ବରିଷ୍ଠ ସମାଜସେବୀ ଭୁବନ ବିହାରୀଙ୍କ ପରଲୋକ: ଅଞ୍ଚଳରେ ଶୋକର ଛାୟା

କର୍ଲାମୁଣ୍ଡା,୧୮।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବରିଷ୍ଠ ସମାଜସେବୀ ତଥା ବ୍ୟବସାୟୀ ଭୁବନ ବିହାରୀ ସିଂଙ୍କ ୬୮ ବର୍ଷ ବୟସରେ ଗୁରୁବାର ପରଲୋକ ଘଟିଛି। ଏହି ଖବର ପ୍ରଚାର ହେବା ମାତ୍ରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ଦେହ ଅସୁସ୍ଥ ଥିବାରୁ ପରିବାର ଲୋକେ ଭୁବନେଶ୍ୱର ଏକ ହସ୍ପିଟାଲରେ ଚିକିତ୍ସା କରାଉଥିଲେ। ତେବେ ଚିକିତ୍ସା ଅବସ୍ଥାରେ ତାଙ୍କର ବିୟୋଗ ହୋଇଥିବା ଜଣାପଡିଛି। ତାଙ୍କୁ ପୁରୀ ସ୍ବର୍ଗଦ୍ୱାରରେ ଦାହ କରାଯିବ ବୋଲି ପରିବାର ପକ୍ଷରୁ କୁହାଯାଇଛି। ସେ ବ୍ଲକ ସଦର ବିଭିନ୍ନ ଅନୁଷ୍ଠାନ ସହିତ ସାମିଲ ହୋଇ ସାମାଜିକ ବିକାଶ ପାଇଁ ସବୁବେଳେ କାର୍ଯ୍ୟ କରିଆସୁଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଗୋରକ୍ଷକ ଫାର୍ସା ବାବାଙ୍କୁ ଜାଣିଶୁଣି ଟ୍ରକ୍‌ ମଡ଼ାଇ ହତ୍ୟା ଅଭିଯୋଗ: ରାସ୍ତାରୋକୋ କରି ଲୋକେ…

ମଥୁରା,୨୨ା୩: ଉତ୍ତରପ୍ରଦେଶର ମଥୁରା ନିକଟ ଆଗ୍ରା-ଦିଲ୍ଲୀ ରାଜପଥରେ ଏକ ଟ୍ରକ୍‌ ମାଡ଼ିଯିବାରୁ ଫାର୍ସା ବାବା ଭାବେ ପରିଚିତ ଗୋରକ୍ଷକ ଚନ୍ଦ୍ରଶେଖରଙ୍କ ମୃତ୍ୟୁ ଘଟିଛି। ଶନିବାର ଭୋର ୪ଟା…

୬ଟା ଯୁଦ୍ଧ ଜାହାଜ ପଠାଇଲା ଚାଇନା, ଛାନିଆ ହେଲେ ଟ୍ରମ୍ପ!

ବେଜିଂ,୨୨।୩: ତାଇୱାନର ଜାତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟ (MND) ରବିବାର (ସ୍ଥାନୀୟ ସମୟ) ସକାଳ 6:00 ଟାରେ ତାଇୱାନର ଆଞ୍ଚଳିକ ଜଳସୀମା ନିକଟରେ ଛଅଟି ଚାଇନା ନୌସେନା ଜାହାଜ…

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri