ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ । ହେଲେ ଏହାରି ଭିତରେ ଏକ ବଡ଼ ଖବର ସାମ୍ନାକୁ ଆସୁଛି । ବଣଭୋଜି କରି ପ୍ରଦୂଷଣ କଲେ ଏହା ଉପରେ ପଲ୍ୟୁସନ କଣ୍ଟ୍ରୋଲ ବୋର୍ଡ ନଜର ରଖିଥିବା ନେଇ କହିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ । ଭୁବନେଶ୍ବରରେ ପ୍ରଦୂଷଣର ମାତ୍ରା ଅଧିକ ରହୁଥିବା ବେଳେ ସମସ୍ତେ ଏନେଇ ସତର୍କ ରହିବା ଆବଶ୍ୟକ । ବଣଭୋଜି ନାଁରେ ପ୍ରଦୂଷଣ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ କହିଛନ୍ତି ।

କେବଳ ଭୁବନେଶ୍ବର ନୁହେଁ ବରଂ ଅନୁଗୋଳ, ତାଳଚେର ଏବଂ ବାଲେଶ୍ବରରେ ମଧ୍ୟ ପ୍ରଦୂଷଣ ହାର ଅଧିକ ରହୁଛି । କାଠ ଜାଳି ଭୋଜି କରିବା ଦ୍ବାରା ପ୍ରଦୂଷଣର ମାତ୍ରା ବୃଦ୍ଧି ପାଉଥିବା ବେଳେ ଏଭଳି ଆକ୍ସନ ନିଆଯିବା ନେଇ ନିଷ୍ପତ୍ତି ହୋଇଛି । ତେବେ ନିୟମକୁ କଡାକଡି ପାଳନ ନକଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି

ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି…

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ: ଭାଜପା ସାମିଲ ହେଲେ ଗୁଡାରି ବ୍ଲକ ଅଧ୍ୟକ୍ଷ, ସମୀକରଣ ଉପରେ…

ଗୁଡାରି, ୧୭।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ଶବର ଶୁକ୍ରବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ…

ଖରିଫ ଚାଷ ପାଇଁ ୨୪ରେ ଛଡ଼ାଯିବ ପାଣି, ଘୋଡ଼ାହାଡ଼ ଡ୍ୟାମରେ ହେଲା ବୃଷ୍ଟିଯଜ୍ଞ

ଦିଗପହଣ୍ଡି, ୧୭ା୭ (ଅଶେଷ ନାଥ ମିଶ୍ର): ଖରିଫ ଧାନ ଚାଷ ନିମନ୍ତେ ଚଳିତ ବର୍ଷ ମଧ୍ୟ ଦିଗପହଣ୍ଡି ବ୍ଲକ୍‌ ଖମାରି ଗାଁ ନିକଟରେ ଥିବା ଘୋଡ଼ାହାଡ଼ ଡ୍ୟାମରେ…

UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର; ₹୨,୦୦୦ରୁ ଅଧିକ UPI ପେମେଣ୍ଟ ଉପରେ ଏବେ ଗଣିବାକୁ ପଡ଼ିବ ଚାର୍ଜ!

ନୂଆଦିଲ୍ଲୀ,୧୭।୭: ଯଦି ଆପଣ ଦୈନନ୍ଦିନ ଜୀବନରେ ୟୁପିଆଇ (UPI) ମାଧ୍ୟମରେ ବଡ଼ ଧରଣର ଆର୍ଥିକ କାରବାର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ଦେଶରେ…

ପାଗଳ ବିଲୁଆ ଆତଙ୍କ: ଶିକ୍ଷୟିତ୍ରୀଙ୍କ ସହ ଏକାଧିକ ଲୋକ ଓ ପ୍ରାଣୀସମ୍ପଦ ଗୁରୁତର,ବନ ବିଭାଗ ଚୁପ

ଦାରିଙ୍ଗବାଡି, ୧୭।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳର ଗ୍ରୀନବାଡି ସମେତ ତାର ଆଖପାଖ ଅଞ୍ଚଳରେ ଗତ ୨ ଦିନ ହେଲା ପାଗଳ ବିଲୁଆ କାମୁଡ଼ାରେ ଏକାଧିକ…

ଦିନିକିଆ ବିଶ୍ୱକପ୍ ୨୦୨୭ ଫର୍ମାଟ୍ ବଦଳାଇଲା ICC; ଜୟ ଶାହାଙ୍କ ନିଷ୍ପତ୍ତିକୁ ତୀବ୍ର ବିରୋଧ କଲେ ୪ ଦେଶର ଅଧିନାୟକ

ନୂଆଦିଲ୍ଲୀ,୧୭।୭: ଆସନ୍ତା ବର୍ଷ ଦକ୍ଷିଣ ଆଫ୍ରିକା, ଜିମ୍ବାୱେ ଏବଂ ନାମିବିଆରେ ଅନୁଷ୍ଠିତ ହେବାକୁ ଥିବା ଦିନିକିଆ ବିଶ୍ୱକପ୍‌ର ଫର୍ମାଟ୍‌ରେ ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ହଠାତ ବଡ଼…

ଲଘୁଚାପ ବର୍ଷାରେ ଜଳମଗ୍ନ ଧାମନଗର ବ୍ଲକ

ଧାମନଗର, ୧୭।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଥିବା ବେଳେ ଜନଜୀବନ ସମ୍ପୂର୍ଣ୍ଣ…

ଭାରତକୁ ବିଶ୍ୱକପ୍ ଜିତାଇଥିବା କ୍ରିକେଟର ଏବେ ଜେଲ୍‌ରେ! ଲାଞ୍ଚ ଯାଚିବା ଅଭିଯୋଗରେ ଶ୍ରୀଲଙ୍କାରେ ଗିରଫ ହେଲେ…

କଲମ୍ବୋ,୧୭।୭: ଭାରତୀୟ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ୨୦୧୮ ଅଣ୍ଡର-୧୯ ବିଶ୍ୱକପ ବିଜେତା ଦଳର ହିରୋ ତଥା ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ ମନଜୋତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri