ନୂଆଦିଲ୍ଲୀ,୨୧ା୯: କ୍ରମାଗତ ୨ଦିନ ହେବ ଶେୟାର ବଜାରର ଫଳାଫଳ ଭଲ ରହିଛି। ଫଳରେ ଦଲାଲ ଷ୍ଟ୍ରିଟ୍ର ନିବେଶକମାନେ କିଛି ପରିମାଣର ପୂର୍ବ କ୍ଷତିଭରଣା କରିବାରେ ସମର୍ଥ ହୋଇଛନ୍ତି। ଚଳିତ ସପ୍ତାହର ୨ମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଷ୍ଟକ୍ ବଜାରର କାରବାର ମଧ୍ୟ କିଛି ପରିମାଣରେ ବୃଦ୍ଧି ପାଇଛି। ଏପରିକି ଉଭୟ ସେନ୍ସେକ୍ସ ଏବଂ ନିଫ୍ଟିରେ ପ୍ରାୟ ୧%ର ବଜାର ଶେୟାର ବୃଦ୍ଧି ଘଟିଥିବା ଜଣାପଡିଛି। ମଙ୍ଗଳବାର ସେନ୍ସେକ୍ସ ୫୭୮(୫୭୮.୫୧) ପଏଣ୍ଟ ବଢ଼ି ୫୯,୭୧୯.୭୪ ଅଙ୍କରେ କାରବାର ବନ୍ଦ କରିଥିବା ବେଳେ ନିଫ୍ଟି-୫୦ରେ ମଧ୍ୟ ୧୯୪ (୧୯୪.୦୦) ପଏଣ୍ଟ ବୃଦ୍ଧି ଘଟି ୧୭,୮୧୬.୨୫ ଅଙ୍କରେ ବଜାର ବନ୍ଦ ହୋଇଛି। ବିଶେଷକରି ଫାର୍ମା, ଘରୋଇ ବ୍ୟାଙ୍କ ଏବଂ ଅଟୋଶିଳ୍ପର କାରବାର ଆରମ୍ଭ ଭଲ ରହିବା ସହ ଶେଷ ପର୍ଯ୍ୟନ୍ତ ମଧ୍ୟ ସବୁଜ ରଙ୍ଗରେ କାରବାର ଶେଷ କରିଥିଲା।
କେତେ ଟଙ୍କାର ସମ୍ପତ୍ତି ଛାଡ଼ିଗଲେ ଆଶା ଭୋସଲେ, ଜାଣିଲେ…
ମୁମ୍ବାଇ,୧୨ା୪: ପ୍ରସିଦ୍ଧ ଭାରତୀୟ ଗାୟିକା ଆଶା ଭୋସଲେଙ୍କ ରବିବାର ଦେହାନ୍ତ ହୋଇଛି। ସେ ୯୨ ବର୍ଷ ବୟସରେ ମୁମ୍ବାଇର ବ୍ରିଚ୍ କାଣ୍ଡି ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ…
ଏହି ଦେଶରେ ହୁ ହୁ ହୋଇ ବଢୁଛି ବୟସ୍କଙ୍କ ସଂଖ୍ୟା
କଲମ୍ବୋ,୧୨ା୪(ପି.ଟି.): ଶ୍ରୀଲଙ୍କାରେ ବୟସ୍କ ବ୍ୟକ୍ତିଙ୍କ ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି ପାଉଛି। ସଦ୍ୟ ପ୍ରକାଶିତ ଜନଗଣନା ତଥ୍ୟ ଅନୁଯାୟୀ, ଗତ ୪ ଦଶନ୍ଧି ମଧ୍ୟରେ ଦେଶର ବୟସ୍କ ଜନସଂଖ୍ୟା…
ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…
ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର…
ସମାନ ବୟସ, ସମାନ ହସ୍ପିଟାଲ, ଭାଇରାଲ ହେଉଛି ଲତା ଦିଦିଙ୍କ ସହ ଆଶାଙ୍କ ପିଲା ଦିନର ଫଟୋ, ପ୍ରଶଂସକ ହେଉଛନ୍ତି ଇମୋଶନାଲ
ମୁମ୍ବାଇ,୧୨।୪: ଗାୟିକା ଆଶା ଭୋଁସଲେଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହେବା ପରେ ତାଙ୍କୁ ଶନିବାର ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ରବିବାର ୯୨…
ପାକିସ୍ତାନର ମଧ୍ୟସ୍ଥତା ଫେଲ ମାରିବା ପରେ ରାଗରେ ଇରାନ ଉପରେ ଖପ୍ପା ହେଲେଣି ଟ୍ରମ୍ପ!
ଓ୍ବାଶିଂଟନ,୧୨।୪: ଇସଲାମାବାଦରେ ଆମେରିକା-ଇରାନ ଆଲୋଚନା ବିଫଳ ହେବା ପରେ, ପୁଣି ଥରେ ଯୁଦ୍ଧ ଆରମ୍ଭ ହେବାକୁ ଯାଉଛି କି ନାହିଁ ସେ ବିଷୟରେ ପ୍ରଶ୍ନ ଉଠାଯାଉଛି। ଏହା…
କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା
ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…
ସଙ୍ଗୀତ ଜଗତରେ ଶୋକର ଛାୟା: ନୀରବି ଗଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ
ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଅନନ୍ୟ ପ୍ରତିଭା ତଥା ପ୍ରଖ୍ୟାତ ଗାୟିକା ଆଶା ଭୋସଲେଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା।…
ଫେଲ ମାରିଲା ପାକିସ୍ତାନର ମଧ୍ୟସ୍ଥତା, ହର୍ମୁଜ ବନ୍ଦ! ୟୁ-ଟର୍ନ ନେଲା ୨ ତେଲ ଟ୍ୟାଙ୍କର, ପାକିସ୍ତାନ ଜାହାଜ ବି ସାମିଲ
ତେହରାନ,୧୨।୪: ଇସଲାମାବାଦରେ ଆମେରିକା ଏବଂ ପାକିସ୍ତାନ ମଧ୍ୟରେ ହୋଇଥିବା ଆଲୋଚନା ବିଫଳ ହୋଇଛି। ୧୪ ଦିନିଆ ଅସ୍ତ୍ରବିରତି ଉପରେ ସହମତି ପରେ ଉଭୟ ଦେଶ ଆଲୋଚନାରେ ସାମିଲ…
Archives

