Posted inଜାତୀୟ

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ପାଇଁ ୫୦ ହଜାର ଟପିଲା ସେନ୍‌ସେକ୍ସ

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଭାବରେ ଜୋ ବାଇଡେନ୍‌ ଶପଥ ନେବା ପରେ ଭାରତୀୟ ଶେୟାର ବଜାରରେ ଏହାର ପ୍ରଭାବ ଦେଖାଯାଇଛି। ଗୁରୁବାର ଶେୟାର ବଜାର ରେକର୍ଡ ସ୍ତରରେ ପହଞ୍ଚିଛି। ବମ୍ବେ ଷ୍ଟକ ଏକ୍ସଚେଞ୍ଜର ଅଗ୍ରଣୀ ସୂଚକାଙ୍କ ସେନ୍ସେକ୍ସ ୨୨୩,୧୭ ପଏଣ୍ଟ (୦.୪୫ ପ୍ରତିଶତ) ବୃଦ୍ଧି ସହିତ ୫୦୩.୦୧୫.୨୯ ସ୍ତରରେ ଖୋଲିଛି। ଏଥି ସହିତ, ନ୍ୟାସନାଲ ଷ୍ଟକ ଏକ୍ସଚେଞ୍ଜର ନିଫ୍ଟି ୬୩ ପଏଣ୍ଟ କିମ୍ବା ୦.୪୩ ପ୍ରତିଶତ ବୃଦ୍ଧି ସହିତ ଖୋଲିଛି। ସେନ୍ସେକ୍ସ ପ୍ରଥମ ଥର ପାଇଁ ୫୦,୦୦୦ ପଏଣ୍ଟ ଅତିକ୍ରମ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆରେ ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ

ରାଇକିଆ,୮ା୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ରଥଯାତ୍ରା ପାଇଁ ଜଗନ୍ନାଥ ପୂଜା କମିଟି ତରଫରୁ ସମସ୍ତ ପ୍ରସ୍ତୁତି ଜୋର୍‌ସୋର୍‌ରେ ଚାଲିଛି। ରଥ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

ଘର ପୋଛିବା ପରେ ବି ମାଛି ହେଉଛନ୍ତି କି? ସବୁଦିନ ଦୂର କରିବାକୁ ଆପଣାନ୍ତୁ ଏହି ଟିପ୍ସ…

ଘର ସଫା କରିବା ହେଉଛି ପ୍ରତ୍ୟେକ ଲୋକଙ୍କ ନିତିଦିନିଆ କାମ। କିନ୍ତୁ ଅଧିକାଂଶ ସମୟରେ ଘର ସଫା କରିବା ପରେ ବି ଚାରିପାଖରେ ମାଛିମାନେ ଘେରି ରହିଥାନ୍ତି।…

ପୁଣି ଯୁଦ୍ଧ ମୁହାଁ ମିଡଲ ଇଷ୍ଟ, ଇରାନ ଉପରେ ଆକ୍ରମଣ ପରେ ଟ୍ରମ୍ପ କହିଛନ୍ତି – ତେହରାନ ସରକାର ଏକ କର୍କଟ; ଶୀଘ୍ର ଅସ୍ତ୍ରୋପଚାର ଆବଶ୍ୟକ, ଜବାବ ରଖିଲା ଇରାନ

ଓ୍ବାଶିଂଟନ,୮।୭: ପଶ୍ଚିମ ଏସିଆ ପୁଣି ଥରେ ବଡ଼ ସଂଘର୍ଷ ଆଡକୁ ମୁହାଁଇଥିବା ପରି ମନେ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇରାନ ସରକାର…

ପାଞ୍ଚ ଦିନ ମଧ୍ୟରେ କାହିଁକି ତରଳିଗଲେ ବାବା ବର୍ଫାନି? ଏକ୍ସପର୍ଟ କହିଲେ ଏହାର କାରଣ

ଶ୍ରୀନଗର,୮।୭: ପବିତ୍ର ଅମରନାଥ ଗୁମ୍ଫାରେ ପ୍ରାକୃତିକ ଭାବରେ ଗଠିତ ବରଫ ଶିବଲିଙ୍ଗ ତୀର୍ଥଯାତ୍ରାର ପ୍ରଥମ ସପ୍ତାହ ମଧ୍ୟରେ ପ୍ରାୟ ସମ୍ପୂର୍ଣ୍ଣ ଭାବରେ ଉଭାନ ହୋଇଗଲା। ଜୁଲାଇ ୩…

ଚର୍ଚ୍ଚାରେ ପିସି: ପ୍ୟାରିସ୍‌ରେ କଲେ…

ବଲିଉଡ୍‌ରୁ ହଲିଉଡ ପର୍ଯ୍ୟନ୍ତ ରାଜ୍‌ କରୁଥିବା ପ୍ରିୟଙ୍କା ଚୋପ୍ରା ବେଶ୍‌ ଆତ୍ମବିଶ୍ୱାସୀ। କାମରେ ହେଉ କି ପୋଷାକ ସେ ସର୍ବଦା ନିଜକୁ ଦୃଢ ଭାବରେ ପ୍ରଦର୍ଶିତ କରିଥାନ୍ତି।…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri