ଯାଜପୁରରେ ସେନ୍‌କୋ ଆଉଟ୍‌ଲେଟ୍‌

ଭୁବନେଶ୍ୱର ୧୭।୮: ସେନ୍‌କୋ ଗୋଲ୍ଡ ଆଣ୍ଡ୍‌ ଡାଇମଣ୍ଡ୍‌ସର ଯାଜପୁର ଶୋ’ରୁମ୍‌କୁ ନିକଟରେ ନବୀକରଣ କରାଯାଇଛି। ଏହି ପରିପ୍ରେକ୍ଷୀରେ ଯାଜପୁରର କେନ୍ଦ୍ର ସ୍ଥଳ ଦଳା ଛକରେ ଥିବା ଏହି ଅତ୍ୟାଧୁନିକ ଶୋ’ରୁମ୍‌କୁ ପୁନଃ ଉଦ୍‌ଘାଟନ କରାଯାଇଛି। ଏହି ଅବସରରେ ଓଡ଼ିଆ ଅଭିନେତ୍ରୀ ତମନ୍ନା ବ୍ୟାସ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ବିଶେଷକରି ୨୬୦୦ବର୍ଗଫୁଟ ଜମିରେ ଗଢି ଉଠିଥିବା ଏହି ନବୀକୃତ ଶୋ’ରୁମ୍‌ ସୂକ୍ଷ୍ମ ଭାବେ ପ୍ରସ୍ତୁତ କରାଯାଇଛି।

ଏ ସମ୍ପର୍କରେ ସେନ୍‌କୋ ଗୋଲ୍ଡ ଆଣ୍ଡ୍‌ ଡାଇମଣ୍ଡ୍‌ସର ଏମ୍‌ଡି ଓ ସିଇଓ ଶୁଭଙ୍କର ସେନ୍‌ କହିଛନ୍ତି, ଆମ ଉଦୀୟମାନ ଗ୍ରାହକଙ୍କ ସ୍ବାଦ ଓ ଅଭିଳାଷକୁ ଗ୍ରହଣ କରବା ସହ ଚମତ୍କାର ଗହଣାର ଭବ୍ୟତା ଓ କାରିଗରିକୁ ସଂରକ୍ଷଣ ଓ ସମୃଦ୍ଧ କରିବା ପ୍ରତି ଆମେ ସମର୍ପିତ। ସେହିଭଳି ସେନ୍‌କୋ ଗୋଲ୍ଡ ଆଣ୍ଡ୍‌ ଡାଇମଣ୍ଡ୍‌ସର ନିର୍ଦ୍ଦେଶିକା ଓ ଡିଜାଇନ୍‌ ତଥା ମାର୍କେଟିଂ ମୁଖ୍ୟ ଜୋଇତା ସେନ୍‌ କହିଛନ୍ତି, ଡିଜାଇନ୍‌ ଓ ନବସୃଜନ ଉପରେ ଆମର ଗୁରୁତ୍ୱ, ଗ୍ରାହକଙ୍କ ଅଗ୍ରାଧିକାର ଓ ବଜାର ଧାରାକୁ ଜାଣିବାରେ ଆମର ଦକ୍ଷତା, ଆମ ଡିଜାଇନର ସୂକ୍ଷ୍ମତା ଏବଂ ଆମ ଉପତ୍ାଦର ଗୁଣବତ୍ତା ଏବଂ ଫିନିସ୍‌ ହେଉଛି ଆମର ପ୍ରମୁଖ ଦୃଢ଼ତା।

ଯାଜପୁରରେ ନୂତନ ଭାବେ ରୂପାନ୍ତରିତ ଆମ ଶୋ’ରୁମ୍‌ ଏହି ଅଞ୍ଚଳର ଗ୍ରାହକମାନଙ୍କୁ ଚମତ୍କାର ଡିଜାଇନ୍‌ ଗହଣାର ଉତ୍କୃଷ୍ଟ ସମ୍ଭାର ପ୍ରଦାନ କରିବ। ଉଲ୍ଲେଖଯୋଗ୍ୟ, ସେନ୍‌କୋ ଗୋଲ୍ଡ ଆଣ୍ଡ୍‌ ଡାଇମଣ୍ଡ୍‌ସ ସୁନା, ହୀରା, ରୁପା ଓ ପ୍ଲାଟିନମ୍‌ର ବ୍ୟାପକ ଗହଣା ସହିତ ଏଭରଲାଇଟ୍‌, ଗସିପ୍‌, ଡି’ସାଇନିଆ ଭଳି ବ୍ରାଣ୍ଡ୍‌ ଅଧୀନରେ ସୁନ୍ଦର ଗହଣା ପ୍ରଦାନ କରୁଛି। ସେନ୍‌କୋ ଗୋଲ୍ଡ ଆଣ୍ଡ୍‌ ଡାଇମଣ୍ଡ୍‌ସର ପୁରୁଷମାନଙ୍କ ପାଇଁ ଅହମ୍‌ ଏବଂ ବିବାହ ସମ୍ଭାର ଗହଣା ମଧ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ଅଗଷ୍ଟ ୧୫ରେ କ’ଣ ଖୋଲା କ’ଣ ବନ୍ଦ? ଘରୁ ବାହାରିବା ପୂର୍ୱରୁ ଜାଣି ନିଅନ୍ତୁ ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୧୪।୮: ଅଗଷ୍ଟ ୧୫ ଅର୍ଥାତ୍ ସ୍ୱାଧୀନତା ଦିବସରେ ସମଗ୍ର ଭାରତ ସ୍ୱାଧୀନତା ଉତ୍ସବ ପାଳନ କରିବ। ଏହାକୁ ଦୃଷ୍ଟିରେ ରଖି ଲୋକଙ୍କ ନିରାପତ୍ତା ପାଇଁ ନିୟମରେ କେତେକ…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

BCIକୁ CJIଙ୍କ ପରାମର୍ଶ: ‘ହସ୍ତକ୍ଷେପ କରିବାର କୌଣସି ଆବଶ୍ୟକତା ନାହିଁ; ମୁଁ ଛାତ୍ର ଥିବାବେଳେ ମଧ୍ୟ ସକ୍ରିୟ ଥିଲି’

ନୂଆଦିଲ୍ଲୀ,୧୪।୮: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ କହିଛନ୍ତି ଯେ ଯଦି NALSAR ଛାତ୍ରମାନେ ତାଙ୍କ ବିରୋଧରେ ପ୍ରତିବାଦ କରୁଛନ୍ତି, ତେବେ ବାର କାଉନସିଲ ଅଫ ଇଣ୍ଡିଆ (BCI)…

ଶୌଚ ହେବାକୁ ଯାଇଥିଲେ ଜନୁ: ତୁଠରେ ଖସିଗଲା ଗୋଡ଼, ଆଉ ତା’ପରେ…

ନନ୍ଦପୁର/ଲମତାପୁଟ, ୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି। ନିଜ ଘର ପାର୍ଶ୍ୱ ବିଭାଯୋଡି…

ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….

ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି…

ଭିଭିଏସ ଲକ୍ଷ୍ମଣଙ୍କୁ ଗୌତମ ଗମ୍ଭୀରଙ୍କ ଠାରୁ ମଧ୍ୟ ଉଚ୍ଚ ପଦବୀ ପ୍ରଦାନ କରିବ ବିସିସିଆଇ, ଜାଣନ୍ତୁ କ’ଣ ଏହି…

ନୂଆଦିଲ୍ଲୀ,୧୪।୮: ବିସିସିଆଇ ପୂର୍ବତନ ଷ୍ଟାଇଲିସ ଭାରତୀୟ ବ୍ୟାଟ୍ସମ୍ୟାନ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ (COE)ର ବର୍ତ୍ତମାନର ମୁଖ୍ୟ – ଭିଭିଏସ ଲକ୍ଷ୍ମଣଙ୍କୁ କ୍ରିକେଟ ନିର୍ଦ୍ଦେଶକ ଭାବରେ ନିଯୁକ୍ତ…

ରୋଜଗାର ଦେଇଛି ମୂର୍ତ୍ତି କାରିଗରୀ: ୯ ଜଣଙ୍କୁ ରୋଜଗାରର ବାଟ ଦେଖାଇଛନ୍ତି ତିରନ

କର୍ଲାମୁଣ୍ଡା,୧୪।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାଠାରୁ ୧ କିଲୋମିଟର ଦୂରରେ ରହିଛି କର୍ଲାମୁଣ୍ଡା (ବସ୍ତି)। ଏହି ଗାଁରେ ରୁହନ୍ତି ଶିଳ୍ପୀ ଟିରନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri