Posted inଖେଳ

ୟୁଏସ୍‌ ଓପନରେ ସେରେନା ପିନ୍ଧିଲେ ୪୦୦ ହୀରା ଖଚିତ ଜୋତା

ନୂଆଦିଲ୍ଲୀ,୩୧।୮: ଆମେରିକୀୟ ଟେନିସ ତାରକା ସେରାନା ଓ୍ବିଲିୟମ୍ସ ନିକଟରେ ତାଙ୍କର ଅବସର ଘୋଷଣା କରିଛନ୍ତି। ହେଲେ ସେ ଏବେ ୟୁଏସ୍‌ ଓପନ ଖେଳୁଛନ୍ତି। ସେ ନିଜ କ୍ୟାରିୟରର ଅନ୍ତିମ ଟୁର୍ନାମେଣ୍ଟର ପ୍ରଥମ ରାଉଣ୍ଡ ମ୍ୟାଚ୍‌ ଜିତିଛନ୍ତି। ମୋଣ୍ଟେନେଗ୍ରୋର ୮୦ତମ ଖେଳାଳି ଡଙ୍କା କୋଭିନିକ୍‌ଙ୍କୁ ସେ ହରାଇଛନ୍ତି। ସେରେନା ଏହି ମ୍ୟାଚ୍‌କୁ ନେଇ ଚର୍ଚ୍ଚାରେ ଥିବା ବେଳେ ସେ ପିନ୍ଧିଥିବା ଜୋତା ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି। ସେରେନା ଏଭଳି ଜୋତା ପିନ୍ଧିଥିଲେ ଯେଉଁଥିରେ ୪୦୦ ହୀରା ଖଚିତ ହୋଇଥିଲା। ସେ ନିଜ ହାତରେ ଡିଜାଇନ କରିଥିବା ନାଇକ୍‌ କମ୍ପାନୀର ଜୋତା ପିନ୍ଧି ମ୍ୟାଚ୍‌ ଖେଳିବାକୁ ଓହ୍ଲାଇଥିଲେ।

ପ୍ରକାଶ ଯେ, ୨୩ ଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ହେଉଛି ସେରେନା। ୧୯୯୯ରେ ୧୭ ବର୍ଷ ବୟସରେ ସେ ପ୍ରଥମ ୟୁଏସ୍‌ ଓପନ ଜିତିଥିଲେ। ସେତେବେଳେ ସେ ନିଜ କେଶରେ ଧଳା ମୋତି ପିନ୍ଧି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏବେ ସେ ୪୦ ବର୍ଷରେ କ୍ୟାରିୟରର ଅନ୍ତିମ ଟୁର୍ନାମେଣ୍ଟ ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

ଇତିହାସ ରଚିଲେ ଶୁବମନ ଗିଲ, ଓ୍ବାନ ଡେ କ୍ରିକେଟରେ ଏତିକି ରନ୍‌ କରି ପଛରେ ପକାଇଲେ…

ନୂଆଦିଲ୍ଲୀ,୧୪।୬: ଧର୍ମଶାଳାରେ ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ରେ ଭାରତର ଏକଦିବସୀୟ ଅଧିନାୟକ ଶୁବମନ ଗିଲ ଏକ ବଡ଼ ରେକର୍ଡ ସ୍ଥାପନ କରିଛନ୍ତି। ବର୍ଷା ପ୍ରଭାବିତ…

Video: ଟିମ ଇଣ୍ଡିଆର ଡ୍ରେସିଂ ରୁମ କ୍ରିକେଟ: ବର୍ଷା ମଧ୍ୟରେ ଖେଳାଳିମାନେ ଏମିତି କଲେ ଟାଇମ ପାସ, ଏବେ ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୪।୬: ଶନିବାର ଭାରତୀୟ କ୍ରିକେଟ ଦଳ ଆଫଗାନିସ୍ତାନକୁ ପରାସ୍ତ କରି ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ୧-୦ରେ ଆଗୁଆ ହୋଇଛି। ତଥାପି, ପ୍ରତି ଇନିଂସରେ ମ୍ୟାଚ…

କ୍ରିକେଟରଙ୍କୁ ମାଡ଼ ମାରିଲେ ପୋଲିସ, ଉତ୍ତେଜନା ପରେ ତିନି ପୋଲିସ କର୍ମଚାରୀ ନିଲମ୍ବିତ

ଢ଼ାକା,୧୪ା୬: ବାଂଲାଦେଶ କ୍ରିକେଟ୍ ବର୍ତ୍ତମାନ ଏକ ବିବାଦ ଯୋଗୁଁ ଚର୍ଚ୍ଚାରେ ରହିଛି । ବାଂଲାଦେଶୀ ସ୍ପିନର ନୟିମ ହାସନଙ୍କ ପ୍ରତି ଦୁର୍ବ୍ୟବହାର ଏବଂ ଆକ୍ରମଣ ହୋଇଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri