୫୬,୦୦୦ ଅଙ୍କ ଟପିଲା ସେନସେକ୍ସ୍‌…

ମୁମ୍ବାଇ,୧୮।୮: ସେନସେକ୍ସ୍‌ ବୁଧବାର ପ୍ରଥମ ଥର ପାଇଁ ୫୬, ୦୦୦ ଅଙ୍କ ଟପିଛି। ସେହିପରି ନିଫ୍ଟି ମଧ୍ୟ ୧୭ ହଜାର ପାଖାପାଖି କାରବାର ଜାରି ରଖିଛି। ପ୍ରାରମ୍ଭିକ କାରବାରରେ, ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ୍‌ର ମୁଖ୍ୟ ୩୦-ଶେୟାର ବିଶିଷ୍ଟ ଇଣ୍ଡେକ୍ସ ୨୮୧.୦୪ ପଏଣ୍ଟ ସହିତ ୫୬,୦୭୩.୩୧ ଅଙ୍କ ଛୁଇଁଛି। ଅପରପକ୍ଷରେ, ଏନ୍‌ଏସ୍‌ଇର ମୁଖ୍ୟ ୫୦-ଶେୟାର ବିଶିଷ୍ଟ ଇଣ୍ଡେକ୍ସ ନିଫ୍ଟି ୭୭.୩୫ ପଏଣ୍ଟ ସହିତ ୧୬. ୬୯୧.୯୫ରେ ଖୋଲିଛି।
ମଙ୍ଗଳବାର ବିଏସ୍‌ଇର ୩୦-ଶେୟାର ଇଣ୍ଡେକ୍ସ ସେନସେକ୍ସ (ସେନସେକ୍ସ) ୨୦୯.୬୯ ପଏଣ୍ଟ ବୃଦ୍ଧି ସହିତ ୫୫,୭୯୨.୨୭ରେ ବନ୍ଦ ହୋଇଥିଲା। ସେହିପରି ଏନ୍‌ଏସ୍‌ଇର ୫୦-ଶେୟାର ଇଣ୍ଡେକ୍ସ ନିଫ୍ଟି ୫୧.୫୫ ପଏଣ୍ଟ ବୃଦ୍ଧି ସହିତ ୧୬,୬୧୪.୬୦ରେ ବନ୍ଦ ହୋଇଥିଲା।

ଏଚ୍‌ଡିଏଫ୍‌ସି ବ୍ୟାଙ୍କ, ହାଭେଲ୍ସ ଇଣ୍ଡିଆ, ଆଇଚର୍‌ ମୋଟର୍ସ, କ୍ୟାଡିଲା ହେଲଥ୍‌, ଜୁବିଲାଣ୍ଟ ଫୁଡ, ଡ. ଲାଲ ପାଥୋଲାବ, ଇଣ୍ଡିଆବୁଲ୍ସ ହାଉସିଂ, ଭାରତ ଇଲେକ୍ଟ୍ରିକ, ବଜାଜ ଫିନସର୍ଭ, ଦୀପକ ନାଇଟ୍ରେଟ, ଏଚ୍‌ଡିଏଫ୍‌ସି ଏମ୍‌ସି ଏବଂ ପିରାମାଲ ଏଣ୍ଟରପ୍ରାଇଜେସର ଶେୟାର ବୁଧବାର ପ୍ରାରମ୍ଭିକ କାରବାରରେ ଦୃତ ଅଭିବୃଦ୍ଧି ଜାରି ରଖିଛି। ଅପରପକ୍ଷରେ ଭୋଡାଫୋନ ଆଇଡିଆ, ଗ୍ରେନୁଲ୍ସ ଇଣ୍ଡିଆ, ବେଦାନ୍ତ, ଆପୋଲୋ ହସ୍ପିଟାଲ, ଜିନ୍ଦଲ ଷ୍ଟିଲ, ଫେଡେରାଲ ବ୍ୟାଙ୍କ, ଆଇଡିଏଫସି ଫାଷ୍ଟ ବ୍ୟାଙ୍କ, ଟାଟା ମୋଟର୍ସ ଏବଂ ଗେଲ୍‌ର ଶେୟାର ହ୍ରାସ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବର୍ଷରେ ୨୧୪ ଲକ୍ଷ କୋଟିକୁ ଛୁଇଁବ ଭାରତର ଋଣ, GDP’ର ୮୨ ପ୍ରତିଶତ…

ନୂଆଦିଲ୍ଲୀ,୧୧।୨: ନିକଟରେ ଉପସ୍ଥାପିତ କେନ୍ଦ୍ର ବଜେଟ୍ ୨୦୨୬-୨୭ରେ ଦେଶର ଆର୍ଥିକ ସ୍ଥିତି ଓ ଋଣ ଭାରକୁ ନେଇ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ଗୋଟିଏ…

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ମଙ୍ଗରାଜପୁର ଗ୍ରାମର ଏମ.ସସ୍ମିତା ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ ବୁଧବାର ଗ୍ରାମର…

ସମ୍ପର୍କରେ କଳଙ୍କ; ବୋହୂଙ୍କୁ ଯୌନ ନିର୍ଯାତନା ଦେଉଥିଲେ ଶ୍ବଶୁର, ଲିଫ୍ଟରେ କରୁଥିଲେ…

ବେଙ୍ଗାଲୁରୁ,୧୧ା୨: ଉତ୍ତର ବେଙ୍ଗାଲୁରୁରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ଘରୋଇ ସ୍କୁଲରେ ପ୍ରିନ୍ସିପାଲ୍ ଭାବରେ କାର୍ଯ୍ୟ କରୁଥିବା ଜଣେ ମହିଳା ତାଙ୍କ ଶ୍ୱଶୁରଙ୍କ…

କନ୍ଧମାଳରୁ ଭୁବନେଶ୍ୱରକୁ ଚାଲାଣ ହେଉଥିଲା ଗଞ୍ଜେଇ, ରାସ୍ତା ମଝିରେ ଧରିଲା ପୋଲିସ

ଭଞ୍ଜନଗର,୧୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସ୍‌ଆଇ ଏଲ୍‌. ବିଶ୍ୱାଳଙ୍କ ନେତୃତ୍ୱରେ ନିଧିଆପଲ୍ଲୀ ଛକରେ ଯାନବାହନ ଯାଞ୍ଚ ଚାଲିଥିଲା। ଏହି ସମୟରେ ପୋଲିସ ଏକ ବିଶ୍ୱସ୍ତ…

ଜିରିଡା ପୋଲ ଉପରୁ ୪୦ ଫୁଟ ତଳକୁ ଡେଇଁ ପଡ଼ିଲେ ମହିଳା, ତାପରେ…

ଉଦଳା,୧୧।୨(ସନ୍ତୋଷ କୁମାର ବାଚ୍ଛିନୀ): ପୋଲ ଉପରୁ ନଦୀକୁ ଡେଇଁ ପଡିଲେ ମହିଳା। ନଦୀରେ ଥିବା ମାଛ ଧରାଳି ତାଙ୍କୁ ଉଦ୍ଧାର କରିଛନ୍ତି । ଏଭଳି ଘଟଣା ଘଟିଛି…

ଗୁଗ୍‌ଲକୁ ପଚାରିଲେ ଚୋରି କରିବାର ଉପାୟ, ଲୁଟେରା ପରେ ଯାହା କଲେ ଜାଣିଲେ…

ଜୟପୁର,୧୧ା୨: ଅନେକ ସମୟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା କାହାଣୀଗୁଡ଼ିକ ସିଧାସଳଖ କୌଣସି ଫିଲ୍ମର ସିନ୍‌ ପରି ମନେହୁଏ। ଜୟପୁରରଏକି ଚୋରି ଘଟଣା ଠିକ୍‌ ଫିଲ୍ମର କାହାଣୀ…

ଟି-୨୦ ବିଶ୍ୱକପ୍: ଆହତ ହେଲେ ଅଷ୍ଟ୍ରେଲିଆ ଅଧିନାୟକ, ଷ୍ଟିଭ୍ ସ୍ମିଥ୍‌ଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆର ଅସୁବିଧା ଥମିବାର ନାଁ ନେଉନାହିଁ। ଜସ୍ ହାଜେଲଉଡ୍ ଏବଂ ପ୍ୟାଟ୍ କୁମିନ୍ସ ଆଗରୁ ଆହତ ଥିବାବେଳେ ଏବେ ଅଧିନାୟକ ମିଚେଲ ମାର୍ଶ…

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ ଭାରତୀୟ ଟିମରେ ଖେଳିଗଲା ଖୁସିର ଲହରି!

ନୂଆଦିଲ୍ଲୀ,୧୧।୨: ଭାରତୀୟ ଦଳ ଗୁରୁବାର T20 ବିଶ୍ୱକପ 2026 ରେ ନାମ୍ବିଆର ମୁକାବିଲା କରିବ। ତା’ପରେ ଭାରତୀୟ ଦଳ ଫେବୃଆରୀ ୧୫ରେ ପାକିସ୍ତାନ ସହିତ ମୁକାବିଲା କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri