ସିରିଜ ଦୁର୍ଘଟଣା: ୪ ଆହତ

ଖୋର୍ଦ୍ଧା ଅଫିସ,୨୩ା୧: ଖୋର୍ଦ୍ଧା-ନୟାଗଡ଼ ୫୭ ନମ୍ବର ଜାତୀୟ ରାଜପଥ ବାଘମାରୀ ସାରୁଅ ରାସ୍ତା ମଝିରେ ସୋମବାର ସିରିଜ ଦୁର୍ଘଟଣା ହୋଇଛି। ଦୁଇ ଯାତ୍ରୀବାହୀ ଅଟୋ ସହ ପିକ୍‌ଅପ୍‌ ଓ ଟାଟାଏସି ଏବଂ ବାଇକ୍‌ ମଧ୍ୟରେ ଧକ୍କା ହୋଇଛି। ଦୁଇ ଅଟୋ, ବାଇକ ସମ୍ପୂର୍ଣ୍ଣ ଚୂରମାର ହୋଇଯାଇଥିବା ବେଳେ ୪ ଆହତ ହୋଇଛନ୍ତି।

ବାଇକ୍‌ ଚାଳକ ଅଭିମନ୍ୟୁ ଜେନା କୁହନ୍ତି, ଓଭର ଟେକ୍‌ କରିବାକୁ ଯାଇ ଏକ ଟାଟାଏସି କଦଳୀ ବୋଝେଇ ପିକ୍‌ଅପ୍‌କୁ ଧକ୍କା ଦେଇଥିଲେ। ଏହି ସମୟରେ ଦୁଇ ଅଟୋ ମୁହାମୁହିଁ ଧକ୍କା ହୋଇ ଏକ ବାଇକ୍‌କୁ ଧକ୍କା ଦେଇ ରାସ୍ତା ପାର୍ଶ୍ୱକୁ ଓଲଟି ପଡ଼ିଥିଲା। ଘଟଣାସ୍ଥଳରେ ୪ ଜଣ ଆହତ ହୋଇଥିଲେ। ଖବର ପାଇ ବାଘମାରୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ମେଡିକାଲ ପଠାଇଛି। ରାଜପଥରେ କିଛି ସମୟ ଟ୍ରାଫିକ୍‌ ସମସ୍ୟା ସୃଷ୍ଟି ହୋଇଥିଲା। ପରେ ଯାନବାହନ ଚଳାଚଳ ସ୍ବାଭାବିକ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ଗିରଫ ଛାତ୍ରଙ୍କୁ ମୁକ୍ତ କର…

ନୂଆଦିଲ୍‌ଲୀ,୨୮।୭: ମଙ୍ଗଳବାର, ସୁପ୍ରିମକୋର୍ଟ ଛାତ୍ର ପ୍ରଦର୍ଶନରେ ସାମିଲ ଥିବା ପ୍ରତିବାଦକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବିଭିନ୍ନ ଆବେଦନର ଶୁଣାଣି ସମୟରେ, କୋର୍ଟ କହିଛନ୍ତି ଯେ ଦିଲ୍ଲୀର…

ବିପଦ ସଂକେତ ଉପରେ ବୁଢ଼ାବଳଙ୍ଗ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ, ଏସ୍‌ପି

ବୈଶିଙ୍ଗା,୨୮।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ତଥା ବେତନଟୀ ବ୍ଲକ ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ପୋଲ ନିକଟରେ ମଙ୍ଗଳବାର ଦ୍ୱିପ୍ରହର ସୁଦ୍ଧା ଜଳସ୍ତର ବିପଦ…

ସଂସଦରେ ପ୍ରିୟଙ୍କାଙ୍କୁ କଟାକ୍ଷ କଲେ ରିଜିଜୁ; ‘ରାହୁଲଙ୍କ ଭାଷଣ ଚୋରି କରିଦେଲେ…

ନୂଆଦିଲ୍ଲୀ,୨୮।୭: ମଙ୍ଗଳବାର ଲୋକ ସଭାରେ ପେପର ଲିକ ବିରୋଧୀ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ କଂଗ୍ରେସ ଦଳ ପକ୍ଷରୁ ଭାଷଣ ଦେଇଥିଲେ।…

ପାଲଲହଡ଼ା-ବାଉଁଶଯୋଡ଼ା ବ୍ରିଜରେ ୫ ଫୁଟ ବନ୍ୟା ପାଣି

ଭୁବନେଶ୍ୱର,୨୮।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଯୋଗୁ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଲଗାଣ ବର୍ଷା ଯୋଗୁ ପାଲଲହଡ଼ା-ବାଉଁଶଯୋଡ଼ା ନଦୀ ବ୍ରିଜ ଉପରେ…

ଅଚାନକ ଭାରତୀୟ କୋଚ୍‌ ଦେଲେ ଇସ୍ତଫା: କ୍ରିକେଟ ଜଗତରେ ହଇଚଇ, ଏମିତି ନିଷ୍ପତ୍ତି ନେଇ…

ମୁମ୍ବାଇ,୨୮।୭: ଅଚାନକ ଟିମ ଇଣ୍ଡିଆର ସହକାରୀ କୋଚ୍‌ ରୟାନ ଟେନ ଡୋଶେଟ (Ryan ten Doeschate) ନିଜ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ୟୁକେ (UK) ଗସ୍ତରେ…

ସରକାରଙ୍କ ବଡ଼ ଘୋଷଣା ରାକ୍ଷୀ ପୂର୍ଣ୍ଣିମାଠାରୁ ପ୍ରତି ମାସରେ ମହିଳାଙ୍କ ଖାତାକୁ ଆସିବ ୨୫୦୦ଟଙ୍କା

ନୂଆଦିଲ୍ଲୀ,୨୮।୭: ରକ୍ଷା ବନ୍ଧନ ପୂର୍ବରୁ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କ୍ୟାବିନେଟ ନିଷ୍ପତ୍ତି ମାଧ୍ୟମରେ ଦିଲ୍ଲୀର ଭଉଣୀମାନଙ୍କୁ…

କେରଳ ଦାଦନ ଖଟିବାକୁ ଯାଇ ଯୁବକ ମୃତ: ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା

ଜି.ଉଦୟଗିରି,୨୮।୭(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲାରୁ ସୁଦୂର କେରଳରେ ଦାଦନ ଖଟିବାକୁ ଯାଇ ଯୁବକଙ୍କ ମୃତ୍ୟୁ ଘଟଣା ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା…

କଙ୍ଗନାଙ୍କ ବିବାଦୀୟ ବୟାନର ଜବାବ ରଖିଲା CJP

ନୂଆଦିଲ୍ଲୀ,୨୮।୭: ଭାଜପା ଏମପି କଙ୍ଗନା ରାଣାୱତଙ୍କ Gen-Z ସମ୍ପର୍କରେ ମନ୍ତବ୍ୟକୁ ନେଇ ବିବାଦ ଦେଖାଦେଇଛି; ସେ Gen-Zକୁ ‘ଜେନେରେଶନ ଗଟର’ ବୋଲି କହିଥିଲେ। ‘କକ୍ରୋଚ ଜନତା ପାର୍ଟି’ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri