ଶେୟାର ବଜାରକୁ ପୁଣି ଫେରିଲା ଉତ୍ସାହ, ସର୍ବକାଳୀନ ସ୍ତରକୁ ଛୁଇଁଲା ସେନସେକ୍ସ-ନିଫ୍ଟି

ମୁମ୍ବାଇ, ୧୫।୧୨: ଶୁକ୍ରବାର ଶେୟାର ବଜାର କାରବାର ଆରମ୍ଭରୁ ଜବରଦସ୍ତ ଉତ୍ସାହ ଦେଖିବାକୁ ମିଳିଛି। ସେନସେକ୍ସ ଏବଂ ନିଫ୍ଟି ନୂଆ ଶିଖରରେ ପହଞ୍ଚିଛି। ଫେଡେରାଲ ରିଜର୍ଭ ପଲିସି ବୈଠକ ପରେ ୨୦୨୪ ମାର୍ଚ୍ଚ ମାସରେ ସୁଧହାର କମାଇବା ସମ୍ଭାବନା ଥିବା ଜଣା ପଡିଛି। ଫଳରେ ଏହାର ପ୍ରଭାବ ଭାରତୀୟ ଶେୟାର ବଜାରରେ ମଧ୍ୟ ଦେଖିବାକୁ ମିଳିଛି।

କାରବାର ଆରମ୍ଭରୁ ନ୍ୟାସନାଲ ଷ୍ଟକ ଏକ୍ସଚେଞ୍ଜ ସୁଚକାଙ୍କ(ଏନଏସଇ) ୦.୪୫ ପ୍ରତିଶତ ବୃଦ୍ଧି ସହିତ ୨୧,୨୭୯.୨୫ ପଏଣ୍ଟରେ ପହଞ୍ଚିଥିଲା। ସେହିଭଳି ବମ୍ବେ ଷ୍ଟକ ଏକ୍ସଚେଞ୍ଜ(ବିଏସଇ) ସୁଚକାଙ୍କ ୦.୪୪ ପ୍ରତିଶତ ବୃଦ୍ଧି ପାଇଁ ୭୦, ୮୨୧.୩୦ ପଏଣ୍ଟରେ ପହଞ୍ଚିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶେଖ ହାସିନାଙ୍କ ବଡ଼ ଘୋଷଣା: ଏହିଦିନ ଫେରିବେ ସ୍ବଦେଶ

ଢାକା,୧୦।୭: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ଚଳିତ ବର୍ଷ ଡିସେମ୍ବରରେ ସେ ବାଂଲାଦେଶ ଫେରିବେ ଏବଂ…

ଅଦିନିଆ ରଥଯାତ୍ରା ଉପରେ ରୋକ: ନିର୍ଦ୍ଦେଶ ଦେଲେ ଜିଲାପାଳ

ଭୁବନେଶ୍ୱର,୧୦।୭: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ ଲଗାଯାଇଛି। ସିକର ଜିଲ୍ଲା ମାଜିଷ୍ଟ୍ରେଟ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଅଦିନ ରଥଯାତ୍ରା…

ଟ୍ରମ୍ପଙ୍କୁ ହତ୍ୟା ପାଇଁ ପୁଣି ବଡ଼ ଷଡ଼ଯନ୍ତ୍ର! ଇରାନର ନୂଆ ଚକ୍ରାନ୍ତକୁ ନେଇ ଆମେରିକାକୁ ଚେତାଇଲା…

ୱାଶିଂଟନ,୧୦।୭: ଆମେରିକା ଏବଂ ଇରାନ ମଧ୍ୟରେ ବଢୁଥିବା ସୈନ୍ୟ ସଂଘାତ ମଧ୍ୟରେ ଏକ ଗମ୍ଭୀର ଖବର ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ଇସ୍ରାଏଲର ଗୁପ୍ତଚର ସଂସ୍ଥା…

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ, ବିଶ୍ୱର ୯୨% ଲୋକଙ୍କ ଉପରେ ପଡ଼ୁଛି କର୍କଟ ରୋଗର ପ୍ରଭାବ

ନୂଆଦିଲ୍ଲୀ,୧୦ା୭(ପି.ଟି.): ବିଶ୍ୱ ଜନସଂଖ୍ୟାର ପ୍ରାୟ ୯୨% ଲୋକ ନିଜ ଜୀବନକାଳ ମଧ୍ୟରେ ଅନ୍ତତଃ ପକ୍ଷେ ଥରେ କର୍କଟ ରୋଗ ବା କ୍ୟାନ୍‌ସରର ସିଧାସଳଖ କିମ୍ବା ପରୋକ୍ଷ ପ୍ରଭାବର…

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି…

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri