Posted inଖେଳ

କେଣ୍ଟୁକି ହାର୍ଡକୋର୍ଟ ଟୁର୍ନାମେଣ୍ଟରେ ଖେଳିବେ ସେରେନା

ଲେକ୍ସିନଟନ (ୟୁଏସ୍‌),୧୭ା୭ (ଏପି)-ଆସନ୍ତା ମାସରେ କେଣ୍ଟୁକିଠାରେ ହେବାକୁଥିବା ଏକ ନୂଆ ହାର୍ଡକୋର୍ଟ ଟୁର୍ନାମେଣ୍ଟରେ ପ୍ରତିଯୋଗିତାମୂଳକ ଟେନିସକୁ ପ୍ରତ୍ୟାବର୍ତ୍ତନ କରିବା ଲାଗି ଯୋଜନା କରିଛନ୍ତି ସେରେନା ଓ୍ବିଲିୟମ୍ସ। ଫେବୃୟାରୀରେ ଯୁକ୍ତରାଷ୍ଟ୍ର ଆମେରିକା ତରଫରୁ ଫେଡ୍‌ କପ୍‌ ଖେଳିବା ପରେ ୨୩ଥର ଗ୍ରାଣ୍ଡସ୍ଲାମ ସିଙ୍ଗଲ୍ସ ଚାମ୍ପିୟନଙ୍କର ଏହା ହେଉଛି ପ୍ରଥମ ଟୁର୍ନାମେଣ୍ଟ। କରୋନା ଭାଇରସ୍‌ ମହାମାରୀ ଯୋଗୁ ଏହାପରଠାରୁ ଅବଶ୍ୟ ଉଭୟ ମହିଳା ଓ ପୁରୁଷ ପ୍ରଫେସନାଲ ଟେନିସ ଟୁର୍‌ ବନ୍ଦ ରହିଥିଲା। ଅଗଷ୍ଟରୁ ଟେନିସ ଟୁର୍ନାମେଣ୍ଟ ଆରମ୍ଭ ପାଇଁ ଯୋଜନା ଚାଲିଛି। କେଣ୍ଟୁକିକୁ ଇଭେଣ୍ଟକୁ ଟପ୍‌ ସିଡ୍‌ ଓପନ ମଧ୍ୟ କୁହାଯାଇଥାଏ। ଏହା ଅଗଷ୍ଟ ୧୦ରୁ ଆରମ୍ଭ ହେବ। ଏଥିରେ ସେରେନାଙ୍କ ବ୍ୟତୀତ ୨୦୧୭ ୟୁଏସ ଓପନ ଚାମ୍ପିୟନ ସ୍ଲୋଏନ୍‌ ଷ୍ଟିଫେନ୍ସ ମଧ୍ୟ ଅଂଶଗ୍ରହଣ କରିବେ। ନ୍ୟୁୟର୍କରେ ୟୁଏସ୍‌ ଓପନ୍‌ ଅଗଷ୍ଟ ୩୧ରୁ ଖେଳାଯିବା କାର୍ଯ୍ୟକ୍ରମ ରହିଛି। ସେରେନା ଏଥିରେ ମଧ୍ୟ ଭାଗ ନେବେ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଙ୍ଗିଲା ନେହେରୁଙ୍କ ପ୍ରତିମୂର୍ତ୍ତି, BJP-RSS କର୍ମୀଙ୍କ ଉପରେ ଆସିଲା ଗୁରୁତର ଅଭିଯୋଗ

ଗୁଆହାଟି,୨୬।୨: ଆସାମରେ ଖୁବଶୀଘ୍ର ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ରାଜ୍ୟରେ ରାଜନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି ଯାହା…

ଜନ୍ମମାଟିରେ ଶହୀଦ ଯବାନ ଲକ୍ଷ୍ମଣଙ୍କୁ ଶେଷ ବିଦାୟ

ମୋରଡ଼ା/ରାସଗୋବିନ୍ଦପୁର,୨୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା): ଜନ୍ମମାଟିରେ ଶହୀଦ ଓଡ଼ିଆ ଯବାନଙ୍କୁ ଦିଆଯାଇଛି ଶେଷ ବିଦାୟ। ‘ଅମର ରହେ ଯବାନ ଲକ୍ଷ୍ମଣ’ ସ୍ବରରେ କମ୍ପିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ…

ଦଶମ ବୋର୍ଡ ପରୀକ୍ଷା ବେଳେ ଛାତ୍ରୀଙ୍କୁ ସ୍କୁଲରେ ଆସିଲା ପ୍ରସବ ଯନ୍ତ୍ରଣା, ଶୌଚାଳୟରେ…

ଭୋପାଳ,୨୬ା୨: ମଧ୍ୟପ୍ରଦେଶ ଧାର ଜିଲାର ପିଥମପୁରରେ ମଙ୍ଗଳବାର ଦିନ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି । ସେକ୍ଟର-୧ ଥାନା ଅଞ୍ଚଳର ବୋର୍ଡ ପରୀକ୍ଷା କେନ୍ଦ୍ରକୁ ଗଣିତ ପରୀକ୍ଷା…

ରେଳମନ୍ତ୍ରୀଙ୍କ ବଡ଼ ଘୋଷଣା: ଲଞ୍ଚ ହେଲା ନୂଆ ପୋର୍ଟାଲ, ଘରେ ବସି ମିଳିବ…

ନୂଆଦିଲ୍ଲୀ,୨୬।୨: ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରେଳବାଇରେ କ୍ଷତିପୂରଣ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ଦାବିଗୁଡ଼ିକର ଦ୍ରୁତ ଏବଂ ସ୍ବଚ୍ଛ ସମାଧାନ ସୁନିଶ୍ଚିତ କରିବା ପାଇଁ ରେଳବାଇ…

ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟ-ରଶ୍ମିକା, ମଣ୍ଡପ ବାହାରେ ବଣ୍ଟାହେଲା ମିଠା

ଉଦୟପୁର,୨୬।୨: ଅଭିନେତା ବିଜୟ ଦେବରକୋଣ୍ଡା ଏବଂ ରଶ୍ମିକା ମନ୍ଦାନା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଏହି କପଲ ଉଦୟପୁରରେ ଦକ୍ଷିଣ ଭାରତୀୟ ରୀତିନୀତି ଅନୁସାରେ ସାତ ଜନ୍ମର…

Video: ନେତାନ୍ୟାହୁ ପିନ୍ଧିଲେ ଭାରତୀୟ ପୋଷାକ, ତାଙ୍କ ପତ୍ନୀ ବି ପ୍ରଧାନମନ୍ତ୍ରୀ ମୋଦିଙ୍କ ରୁମାଲ ସହିତ ମେଳ ଖାଉଥିବା…

ଜେରୁଜେଲମ,୨୬।୨: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଇସ୍ରାଏଲ ଗସ୍ତରେ ଅଛନ୍ତି। ବୁଧବାର ଅପରାହ୍ନରେ ପ୍ରଧାନମନ୍ତ୍ରୀ ମୋଦି ତେଲ ଅଭିଭରେ ପହଞ୍ଚିବା ପରେ ତାଙ୍କୁ ବେଞ୍ଜାମିନ…

ଭୁବନେଶ୍ବରର ୫ଟି ସ୍ଥାନରେ କୋଲକାତା EDର ରେଡ୍

ଭୁବନେଶ୍ବର,୨୬।୨: ଭୁବନେଶ୍ବରର ୫ଟି ସ୍ଥାନରେ କୋଲକାତା EDର ରେଡ୍ । ସକାଳୁ ସକାଳୁ ରେଡ୍ ଜାରି ରହିଛି । ହାଇଟେକ୍ ମେଡିକାଲ କଲେଜ ସମେତ ୫ଟି ସ୍ଥାନରେ…

ଇନଷ୍ଟାରେ ମୋଦିଙ୍କ ୧୦ କୋଟି ଫଲୋଅର୍ସ, କ’ଣ ପିଏମଙ୍କୁ ସୋସିଆଲ ମିଡିଆରୁ ମିଳେ ଟଙ୍କା…

ନୂଆଦିଲ୍ଲୀ,୨୬।୨: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୦ କୋଟି ଇନଷ୍ଟାଗ୍ରାମ ଫଲୋଅର୍ସ ସଂଖ୍ୟା ଅତିକ୍ରମ କରିଛନ୍ତି। ଏହି ସଫଳତା ସହିତ, ସେ ବିଶ୍ୱର ପ୍ରଥମ ନେତା ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri