ବରଗଡ଼ରେ ଚାଞ୍ଚଲ୍ୟ, ଅଭାବରେ ପଡ଼ି ଶିଶୁକନ୍ୟାଙ୍କୁ ଅନ୍ୟ ହାତରେ ଟେକିଦେଲେ ଦମ୍ପତି

ବରଗଡ଼,୧।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଅଭାବ ଅନଟନରେ ପଡ଼ି ଏକ ନବଜାତ ଶିଶୁକନ୍ୟାକୁ ଅନ୍ୟ ଦମ୍ପତିଙ୍କ ହାତରେ ଟେକି ଦେବା ଭଳି ଘଟଣା ଜିଲାରେ ଆଲୋଡ଼ନ ସୃଷ୍ଟି କରିଛି। ଖବର ପାଇବା ପରେ ଚାଇଲ୍ଡ ଲାଇନର ଏକ ଟିମ୍‌ ନବଜାତ ଶିଶୁକନ୍ୟାକୁ ଉଦ୍ଧାର କରିଛି । ଉଦ୍ଧାର ଶିଶୁକନ୍ୟାକୁ ଶିଶୁ କଲ୍ୟାଣ ସମିତି (ସିଡବ୍ଲୁସି)କୁ ହସ୍ତାନ୍ତର କରାଯିବ ବୋଲି ସିଡବ୍ଲୁସି ପକ୍ଷରୁ ସୂଚନା ଦିଆଯାଇଛି ।

ମିଳିଥିବା ସୂଚନା ମୁତାବକ, କିଛି ଦିନ ତଳେ ଭୀମ ସାର୍‌ ବୁର୍ଲା ଡାକ୍ତରଖାନାରେ ଶିଶୁକନ୍ୟାଟି ଜନ୍ମ ନେଇଥିଲା। ଦମ୍ପତିଙ୍କ ପୂର୍ବରୁ ୨ ପୁଅ ସନ୍ତାନ ଥିବାବେଳେ ତୃତୀୟ ସନ୍ତାନର ଲାଳନପାଳନ କରିବାକୁ ଆର୍ଥିକ ଦୃଷ୍ଟିରୁ ପରିବାର ଅସମର୍ଥ ଥିବା ଜଣାପଡ଼ିଛି।

ଏହି ପରିସ୍ଥିତିରେ ବରଗଡ ଅଞ୍ଚଳର ଦମ୍ପତି ବିଜେପୁର ଅଞ୍ଚଳର ଏକ ଦମ୍ପତିଙ୍କ ହାତରେ ଶିଶୁକନ୍ୟାଟିକୁ ଟେକି ଦେଇଥିଲେ । ଖବର ପାଇ ପ୍ରକଳ୍ପ ସଂଯୋଜକ ସଞ୍ଜୟ ଶତପଥୀଙ୍କ ସହିତ ସ୍ଥାନୀୟ ଆଶାକର୍ମୀ, ବିଜେପୁର ପୋଲିସ ନବଜାତ ଶିଶୁକନ୍ୟା ରହିଥିବା ଘରେ ପହଞ୍ଚି ଥିଲେ । ଉଭୟ ପରିବାର ସଦସ୍ୟଙ୍କ ଉପସ୍ଥିତିରେ ସେମାନେ ଘଟଣାର ତଦନ୍ତ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ଭାରୋତ୍ତୋଳନରେ ଗୁଡ଼ାରି ପୁଅ ବୀରେନ୍ଦ୍ର ଶବର ଜିତିଲେ ୨ ସ୍ବର୍ଣ୍ଣ ପଦକ

ଗୁଡ଼ାରି,୧ା୧୧(ପ୍ରମୋଦ କୁମାର ପତି): ହରିଆଣାର ଫରିଦାବାଦରେ ଆୟୋଜିତ ଅନ୍ତର୍ଜାତୀୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଗୁଡ଼ାରି ପୁଅ ବୀରେନ୍ଦ୍ର ଶବର (୩୨) ଜିତିଛନ୍ତି ୨ ସ୍ବର୍ଣ୍ଣ ପଦକ। ୯୩ କାଟାଗୋରି…

ବନ୍ୟା କ୍ଷୟକ୍ଷତି ଅନୁଧ୍ୟାନ: ସରକାରଙ୍କ ବିଫଳତାକୁ ନେଇ ବର୍ଷିଲେ ବିଜେଡି ନେତା

ଦିଗପହଣ୍ଡି,୧।୧୧(ଅଶେଷ ନାଥ ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମବାସୀ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ଏଭଳିସ୍ଥିତିରେ…

ଅନ୍ତରିଗାଁ ପିଇଓଙ୍କୁ ନିଲମ୍ବନ କଲେ ଗଞ୍ଜାମ ଜିଲାପାଳ

ପୁରୁଷୋତ୍ତମପୁର,୧ା୧୧(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଋଷିକୂଲ୍ୟା ନଦୀର ପ୍ରଳୟଙ୍କରୀ ବନ୍ୟା ପୁରୁଷୋତ୍ତମପୁର ଅଞ୍ଚଳରେ ରଚିଛି। ଏହି ବିପର୍ଯ୍ୟୟ ସମୟରେ କାର୍ଯ୍ୟରେ ଅବହେଳାକୁ ନେଇ ପୁରୁଷୋତ୍ତମପୁର ବ୍ଲକ…

ଗଜପତିରୁ ବ୍ରହ୍ମପୁର ଯାଉଥିଲା ଗଞ୍ଜେଇ ବସ୍ତା: ପାଟ୍ରୋଲିଂ ବେଳେ ଧରାପଡ଼ିଲେ; ମହାରାଷ୍ଟ୍ର ଯୁବକ ସମେତ ଦୁଇ ଗିରଫ…

ଦିଗପହଣ୍ଡି,୧।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଏକ ବଡ଼ଧରଣର ଚଢ଼ଉ କରାଯାଇ ୧୪ କେଜି ୪୦୦ ଗ୍ରାମ ଗଞ୍ଜେଇ ଜବତ…

କଲେଜ ଛାତ୍ରୀଙ୍କୁ ଅପହରଣ: ଥାନାରେ ମାମଲା

ହାଟଡ଼ିହୀ,୧l୧୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଅଞ୍ଚଳରେ ରହୁଥିବା ଜଣେ ୧୭ ବର୍ଷିୟା କଲେଜ ଛାତ୍ରୀଙ୍କୁ ପନ୍ଦାଡୋ ଗ୍ରାମର ହରେକୃଷ୍ଣ ଦେବତାଙ୍କ ପୁଅ ଶିଶିର ଦେବତା(୩୫)…

ଡର? ସେଇଟା ପୁଣି କଣ… କୋଚ୍‌ ଗମ୍ଭୀର ଟିମ୍‌ ଇଣ୍ଡିଆର ବିଜୟକୁ କାହିଁକି କହିଲେ ବହୁତ ଖାସ୍‌…

ନୂଆଦିଲ୍ଲୀ,୧।୧୧: ସିରିଜ୍ କିମ୍ବା ଟୁର୍ନାମେଣ୍ଟର ଫଳାଫଳ ଯାହା ବି ହେଉ, ଭାରତୀୟ କ୍ରିକେଟ୍ ଟିମ୍‌ର ମୁଖ୍ୟ କୋଚ୍ ଗୌତମ ଗମ୍ଭୀର ନିଜ ବକ୍ତବ୍ୟ ରଖିବାରେ କେବେ ହେଲେ…

ସମ୍ଭାବ୍ୟ ବାତ୍ୟା ‘ମୁରାସୁ’କୁ ଦୃଷ୍ଟିରେ ରଖି ବ୍ଲକ ପ୍ରଶାସନର ପ୍ରସ୍ତୁତି ବୈଠକ, ସଜାଗ ରହିବାକୁ ନିର୍ଦ୍ଦେଶ ଜାରି କରି…

ଗୁଡ଼ାରି,୧ା୧୧(ପ୍ରମୋଦ କୁମାର ପତି): ସମ୍ଭାବ୍ୟ ବାତ୍ୟା ‘ମୁରାସୁ’କୁ ଦୃଷ୍ଟିରେ ରଖି ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଗୁଡ଼ାରି ବ୍ଲକ ପ୍ରଶାସନ ପକ୍ଷରୁ ବିଡିଓ ଶୁଚିସ୍ମିତା ବେହେରାଙ୍କ ଉପସ୍ଥିତିରେ ଏକ…

ରାସ୍ତା ନିର୍ମାଣ ଦାବିରେ ତେଜିଲା ଆନ୍ଦୋଳନ

ଦିଗପହଣ୍ଡି,୧।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ଖୋଲଡି ଗାଁ ରାସ୍ତା ବାତ୍ୟା ଅର୍ଣ୍ଣବ ପ୍ରଭାବରେ ବନ୍ୟା ପାଣିରେ ସମ୍ପୂର୍ଣ ଧୋଇ ଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?