ସିରିଜ୍‌ ଦୁର୍ଘଟଣା: ୪ ଘଣ୍ଟାରୁ ଅଧିକ ସମୟ ଧରି ଭିତରେ ଚାପି ହୋଇ ରହିଲେ ଡ୍ରାଇଭର, ଘଟଣାସ୍ଥଳରେ…

ଭଦ୍ରକ, ୧୭।୩(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ୧୬ ନମ୍ବର ଜାତୀୟ ରାଜପଥ ଅସୁରା ଛକରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ଦୁର୍ଘଟଣା ଘଟିଛି । ଟ୍ରକ୍‌କୁ ଧକ୍କା ଦେଇ ରାସ୍ତାରେ ଠିଆ ହୋଇଥିବା ବସ୍‌କୁ ପଛ ପଟୁ ଧକ୍କା ଦେଲା ଆଉ ଏକ ଟ୍ରକ୍‌। ସେହି ଟ୍ରକ୍‌କୁ ପୁଣି ପଛ ପଟୁ ଧକ୍କା ଦେଲା ଏକ ମଦ ବୋଝେଇ ପିକଅପ ଭ୍ୟାନ। ଏହି ସିରିଜ୍‌ ଦୁର୍ଘଟଣାରେ ୪ ବସ୍‌ ଯାତ୍ରୀ ଗୁରୁତର ହୋଇଥିବାବେଳେ ୨ ଗୁରୁତରଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ୨ଜଣକୁ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପିକଅପ ଡ୍ରାଇଭର ଦୀର୍ଘ ୪ ଘଣ୍ଟାରୁ ଅଧିକ ସମୟ ଚାପି ହୋଇ ରହିବା ଫଳରେ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି । କଲିକତାରୁ ଭୁବନେଶ୍ୱର ଯାଉଥିଲା ଦଧିବାବନ ବସ୍‌ । ଡ୍ରାଇଭରଙ୍କ ମୃତଦେହକୁ ଅଗ୍ନିଶମବାହିନୀ ବହୁ ସମୟ ପରେ ବାହାର କରିଛି । ଗ୍ରାମାଞ୍ଚଳ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାରି ଦିଗରୁ ବର୍ଷିବ ଟଙ୍କା! ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ୬ଟି ରାଶି ଉପରେ ହେବ ଧନବର୍ଷା, ଖୋଲିବ ନୂଆ ସୁଯୋଗର…

୨୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୩ ମିନିଟ୍‌ରେ ଦେବଗୁରୁ ବୃହସ୍ପତି(ଗୁରୁ) କର୍କଟ ରାଶିରେ ଥାଇ ଅଶ୍ଳେଷା ନକ୍ଷତ୍ରର ତୃତୀୟ ପଦକୁ ଗୋଚର କରିଛନ୍ତି। ସେ ଅକ୍ଟୋବର…

କ୍ୟାଟ୍ରିନାଙ୍କ ସମର୍ଥନରେ ସଲମାନ, ବିକିଙ୍କ ନିରବତାକୁ ନେଇ ପ୍ରଶ୍ନ; ଭାଇଜାନ୍‌ଙ୍କଠାରୁ ଶିଖ…

ମୁମ୍ବାଇ,୨୦ା୯: ଗଣେଶ ଚତୁର୍ଥୀ ଅବସରରେ ସ୍ୱାମୀ ବିକି କୌଶଲଙ୍କ ସହ ନଜର ଆସିଥିଲେ ଅଭିନେତ୍ରୀ କ୍ୟାଟ୍ରିନା କୈଫ । ଏହା ପରେ ସୋସିଆଲ ମିଡିଆର କିଛି ପେଜ୍‌…

ଗଣେଶ ମେଢ଼ ଭସାଣିବେଳେ ନିଆଁରେ ପୋଡ଼ି ୩ ଶିଶୁ ଆହତ: ପରିବାରକୁ ଭେଟି ପ୍ରଶାସନର ସହାୟତା

ପୁରୁଷୋତ୍ତମପୁର,୨୦ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗଣେଶ ମୂର୍ତ୍ତି ଭସାଣିବେଳେ ଜେନେରେଟରରୁ ନିଆଁ ଲାଗି ପୋଡ଼ି ଆହତ ହୋଇଥିଲେ ୩ ଶିଶୁ। ଉକ୍ତ ପରିବାରକୁ ଜିଲାପାଳଙ୍କ ନିର୍ଦ୍ଦେଶ…

ଭାଜପାକୁ ନେଇ ଅଖିଳେଶ ଯାଦବଙ୍କ ବଡ଼ ଦାବି, ପ୍ରତି ବିଧାନସଭାରେ କମିବ…

ଲକ୍ଷ୍ନୌ,୨୦ା୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟି (ସପା) ନିଜର ସଂଗଠନକୁ ମଜବୁତ କରିବା ଆରମ୍ଭ କରିଛି । ଦଳର ପ୍ରଦେଶ କାର୍ଯ୍ୟକାରିଣୀ ବୈଠକ…

ଦୁଇଦିନ ଧରି ଅନୁଷ୍ଠିତ ହେବ ଘୁମୁସର ଗବେଷଣା ପ୍ରତିଷ୍ଠାନର ବାର୍ଷିକ ସମ୍ମିଳନୀ, ଯୋଗ ଦେବେ…

ଭଞ୍ଜନଗର,୨୦ା୯(ବାବୁଲା ପ୍ରଧାନ): ଘୁମୁସର ଗବେଷଣା ପ୍ରତିଷ୍ଠାନର କାର୍ଯ୍ୟକାରିଣୀ ବୈଠକ ରବିବାର ଭଞ୍ଜନଗରସ୍ଥିତ ପ୍ରତିଷ୍ଠାନ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଗାମୀ ଦୁଇଦିନିଆ ବାର୍ଷିକ ସମ୍ମିଳନୀ ସମେତ…

ଗର୍ଭବତୀ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ଦିଅର କହିଲେ…

ବଲାଙ୍ଗୀର,୨୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କର୍ଲାପିଟା ଗାଁରେ ରବିବାର ବୀଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି। ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ୪ ମାସର ଗର୍ଭବତୀ ସ୍ତ୍ରୀ…

ଏଥର ପୋଲିସ ପାଳି, ବର୍ଦ୍ଦିରେ ରହି ସୋସିଆଲ ମିଡିଆରେ ଫଟୋ ଭିଡିଓ ପୋଷ୍ଟ କଲେ…

ଭୁବନେଶ୍ୱର,୨୦ା୯: ଏଣିକି ପୋଲିସ ପାଳି। ରାଜ୍ୟରେ ଶୃଙ୍ଖଳା ଓ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଗାଇଡ୍‌ଲାଇନ୍‌ ଜାରି…

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ବଢ଼ିଲା ଚିନ୍ତା: ସମୁଦ୍ର ଛାଡ଼ି କୂଳମୁହାଁ ମତ୍ସ୍ୟଜୀବୀ, ଆଶଙ୍କାରେ ଲୋକେ

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସହିତ ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବ ଚିନ୍ତା ବାଇଛି। ଫଳରେ ବିଶେଷ କରି ଉପକୂଳ ଅଞ୍ଚଳ ପାରମ୍ପରିକ ମାଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?