ସର୍ବକାଳୀନ ଉଚ୍ଚତମ ସ୍ତରରେ ସେନସେକ୍ସ, ନିଫ୍ଟି ୨୦୦ ପଏଣ୍ଟ ବଢ଼ିଲା

ମୁମ୍ବାଇ, ୧ ୨।୧: ଶୁକ୍ରବାର ଦିନ ଭାରତୀୟ ଶେୟାର ବଜାରରେ ଜବରଦସ୍ତ ଉତ୍ସାହ ଦେଖିବାକୁ ମିଳିଛି। ଉଭୟେ ସେନସେକ୍ସ ଏବଂ ନିଫ୍ଟି ନୂଆ ବର୍ଷରେ ନୂଆ ରେକର୍ଡ ସହିତ ସର୍ବକାଳୀନ ଉଚ୍ଚତା ଛୁଇଁଛନ୍ତି। ଶୁକ୍ରବାର ସେନସେକ୍ସ ୮୦୦ ପଏଣ୍ଟରୁ ଅଧିକ ବୃଦ୍ଧି ସହିତ ୭୨,୫୮୯.୩୫ ପଏଣ୍ଟ ଛୁଇଁଥିଲା ବେଳେ ନିଫ୍ଟି ୨୧,୯୦୦ ସ୍ତର ଅତିକ୍ରମ କରିବା ନିକଟତର ହୋଇଛି। ଶେୟର ବଜାରରେ ଦେଖିବାକୁ ମିଳିଥିବା ଏହି ଉତ୍ସାହରେ ହେଭିୱେଟ୍ ଟିସିଏସ ଏବଂ ଇନଫୋସିସରେ ହୋଇଛି।

ଶୁକ୍ରବାର ସେନସେକ୍ସ ୮୦୦ ପଏଣ୍ଟରୁ ଅଧିକ ବୃଦ୍ଧି ସହିତ ୭୨,୫୮୯.୩୫ ପଏଣ୍ଟ ଛୁଇଁଥିଲା ବେଳେ ନିଫ୍ଟି ୨୧,୯୦୦ ସ୍ତର ଅତିକ୍ରମ କରିବା ନିକଟତର ହୋଇଛି। ଶେୟର ବଜାରରେ ଦେଖିବାକୁ ମିଳିଥିବା ଏହି ଉତ୍ସାହରେ ହେଭିୱେଟ୍ ଟିସିଏସ ଏବଂ ଇନଫୋସିସରେ ହୋଇଛି। ସେହିପରି ଟେକ୍ ମହିନ୍ଦ୍ରା, ୱିପ୍ରୋ ଏବଂ ଏଚସିଏଲ ଟେକ୍ ନିଫ୍ଟି ୫୦ ସୂଚକାଙ୍କରେ ଶ୍ରେଷ୍ଠ ପାଞ୍ଚଜଣ ଲାଭକାରୀ ତାଲିକାରେ ରହିଛନ୍ତି, ଯାହା ୩% ରୁ ୭% ମଧ୍ୟରେ ବୃଦ୍ଧି ହାସଲ କରିଛନ୍ତି।

ବୈଶ୍ବିକ ଆର୍ଥିକ ମାନ୍ଦାବସ୍ଥା ଏବଂ ଆଶାଠାରୁ ଆମେରିକାର ମୁଦ୍ରାସ୍ପିତି ଉଚ୍ଚ ରହିବା ପରେ ମଧ୍ୟ ଆମେରିକାର ଶେୟର ବଜାରରେ ଏହାର ପ୍ରଭାବ ସାମାନ୍ୟ ରହିଛି। ସେହିପରି ଜାପାନର ନିକେଇ ଶେୟାର ଶୁକ୍ରବାର ଦିନ ୩୪ ବର୍ଷର ଶିଖରରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

ଟ୍ରମ୍ପଙ୍କ ସହ ଫୋନରେ କଥା ହେଲେ ମୋଦି, ଏହି ସବୁ ବିଷୟକୁ ନେଇ ଆଲୋଚନା…

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍‌ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଦୁଇ ନେତା ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି,…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

ମଝି ଆକାଶରେ ଝଗଡ଼ା ଲାଗିଲେ ୨ ପାଇଲଟ୍‌, ବିମାନ ଜରୁରୀ ଅବତରଣ କରିବା ପରେ…

ଦୁବାଇ,୩୦ା୯: ବୁଧବାର ଦୁବାଇରୁ ତେଲ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନ ଏଫ୍‌ ଜେଡ୍‌ ୧୦୭୩କୁ ସାଉଦି ଆରବର ତାବୁକ ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ବିମାନଟି ଜରୁରୀକାଳିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?