Posted inଜାତୀୟ

ଫାଶୀ ବଦଳରେ ଆଜୀବନ କାରାଦଣ୍ଡ ଗୁହାରି…

ଲକ୍ଷ୍ନୌ,୨୫।୭: ପ୍ରେମ ପାଇଁ ନିଜ ପରିବାରର ୭ ଜଣଙ୍କୁ ହତ୍ୟା କରିଥିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ଶବନମ୍‌ଙ୍କୁ ଫାଶୀ ଦଣ୍ଡାଦେଶ କରାଯାଇଛି। ଏପରିସ୍ଥଳେ ଫାଶୀରୁ ମୁକ୍ତି ଲାଗି ଶବନମ୍‌ ପ୍ରୟାସ ଜାରି ରଖିଛନ୍ତି। ଫାଶୀ ବଦଳରେ ଆଜୀବନ କାରାଦଣ୍ଡ ନିମନ୍ତେ ଶବନମ୍‌ଙ୍କ ପକ୍ଷରୁ ପ୍ରୟାଗରାଜ୍‌ର ବାସିନ୍ଦା ତଥା ଆହ୍ଲାବାଦ୍‌ ହାଇକୋର୍ଟର ଆଇନଜୀବୀ ସହର ନକ୍‌ଭୀ ଉତ୍ତରପ୍ରଦେଶ ରାଜ୍ୟପାଳ ଆନନ୍ଦିବେନ୍‌ ପଟେଲଙ୍କ ପାଖକୁ ଦୟା ଆବେଦନ ପଠାଇଛନ୍ତି। ରାଜ୍ୟପାଳ ଏହାକୁ ଉତ୍ତରପ୍ରଦେଶ ସରକାରଙ୍କ ପାଖକୁ ପଠାଇ ଦେଇଛନ୍ତି। ନକ୍‌ଭୀଙ୍କ ଗୁହାରି ଯୋଗୁ ଶବନମ୍‌ଙ୍କ ଫାଶୀ ଦଣ୍ଡାାଦଶରେ ଏବେ ଏକ ନୂଆ ମୋଡ଼ ଆସିଛି। ରାଜ୍ୟପାଳଙ୍କ ନିର୍ଦ୍ଦେଶ ଅନୁସାରେ ସ୍ବତନ୍ତ୍ର ସଚିବ ବଦ୍ରିନାଥ ସିଂ ଏହି ଦୟା ଆବେଦନ ରାଜ୍ୟ କାରଗାର ବିଭାଗ ମୁଖ୍ୟ ସଚିବଙ୍କ ପାଖକୁ ଉପଯୁକ୍ତ ପଦକ୍ଷେପ ଗ୍ରହଣ ନେବା ଲାଗି ପଠାଇ ଦେଇଛନ୍ତି। ସୂଚନାଯୋଗ୍ୟ, ଅମରୋହାରେ ବାସ କରୁଥିବା ଶବନମ୍‌ ପ୍ରେମିକ ସଲିମ୍‌ଙ୍କ ପାଇଁ ନିଜ ପରିବାର ସଦସ୍ୟଙ୍କୁ ନିର୍ମମ ଭାବେ ହତ୍ୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri