ସେନ୍‌ସେକ୍ସରେ ୨୦୦ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ,୧୦।୧୦: ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ଏପରିକି କ୍ରମାଗତ ଭାବେ ଷ୍ଟକ୍‌ ବଜାରର କାରବାର ଉପର ତଳ ରହିବା ଏବଂ ଅନ୍ତଜାର୍ତୀୟ ଘଟଣା ଯୋଗୁ ଦଲାଲ ଷ୍ଟ୍ରିଟ୍‌ର କାରବାର ମଧ୍ୟ ଅନିଶ୍ଚିତା ମଧ୍ୟରେ ଶେଷ ହେଉଛି। ସୋମବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୨୦୦ (୨୦୦.୧୮) ପଏଣ୍ଟ ହ୍ରାସ ପାଇ ୫୭,୯୯୧ (୫୭,୯୯୧.୧୧) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ର ନିଫ୍ଟି-୫୦ରେ ମଧ୍ୟ ପ୍ରାୟ ୭୪ (୭୩.୬୫) ପଏଣ୍ଟ ଖସି ୧୭,୨୪୧ (୧୭,୨୪୧.୦୦) ଅଙ୍କରେ ବଜାର ବନ୍ଦ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ବଜାରରେ ଗୋଟିଏ ଦିନରେ ବୁଡ଼ିଗଲା ୩ ଲକ୍ଷ ୪୬ ହଜାର କୋଟି: ଡିଡିଟି ହଟାଇବା ପଡ଼ିଲା ମହଙ୍ଗା

ମୁମ୍ବାଇ,୨।୨: ଚଳିତ ୨୦୨୦-୨୧ ବଜେଟ ଉପସ୍ଥାପନ ପରେ ଶେୟାର ବଜାରରେ ଗୋଟିଏ ଦିନରେ ୩ ଲକ୍ଷ ୪୬ ହଜାର କୋଟି ଟଙ୍କା ବୁଡ଼ି ଯାଇଛି। ଗତ...

ବ୍ୟାଙ୍କିଙ୍ଗ ସିଷ୍ଟମକୁ ନେଇ ଶକ୍ତିକାନ୍ତଙ୍କ ପରାମର୍ଶ; ଭୟଭୀତ ହେବାର ଆବଶ୍ୟକତା ନାହିଁ

ମୁମ୍ବାଇ,୫-୧୦: ଦେଶର ବ୍ୟାଙ୍କିଙ୍ଗ ବ୍ୟବସ୍ଥାକୁ ନେଇ ଲୋକଙ୍କ ମନରେ ବିଭିନ୍ନ ଆଶଙ୍କା ଉପୁଜୁଥିବା ବେଳେ ଏହାକୁ ନେଇ ରିଜର୍ଭ ବ୍ୟାଙ୍କଗଭର୍ନର ନିଜର ପ୍ରତିକ୍ରିୟା ରଖିଛନ୍ତି। ବ୍ୟାଙ୍କିଙ୍ଗ...

ପୁରୀ-ଅନୁଗୋଳ ମଧ୍ୟରେ ଦୀର୍ଘତମ ମେମୁ ସେବା

ଭୁବନେଶ୍ୱର,୯-୨ : ଅନୁଗୋଳ ଏବଂ ପୁରୀ ମଧ୍ୟରେ ଚଳାଚଳ କରୁଥିବା ପୁରୀ-ଅନୁଗୋଳ-ପୁରୀ ମେମୁ ଟ୍ରେନରେ ଅତିରିକ୍ତ ୪ ବଗି ସଂଯୋଗ କରାଇବାକୁ ସ୍ଥିର କରାଯାଇଛି। ଯାତ୍ରୀଙ୍କ...

ଗରିବଙ୍କ ପାଇଁ ୮୦ ଲକ୍ଷ ନୂଆ ଘର,ଚଳିତ ବର୍ଷରୁ ଚିପ୍‌ ପାସପୋର୍ଟ, ୧୦୦ ଗତି ଶକ୍ତି କାର୍ଗୋ…

ନୂଆଦିଲ୍ଲୀ, ୧।୨ : ବଜେଟ୍‌ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ, ୨୦୨୨-୨୩ ବର୍ଷରେ ଗରିବଙ୍କ ପାଇଁ ୮୦ଲକ୍ଷ ନୂଆ ଘର ନିର୍ମାଣ...

ଅସ୍ଥିରତା ମଧ୍ୟରେ ବିଶ୍ୱ ଅର୍ଥବ୍ୟବସ୍ଥା

ନୂଆଦିଲ୍ଲୀ ,୩୦।୧୦: ଗତ କିଛି ମାସ ହେବ ଉଭୟ ଭୌଗୋଳିକ ଓ ରାଜନୈତିକ କାରଣରୁ ସାରା ବିଶ୍ୱରେ ମାନ୍ଦାବସ୍ଥା ଜାରି ରହିଛି। ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ବିଶ୍ୱ...

୧୦.୩% ଛୁଇଁଲା ବେରୋଜଗାରୀ ହାର

ନୂଆଦିଲ୍ଲୀ,୧୨।୯: ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ ପକ୍ଷରୁ ଶୁକ୍ରବାର ବେରୋଜଗାରୀ ଡାଟା ସଂକ୍ରାନ୍ତ ରିପୋର୍ଟ ପ୍ରକାଶ ପାଇଛି। ଦେଶର ସହରାଞ୍ଚଳରେ ଗତ ଗୋଟିଏ ବର୍ଷ ମଧ୍ୟରେ ବେରୋଜଗାରୀ ହାର...

ଫୁଡ୍‌ ଷ୍ଟାର୍ଟଅପ୍‌ ‘ଫ୍ୟାଟ୍‌ ଟାଇଗର’ ଉଦ୍‌ଘାଟିତ

ଭୁବନେଶ୍ୱର,୭ା୧: ମଲ୍‌ଟି ବ୍ରାଣ୍ଡ୍‌ ଫୁଡ୍‌ ଷ୍ଟାର୍ଟଅପ୍‌ ୟୁନିଟ୍‌ ‘ଫ୍ୟାଟ୍‌ ଟାଇଗର’ର ପ୍ରଥମ ଆଉଟଲେଟ୍‌ ସ୍ଥାନୀୟ ପଟିଆ ଛକଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଆଉଟଲେଟ୍‌ ନିର୍ଦ୍ଦେଶିକା...

ରାଜ୍ୟଗୁଡ଼ିକ ପାଇଁ ସ୍ଥିତି ଅଧିକ ଚ୍ୟାଲେଞ୍ଜିଂ

ନୂଆଦିଲ୍ଲୀ: କୋଭିଡ୍‌-୧୯ ଯୋଗୁ ବଜାର ସ୍ଥିତି ସଙ୍କଟାପନ୍ନ ହୋଇଛି। କୋଭିଡ୍‌-୧୯ ଯୋଗୁ ରାଜ୍ୟଗୁଡିକର ବିତ୍ତୀୟ ସ୍ଥିତି ମଧ୍ୟ ଦୋହଲିଯାଇଛି। ଟିକସ ସଂଗ୍ରହ ଉନ୍ନତ ନ ଥିବା...

Advertisement
Archives

Model This Week