହଞ୍ଚିଲାଣି ଯୁଦ୍ଧର ନିଆଁ, ଦେବାକୁ ପଡ଼ିପାରେ ଅଧିକ ଦେୟ

ନୂଆଦିଲ୍ଲୀ,୨୯।୩: ଗ୍ରୀଷ୍ମ ଋତୁ ଆସିଗଲାଣି। ସାଧାରଣତଃ ଗରମ ଋତୁରେ ବିୟରର ବ୍ୟବହାର ବୃଦ୍ଧି ପାଏ। ତଥାପି, ଏଥର, ଭାରତୀୟ ବିୟର ପ୍ରେମୀମାନଙ୍କୁ ଏହି ଋତୁରେ ସେମାନଙ୍କର ତୃଷା…

ପଡ଼ିଆରେ ଏମିତି କ’ଣ କଲେ ବିରାଟ ହସ ରୋକି ପାରିଲେନି ଅନୁଷ୍କା, କ୍ୟାମେରାରେ କଏଦ ହେଲା…

ନୂଆଦିଲ୍ଲୀ,୨୯।୩: କ୍ରିକେଟ ପଡ଼ିଆରେ ବିରାଟ କୋହଲିଙ୍କ ଚପଳତା ଏବଂ ଫଇଲ୍ଡିଂ ଦକ୍ଷତାକୁ ପ୍ରାୟତଃ ମାନଦଣ୍ଡ ଭାବରେ ଉଦ୍ଧୃତ କରାଯାଏ; ତଥାପି, IPL 2026 ର ପ୍ରଥମ ମ୍ୟାଚରେ,…

ବିମାନବନ୍ଦରରେ କେମିତି ପାଇବେ ଚାକିରି? ଜାଣନ୍ତୁ କ’ଣ ପଢ଼ିଲେ ମିଳିବ ଏହି ସୁଯୋଗ, କେତେ ପାଇବେ ଦରମା…

ନୂଆଦିଲ୍ଲୀ,୨୯ା୩: ବିମାନବନ୍ଦରରେ ଚାକିରି ପାଇବା ଅନେକ ଯୁବତୀ ଯୁବକଙ୍କ ସ୍ବପ୍ନ। ବିମାନବନ୍ଦରରେ କାମ କଲେ ଅନେକ ସୁବିଧା ମିଳିଥାଏ। ଯେଉଁଥିରେ ଭଲ ଦରମା, ବୃତ୍ତିଗତ ପରିବେଶ, ସ୍ମାର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri