ସେନ୍‌ସେକ୍ସ ୧୦୧୭ ପଏଣ୍ଟ ବୃଦ୍ଧି

ନୂଆଦିଲ୍ଲୀ,୧।୧୦: ଅନ୍ତର୍ଜାତୀୟ ସମସ୍ୟା ସାଙ୍ଗକୁ ୟୁଏସ୍‌ ଫେଡ୍‌ର କ୍ରମାଗତ ସୁଧ ବୃଦ୍ଧି ଭଳି ଘଟଣା ଯୋଗୁ ଭାରତୀୟ ଶେୟାର ବଜାରର କାରବାର ମାନ୍ଦା ରହିବା ସାଙ୍ଗକୁ ଫଳାଫଳ ମଧ୍ୟ ଖରାପ ରହିଥିଲା। ଏପରିକି ଲଗାତର ୬ଷ୍ଠ ଦିନ ପରେ ୭ମ ଦିନ ବା ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ନିବେଶକଙ୍କ ପାଇଁ କିଛି ପରିମାଣର ଉତ୍ସାହ ସାଙ୍ଗକୁ ଆଶା ମଧ୍ୟ ସଞ୍ଚାର କରିଛି। ଶୁକ୍ରବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ୍‌ (ବିଏସ୍‌ଇ) ର ସେନ୍‌ସେକ୍ସ ପ୍ରାୟ ୧୦୧୭ (୧୦୧୬.୯୬) ପଏଣ୍ଟ ବା ୧.୮% ବୃଦ୍ଧି ପାଇ ୫୭,୪୨୭ (୫୭,୪୨୬.୯୨) ଅଙ୍କରେ କାରବାର କରିଥିବା ବେଳେ ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ର ନିଫ୍ଟି-୫୦ରେ ମଧ୍ୟ ପ୍ରାୟ ୨୭୬ (୨୭୬.୨୫) ପଏଣ୍ଟ ବା ୧.୬% ବଢି ୧୭,୦୯୪ (୧୭,୦୯୪.୩୫) ଅଙ୍କରେ ବନ୍ଦ ହୋଇଛି। ଉଲ୍ଲେଖଯୋଗ୍ୟ, ଭାରତୀୟ ରିର୍ଜଭ ବ୍ୟାଙ୍କ ( ଆର୍‌ବିଆଇ) ର ରେପୋ ରେଟ୍‌ ବୃଦ୍ଧି ଯୋଗୁ ଏଭଳି ଘଟିଥିବା ଏବଂ ଆର୍‌ବିଆଇର ଘୋଷଣାକୁ ଲକ୍ଷ୍ୟକରି ନିବେଶକମାନେ ଏକ ବଡ ସମ୍ଭାବନାରେ ରହିଥିଲେ ବୋଲି ବଜାର ବିଶେଷଜ୍ଞମାନେ ଆକଳନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

କଥା ୧୯୧୯ ମସିହାର। ଆମେରିକାର କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ, ବର୍କଲେରେ ଗ୍ରାଜୁଏଶନ ସମୟ ପାଖେଇ ଆସୁଥିଲା ଏବଂ ମୋରିସ ହଗିନ୍ସ ନାମକ ଜଣେ ଛାତ୍ର ବହୁତ ଚିନ୍ତାରେ ଥିଲେ।…

ସରକାରଙ୍କ ବଡ଼ ପଦକ୍ଷେପ: ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ପୁରୁଣା ଗାଡ଼ି

କଟକ,୨।୪(କାର୍ତ୍ତିକ ସାହୁ): ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ପରିବହନ ବ୍ୟବସ୍ଥାକୁ ଉନ୍ନତ ଏବଂ ଯାତ୍ରୀମାନଙ୍କ ନିରାପତ୍ତାକୁ ସୁଦୃଢ଼ କରିବା…

ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ…

ପୁଅ ବିବାହ ଭୋଜି ଦିନ ଆତ୍ମହତ୍ୟା କରିଦେଲେ ବାପା

ଲୋଇସିଂହା,୬।୪(ସୁଶାନ୍ତ ବାରିକ): ଶନିବାର ଥିଲା ପୁଅ ବାହାଘର। ବାହାଘର ଯଥାରୀତି ସମ୍ପନ୍ନ ହେଲା। ଭୋର ସମୟରେ ବନ୍ଦାପନା କରି ନବବଧୂଙ୍କୁ ଶାଶୁଘରେ ସ୍ବାଗତ କରାଯାଇଥିଲା। ହେଲେ ପୁଅର…

ଓଡ଼ିଆ ପକ୍ଷରେ ଐତିହାସିକ, ଧାର୍ମିକସ୍ଥଳକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ପକ୍ଷରୁ ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀଙ୍କ ତତ୍ୱାବଧାନରେ ଐତହ ଓ ଧାର୍ମିକସ୍ଥଳଗୁଡ଼ିକରେ ସଫେଇ…

‘ପାଗଳ ସହ ବିପଜ୍ଜନକ ହୋଇଗଲେଣି ଟ୍ରମ୍ପ…’, ଇରାନ ଯୁଦ୍ଧ ମଧ୍ୟରେ ରାଗିଲେ ଆମେରିକୀୟ ନେତା

ଓ୍ବାଶିଂଟନ,।୬୪: ଇରାନ ସହିତ ଚାଲିଥିବା ସଂଘର୍ଷକୁ ନେଇ ଡୋନାଲ୍ଡ ଟ୍ରମ୍ପ ନିଜେ ଆମେରିକା ଭିତରେ ସମାଲୋଚନାର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି। ଆମେରିକୀୟ କଂଗ୍ରେସ ସଦସ୍ୟ…

ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର, ଗର୍ଭବତୀ ଜଣାପଡିବା ପରେ ଧାର୍ମିକସ୍ଥଳୀ ଭଙ୍ଗାରୁଜା

ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ ): ଭିନ୍ନକ୍ଷମ ନାବାଳିକାଙ୍କୁ ୪ମାସ ତଳେ ବଳାତ୍କାର କରି ଫେରାର ହୋଇଯାଇଛି ଗାଁର ଜଣେ ସଂଖ୍ଯାଲଘୁ ସମ୍ପ୍ରଦାର ଯୁବକ । ଘଟଣା ପ୍ରଘଟ…

ଐତିହାସିକ ଗୋପାଳ ବନ୍ଧ ସୌନ୍ଦର୍ଯ୍ୟକରଣ ଲାଗି ଅଣ୍ଟା ଭିଡିଲେ ନିର୍ବାହୀ ଅଧିକାରୀ: ଜବରଦଖଲକାରୀଙ୍କୁ କଡ଼ା ଚେତାବନୀ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ମଧ୍ୟରେ ପରିତ୍ୟକ୍ତ ଅବସ୍ଥାରେ ରହିଥିବା ଐତିହାସିକ ଗୋପାଳ ବନ୍ଧକୁ ନେଇ ଦୀର୍ଘଦିନ ହେଲା ସବୁବର୍ଗରୁ ଅସନ୍ତୋଷ ଲାଗିରହିଥିଲା। ତେବେ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri