ସେନ୍‌ସେକ୍ସରେ ୩୯୧ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ,୧୪।୧୦:ଦିନକ ପରେ ପୁଣି ଥରେ ଦଲାଲ ଷ୍ଟ୍ରିଟ୍‌ର ଫଳାଫଳ ନିବେଶକଙ୍କୁ ନିରାଶ କରିଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟଦିବସର ଫଳାଫଳ ଅନୁଯାୟୀ ଶେୟାର ମାର୍କେଟର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ଫଳରେ କ୍ରମାଗତ ଭାବେ ଷ୍ଟକ୍‌ ବଜାରର କାରବାର ଉପର ତଳ ରହିବା ଯୋଗୁ ଦଲାଲ ଷ୍ଟ୍ରିଟ୍‌ର କାରବାର ମଧ୍ୟ ଅନିଶ୍ଚିତତା ମଧ୍ୟରେ ଶେଷ ହେଉଛି। ଗୁରୁବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୩୯୧ (୩୯୦.୫୮) ପଏଣ୍ଟ ହ୍ରାସ ପାଇ ୫୭,୨୩୫ (୫୭,୨୩୫.୩୩) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ(ଏନ୍‌ଏସ୍‌ଇ)ର ନିଫ୍ଟି-୫୦ରେ ମଧ୍ୟ ୧୦୯ (୧୦୯.୨୫) ପଏଣ୍ଟ ଖସି ୧୭,୦୧୪(୧୭,୦୧୪.୩୫) ଅଙ୍କରେ ବନ୍ଦ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri