Posted inଜାତୀୟ

ତାମିଲନାଡୁରେ ଚାଞ୍ଚଲ୍ୟ: ଟ୍ରେନ୍‌ରେ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା

ଚେନ୍ନାଇ,୨୧ା୧୧: ତାମିଲନାଡୁର କନ୍ୟାକୁମାରୀ ଜିଲା ଅନ୍ତର୍ଗତ ନାଗେରକଏଲ ରେଲ୍‌ଓ୍ବେ ୟାର୍ଡରେ ଗତ ୧୩ ତାରିଖରେ ଏକ ଅବ୍ୟବହୃତ ଟ୍ରେନ୍‌ ବଗିରୁ ଜଣେ ୫୪ ବର୍ଷୀୟ ମହିଳାଙ୍କ ମୃତଦେହ ମିଳିଥିଲା। ହେଲେ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ଅନ୍ୟପକ୍ଷେ ମହିଳାଙ୍କ ସୁନା ମୁଦିରେ ଥିବା ହଲ୍‌ମାର୍କ ବିବରଣୀରୁ ତଦନ୍ତକାରୀ ଟିମ୍‌ ତାଙ୍କ ପରିଚୟ ପାଇଥିଲା।

ମୁଦି ଗୁଜରାଟର ବୋଲି ଜଣାପଡ଼ିବା ପରେ ପୋଲିସ ଉକ୍ତ ବ୍ୟବସାୟୀଙ୍କ ପାଖରେ ପହଞ୍ଚି ଥିଲେ। ସେ ଛତିଶଗଡ଼ର ରାୟପୁରସ୍ଥିତ ଜଣେ ଖୁଚୁରା ବିକ୍ରେତାଙ୍କୁ ଉକ୍ତ ମୁଦି ବିକିଥିଲେ। ପୋଲିସ ସେଠାରୁ ମହିଳାଙ୍କ ପାନ୍‌ କାର୍ଡ ବିବରଣୀ ଏବଂ ମଧ୍ୟପ୍ରଦେଶ ଠିକଣା ପାଇ ତାଙ୍କ ପରିବାର ପାଖରେ ପହଞ୍ଚିବା ପରେ ମହିଳା ଜଣକ ୩ ମାସ ହେଲା ନିଖୋଜ ଥିବା ସେମାନେ କହିଥିଲେ। ପୋଲିସ ସିସିଟିଭି ଫୁଟେଜ୍‌ ଅନୁଧ୍ୟାନ କରି ଜଣେ ସନ୍ଦିଗ୍ଧଙ୍କୁ ଗିରଫ କରିବା ପରେ ସେ ଅପରାଧ ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ତେଜିଲା ଓଡ଼ିଶା-ଆନ୍ଧ୍ର ସୀମା ବିବାଦ: କୋଟିଆର ତଳ ଗଞ୍ଜେଇପଦର ପାଇଁ ଆନ୍ଧ୍ରରେ ପ୍ରାର୍ଥୀପତ୍ର ଦାଖଲ କଲେ ଦୁଇ ପ୍ରାର୍ଥୀ

ପଟ୍ଟାଙ୍ଗି,୨୧।୧୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ବିବାଦୀୟ କୋଟିଆ ପଞ୍ଚାୟତର ତଳ ଗଞ୍ଜେଇପଦର ଗ୍ରାମ ପାଇଁ ଦୁଇ ଜଣ ସରପଞ୍ଚ ପ୍ରାର୍ଥୀ ନାମାଙ୍କନ…

‘ଅକ୍ୱାନ’ ବର୍ଷାରେ ଉଜୁଡ଼ି ଗଲା ପାଚିଲା ଧାନ, ଚିନ୍ତାରେ ଚାଷୀ

ଦିଗପହଣ୍ଡି,୨୧।୧୧(ଅଶେଷ ନାଥ ମିଶ୍ର): ବାତ୍ୟା ‘ଅକ୍ୱାନ’ ପ୍ରଭାବରେ ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଗ୍ରାମାଞ୍ଚଳର ଶହ ଶହ ଏକର ପାଚିଲା ଧାନ…

Kartik Purnima 2026: ସ୍ନାନ-ଦାନଠାରୁ ଆରମ୍ଭ କରି ଦୀପଦାନ ପର୍ଯ୍ୟନ୍ତ, ଏହି ଦିନ ନିଶ୍ଚୟ କରନ୍ତୁ ଏହି ୫ଟି ଶୁଭ କାର୍ଯ୍ୟ!

କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ପୂର୍ଣ୍ଣିମା ତିଥିରେ ପାଳିତ ହେଉଥିବା କାର୍ତ୍ତିକ ପୂର୍ଣ୍ଣିମାକୁ ହିନ୍ଦୁ ଧର୍ମରେ ଅତ୍ୟନ୍ତ ପବିତ୍ର ଓ ମହତ୍ତ୍ୱପୂର୍ଣ୍ଣ ମନେ କରାଯାଏ। ସ୍ନାନ, ଦାନ,…

ତୃତୀୟ ଦିନ ଖେଳ ଶେଷ ସୁଦ୍ଧା ଭାରତ ୪୮୬/୪

ଓ୍ବେଲିଂଟନ,୨୧।୧୧: ଲୋକେଶ ରାହୁଲଙ୍କ ଶତକ ଏବଂ ଅଧିନାୟକ ଶୁବମନ ଗିଲଙ୍କ ୯୮ ରନର ଇନିଂସ ବଳରେ ଏଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ…

ନାବାଳିକା ବଳାତ୍କାରୀଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

ବ୍ରହ୍ମପୁର,୨୧ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ତାରସିଂ ଥାନା ଅଞ୍ଚଳର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଫାଷ୍ଟ ଟ୍ରାକ୍‌ ପୋକ୍‌ସୋ ଜଜ୍‌ ରୋହିତ ଲାଲ…

ଷ୍ଟ୍ରିଟଲାଇଟ୍‌ ନାଁରେ ୭.୨୪ ଲକ୍ଷ ହଡ଼ପ, ବନ୍ଧାହେଲେ ପୂର୍ବତନ ପିଇଓ, ଜେଇ, ଠିକାଦାର

ବ୍ରହ୍ମପୁର,୨୧ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକର ବାଲ୍ୟସରା ଗ୍ରାମପଞ୍ଚାୟତରେ ଷ୍ଟ୍ରିଟ ଲାଇଟ୍‌ ସ୍ଥାପନ ଓ ରକ୍ଷଣାବେକ୍ଷଣ ନାଁରେ ସରକାରୀ ଅର୍ଥ ହଡ଼ପ ମାମଲାରେ ଭିଜିଲାନ୍ସ…

ଏସ୍‌ପିଙ୍କ ଅଫିସ ଆଗରେ ସପରିବାର ଆତ୍ମାହୁତି ଚେତାବନୀ

ଛତ୍ରପୁର, ୨୧।୧୧(ଦିଲୀପ ସାମଲ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ କଳାଯମୁନା ଗ୍ରାମର ଜଣେ ବ୍ୟକ୍ତିଙ୍କୁ ସଂଘବଦ୍ଧ ମାରଣାନ୍ତକ ଆକ୍ରମଣ ଘଟଣାରେ ଅଭିଯୁକ୍ତଙ୍କୁ ପୋଲିସ ଏଯାଏ ଗିରଫ…

ପୁଣିଥରେ ସୁନା ନ କିଣିବାକୁ ଦେଶବାସୀଙ୍କୁ ଅପିଲ୍ କଲେ ପ୍ରଧାନମନ୍ତ୍ରୀ; କହିଲେ- ଆଉ ଗୋଟିଏ ବର୍ଷ ସୁନାଠାରୁ…

ଲକ୍ଷ୍ନୌ,୨୧।୧୧: ଉତ୍ତରପ୍ରଦେଶର ଲକ୍ଷ୍ନୌଠାରେ ଆୟୋଜିତ ‘କୌଶଳ ଦୀକ୍ଷାନ୍ତ ସମାରୋହ’ରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିଥରେ ସୁନା ନ କିଣିବା ପ୍ରସଙ୍ଗ ଉଠାଇଛନ୍ତି। ଲୋକମାନେ ତାଙ୍କ କଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?