ସେନ୍‌ସେକ୍ସରେ ୮୭୮ ପଏଣ୍ଟ ବୃଦ୍ଧି

ନୂଆଦିଲ୍ଲୀ,୨୧ା୯: କ୍ରମାଗତ ୨ଦିନ ହେବ ଶେୟାର ବଜାରର ଫଳାଫଳ ଭଲ ରହିଛି। ଫଳରେ ଦଲାଲ ଷ୍ଟ୍ରିଟ୍‌ର ନିବେଶକମାନେ କିଛି ପରିମାଣର ପୂର୍ବ କ୍ଷତିଭରଣା କରିବାରେ ସମର୍ଥ ହୋଇଛନ୍ତି। ଚଳିତ ସପ୍ତାହର ୨ମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଷ୍ଟକ୍‌ ବଜାରର କାରବାର ମଧ୍ୟ କିଛି ପରିମାଣରେ ବୃଦ୍ଧି ପାଇଛି। ଏପରିକି ଉଭୟ ସେନ୍‌ସେକ୍ସ ଏବଂ ନିଫ୍ଟିରେ ପ୍ରାୟ ୧%ର ବଜାର ଶେୟାର ବୃଦ୍ଧି ଘଟିଥିବା ଜଣାପଡିଛି। ମଙ୍ଗଳବାର ସେନ୍‌ସେକ୍ସ ୫୭୮(୫୭୮.୫୧) ପଏଣ୍ଟ ବଢ଼ି ୫୯,୭୧୯.୭୪ ଅଙ୍କରେ କାରବାର ବନ୍ଦ କରିଥିବା ବେଳେ ନିଫ୍ଟି-୫୦ରେ ମଧ୍ୟ ୧୯୪ (୧୯୪.୦୦) ପଏଣ୍ଟ ବୃଦ୍ଧି ଘଟି ୧୭,୮୧୬.୨୫ ଅଙ୍କରେ ବଜାର ବନ୍ଦ ହୋଇଛି। ବିଶେଷକରି ଫାର୍ମା, ଘରୋଇ ବ୍ୟାଙ୍କ ଏବଂ ଅଟୋଶିଳ୍ପର କାରବାର ଆରମ୍ଭ ଭଲ ରହିବା ସହ ଶେଷ ପର୍ଯ୍ୟନ୍ତ ମଧ୍ୟ ସବୁଜ ରଙ୍ଗରେ କାରବାର ଶେଷ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

SBI ଶେୟାରର କମାଲ, ୪୫ ହଜାର କୋଟି ରୋଜଗାର କଲେ ନିବେଶକ

ମୁମ୍ବାଇ, ୨୭।୪: ଗତ ସପ୍ତାହରେ ସେୟାର ବଜାର ପାଇଁ ବହୁତ ଭଲ ବୋଲି ପ୍ରମାଣିତ ହୋଇଛି। ବମ୍ବେ ଷ୍ଟକ ଏକ୍ସଚେଞ୍ଜର ଶ୍ରେଷ୍ଠ ୧୦ ଟି କମ୍ପାନୀର...

ପିପିଏଲ୍‌କୁ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’

ଭୁବନେଶ୍ୱର ,୨୮।୪ (ଅଭୟ ଦାଶ): ପାରାଦୀପ ଫସ୍‌ଫେଟ ଲିମିଟେଡ୍‌ (ପିପିଏଲ୍‌)କୁ ନିକଟରେ ସମ୍ମାନଜନକ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’ ପ୍ରଦାନ କରାଯାଇଛି। ବିଶେଷକରି କର୍ପୋରେଟ ଗଭର୍ନାନ୍ସ...

ସଫେଇ ଦେଲା ଏମଡିଏଚ

ନୂଆଦିଲ୍ଲୀ,୨୮।୪: ମସଲାରେ କ୍ୟାନସର ଭଳି ମାରାତ୍ମକ ରୋଗ ସୃଷ୍ଟି କାରୀ କୀଟନାଶକ ଔଷଧ ମିଳିବା ଖବର ଜଣାପଡିବା ପରେ ବିବାଦ ଦେଖାଦେଇଛି। ଚାଲିଥିବା ବିବାଦ ମଧ୍ୟରେ...

ଅଙ୍କୁରା ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର, ନୂଆ ଜୀବନ ପାଇଲେ ବାଲୁଗାଁର ଯାଆଁଳା ଶିଶୁ

ଭୁବନେଶ୍ୱର ,୨୮।୪: ରାଜ୍ୟର ଅଗ୍ରଣୀ ଘରୋଇ ଚିକିତ୍ସାଳୟ ତଥା ମେଡିକାଲ ଚେନ୍‌ ଅଙ୍କୁରାର ଭୁବନେଶ୍ୱର ଶାଖା (ଅଙ୍କୁରା ହସ୍ପିଟାଲ)ରେ ଏକ ବିରଳ ଅସ୍ତ୍ରୋପଚାର ସଫଳତାର ସହ...

୬ ଦେଶକୁ ରପ୍ତାନି ହେବ ପିଆଜ

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା): ପିଆଜ ରପ୍ତାନି ଉପରେ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରପ୍ତାନି ଉପରେ ନିଷେଧାଦେଶ ସତ୍ତ୍ୱେ ୬ ଦେଶକୁ ୯୯,୧୫୦ ମେଟ୍ରିକ୍‌...

୧୦ ହଜାର ନବାଗତଙ୍କୁ ନିଯୁକ୍ତି ଦେବା ଏହି ଭାରତୀୟ ଆଇଟି କମ୍ପାନୀ

ନୂଆଦିଲ୍ଲୀ,୨୭।୪: ଭାରତର ତୃତୀୟ ବୃହତ୍ତମ ଆଇଟି କମ୍ପାନୀ ଏଚସିଏଲଟେକ୍ ୨୦୨୫ ଆର୍ଥିକ ବର୍ଷରେ ୧୦,୦୦୦ ରୁ ଅଧିକ ନବାଗତଙ୍କୁ ନିଯୁକ୍ତି ଦେବାକୁ ଯାଉଛି। ଯେଉଁ ସମୟରେ...

ଆମେରିକାରେ ସିଇଓ ହେବାକୁ ହେଲେ ଭାରତୀୟ ହେବା ଆବଶ୍ୟକ, ଜାଣନ୍ତୁ ଏପରି କାହିଁକି କହିଲେ ଆମେରିକାର ରାଷ୍ଟ୍ରଦୂତ ?

ନୂଆଦିଲ୍ଲୀ,୨୭।୪: ଗୁଗ୍‌ଲ, ୟୁଟ୍ୟୁବ୍, ମାଇକ୍ରୋସଫ୍ଟ, ଷ୍ଟାରବକ୍ସ, ଆଇବିଏମ୍ ଏବଂ ଆଡୋବ ଭଳି ଦୁନିଆର ଅନେକ ବଡ କମ୍ପାନୀର ସିଇଓ ଭାରତୀୟ ଅଟନ୍ତି। ବହୁ ଆମେରିକୀୟ କମ୍ପାନୀର...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri