ସିରିଜ୍‌ ଦୁର୍ଘଟଣା, ଜଣଙ୍କ ଜୀବନ ଗଲା

ଭଦ୍ରକ,୨ା୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥ ଭଦ୍ରକ ଜିଲା ବିଷ୍ଣୁପୁର ନିକଟରେ ଶୁକ୍ରବାର ସକାଳେ ସିରିଜ୍‌ ଦୁର୍ଘଟଣା ଘଟିଛି। ପଛକୁ ପଛ ୩ ଗାଡ଼ି ପିଟି ହେବାରୁ ଜଣେ ବାଇକ୍‌ଆରୋହୀଙ୍କ ମୃତ୍ୟୁ ଘଟିଛି। ସୂଚନା ମୁତାବକ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଏକ ତେଲ ବୋଝେଇ ଟ୍ୟାଙ୍କର ଏକ ଟ୍ରେଲରକୁ ଧକ୍କା ଦେବାରୁ ଟ୍ରେଲରଟି ରାସ୍ତା କଡ଼ରେ ଥିବା ଏକ କାର୍‌କୁ ଧକ୍କା ଦେବା ସହ ରାଜପଥ ପାର୍ଶ୍ୱରେ ଥିବା ଏକ ଇଟା ଫ୍ୟାକ୍ଟ୍ରି ଭିତରେ ପଶି ଯାଇଥିଲା। ଏହି ସମୟରେ ଆସୁଥିବା ଜନୈକ ବାଇକ୍‌ ଆରୋହୀଙ୍କ ଉପରେ ମଧ୍ୟ ଗାଡି ଚଢ଼ିଯିବାରୁ ବାଇକ୍‌ ଆରୋହୀଙ୍କର ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ଚାପା ଉତ୍ତେଜନା ସହ ୧୬ ନଂ ଜାତୀୟ ରାଜପଥକୁ ସ୍ଥାନୀୟ ଲୋକେ ଅବରୋଧ କରିଛନ୍ତି l ଉଭୟ ପଟରେ ବହୁସଂଖ୍ୟାରେ ଗାଡ଼ି ଅଟକି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖରାକୁ ଖାତିର ନ କରି ବାଇକ୍‌ରେ ବୁଲି ପ୍ରଚାର କଲେ ପ୍ରାର୍ଥୀ

କେସିଙ୍ଗା,୩୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକ ଅଧୀନ ବୋରିଆ, ପର୍ଥଲା, କିକିଆ ପଞ୍ଚାୟତର ବିଭିନ୍ନ ଗ୍ରାମରେ ପ୍ରଚାର କରିଛନ୍ତି ବିଜେଡିର ଉଭୟ ପ୍ରାର୍ଥୀ। ବିଜେଡି...

ପ୍ରାର୍ଥତ୍ପତ୍ର ଦାଖଲକୁ ଆଉ ୩ ଦିନ ବାକି: ଖଲ୍ଲିକୋଟ ବିଧାନସଭା ଲାଗି ଛିଣ୍ଡୁନି ବିଜେଡିର ଅଙ୍କ

ପୁରୁଷୋତ୍ତମପୁର,୩୦।୪(ସୀମାଞ୍ଚଳ ମିଶ୍ର): ମେ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷହେବାକୁ ଆଉ ମାତ୍ର ୩ ଦିନ ବାକି...

ଅପରାଜିତାଙ୍କୁ ବିହାର ପଠାଇଦେବି: ଭାଜପା ଛାଡିବା ପରେ ବର୍ଷିଲେ କାଳୁ

ଖୋର୍ଦ୍ଧା,୩୦।୪ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ବିଧାନସଭା ଭାଜପା ଆଶାୟୀ ପ୍ରାର୍ଥୀ କାଳୁଚରଣ ଖଣ୍ଡାୟତରାୟଙ୍କ ଟିକେଟ କଟିବା ପରେ ସେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। କାଳୁଙ୍କ...

ଭାଜପାକୁ ଶକ୍ତ ଝଟ୍‌କା: ଦଳରୁ ଇସ୍ତଫା ଦେଲେ କାଳୁଙ୍କ ସମେତ ୧୦୦ରୁ ଅଧିକ କର୍ମୀ

ଖୋର୍ଦ୍ଧା,୩୦।୪ (ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ପାଇଁ ବିଜ୍ଞପ୍ତି ପ୍ରକାଶ ସହ ନାମାଙ୍କନ ଦାଖଲ ଆରମ୍ଭ ହୋଇଛି। ଆସନ୍ତା ୨ରେ ଭାଜପା ଭୁବନେଶ୍ବର ଲୋକ...

ବିଜେଡିରୁ ସବୁ ସମ୍ପର୍କ ଛିନ୍ନ କଲେ ପୂର୍ବତନ ବିଧାୟକ

ଠାକୁରମୁଣ୍ଡା,୩୦।୪(ତାରାକାନ୍ତ ପଟ୍ଟନାୟକ): ମୟୁରଭଞ୍ଜ ଜିଲା କରଞ୍ଜିଆ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଟିକେଟ ଆଶାୟୀ ଥିବା ପୂର୍ବତନ ବିଧାୟକ ବିଜୟ କୁମାର ନାଏକ ବିଜେଡିରୁ ଇସ୍ତଫା ଦେବା...

ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୩୦।୪(ସୀମାଞ୍ଚଳ ମିଶ୍ର ): ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଏପରିକି ମା’ଙ୍କ ନିକଟରେ...

ନାମାଙ୍କନପତ୍ର ଦାଖଲ କଲେ ପ୍ରଣବ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମୁଁ ନିଶ୍ଚିତ ଯେ…

ଭୁବନେଶ୍ୱର,୩୦।୪: ସମ୍ବଲପୁର ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ । ଦଳୀୟ କର୍ମୀ ଓ ହଜାର...

ପଦ୍ମଶ୍ରୀ ମାଗୁଣି କୁଅଁର ଗୁରୁତର: ହସ୍ପିଟାଲରେ ଭର୍ତ୍ତି

କେନ୍ଦୁଝର,୩୦।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ମଙ୍ଗଳବାର ଅସୁସ୍ଥ ହୋଇ କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri