Posted inଖେଳ

ସେଲ୍ଫ ଆଇସୋଲେଶନରେ ଗମ୍ଭୀର

ନୂଆଦିଲ୍ଲୀ, ୭ା୧୧ (ପି.ଟି.)-ଭାରତର ପୂର୍ବତନ ଓପନର ଗୌତମ ଗମ୍ଭୀରଙ୍କ ଘରେ ଜଣେ କେହି କରୋନା ସଂକ୍ରମିତ ହୋଇଛନ୍ତି। ପ୍ରତିଷେଧକମୂଳକ ବ୍ୟବସ୍ଥା ସ୍ବରୂପ ସେ ନିଜର କୋଭିଡ୍‌ ଟେଷ୍ଟ କରିଥିବାବେଳେ ସେଲ୍ଫ ଆଇସୋଲେଶନରେ ରହିଛନ୍ତି। ଏହାକୁ ହାଲୁକା ଭାବେ ନ ନେଇ ସମସ୍ତଙ୍କୁ ସମସ୍ତ କୋଭିଡ୍‌ ଗାଇଡ୍‌ ଲାଇନ୍‌ ମାନି ଚଳିବାକୁ ସେ କହିଛନ୍ତି। ବିଶ୍ୱକପ୍‌ ବିଜୟୀ ପୂର୍ବତନ ବ୍ୟାଟ୍ସମ୍ୟାନ ବର୍ତ୍ତମାନ ଇଷ୍ଟ ଦିଲ୍ଲୀରୁ ଏମ୍‌ପି ଅଛନ୍ତି। ୩୯ ବର୍ଷୀୟ ଗମ୍ଭୀର ଭାରତ ତରଫରୁ ୫୮ଟେଷ୍ଟ, ୧୪୭ ଦିନିକିଆ ଏବଂ ୩୭ ଟି୨୦ ଖେଳିଛନ୍ତି। କ୍ରିକେଟ ଛାଡ଼ିବା ପରେ ସେ ରାଜନୀତିରେ ପ୍ରବେଶ କରିଥିଲେ। ୨୦୧୯ ଲୋକ ସଭା ନିର୍ବାଚନ ପୂର୍ବରୁ ସେ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦେଶୀ ମଦ ହେଉଥିଲା ଚୋରାଚାଲାଣ: ମାଡ଼ିବସିଲା ପୋଲିସ

ବଲାଙ୍ଗୀର,୨।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁନ୍ତଳା ଥାନା ପୋଲିସ ବଲାଙ୍ଗୀର-ସୋନପୁର ରାସ୍ତା ସାତମାଇଲ ଛକରୁ ୩୭ ଲିଟର ମଦ ଜବତ କରିଛି। ବେଆଇନ ଚାଲାଣ ହେଉଥିବା…

ରିଲିଜ ହେଲା ‘ଟକ୍ସିକ’ର ପ୍ରଥମ ଗୀତ, ପ୍ରଶଂସା ସାଉଁଟୁଛନ୍ତି କିଆରା

ମୁମ୍ବାଇ: ଆସନ୍ତା ୧୯ରେ ମୁକ୍ତିଲାଭ କରିବାକୁ ଯାଉଛି ଫିଲ୍ମ ଟକ୍ସିକ। ୟଶଙ୍କ ଏହି ଫିଲ୍ମ ରଣବୀର ସିଂହଙ୍କ ଧୂରନ୍ଧର-୨ ସହିତ କଡ଼ା ଟକ୍କର ଦେବ। ଯାହା ୨୦୨୫ର…

ରାସ୍ତା ଉନ୍ନତିକରଣ:  ଭିତ୍ତିପ୍ରସ୍ତର ସ୍ଥାପନ କଲେ ମନ୍ତୀ ଗୋକୁଳାନନ୍ଦ

ବୁଗୁଡ଼ା,୨।୩(କାଳିଚରଣଦାଶ): ଓଡ଼ିଶା ସରକାର ଗ୍ରାମ୍ୟ ଉନ୍ନୟନ ବିଭାଗ ଗ୍ରାମ୍ୟ ରାସ୍ତାର ଉନ୍ନତିକରଣ ଯୋଜନା ଆନୁକୂଲ୍ୟରେ ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବୁଗୁଡ଼ା ସିନେମା ହଲ ଛକ ଓ ଗୋଳାବନ୍ଧ…

ଇଚ୍ଛାମୃତ୍ୟୁ ଦାବି ନେଇ ଧାରଣାରେ ବସିଲେ ଦିବ୍ୟାଙ୍ଗ ଯୁବତୀ, ଏହି କାରଣ ପାଇଁ…

ବାଲେଶ୍ୱର, ୨।୩( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଇଚ୍ଛାମୃତ୍ୟୁ ଦାବି ନେଇ ଧାରଣାରେ ବସିଲେ ଦିବ୍ୟାଙ୍ଗ ଯୁବତୀ। ବାଲେଶ୍ୱର ଜିଲା ନୋତିପାଟଣା ଗ୍ରାମର ଚମ୍ପାବତୀ…

ସ୍ୱଦେଶ ଫେରିପାରୁନାହିଁ ଜିମ୍ୱାଓ୍ୱେ ଦଳ

ନୂଆଦିଲ୍ଲୀ, ୧ା୩: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଜିମ୍ୱାଓ୍ୱେର ଅଭିଯାନ ଶେଷ ହୋଇଛି। ଦଳ ବର୍ତ୍ତମାନ ସ୍ୱଦେଶ ଫେରିବାକୁ ଥିବାବେଳେ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଯୋଗୁ ବର୍ତ୍ତମାନ ଦୁବାଇ…

ଲାଇଭ୍ ଶୋ’ରେ କାନ୍ଦିଲେ ପାକିସ୍ତାନୀ ଆଙ୍କର, ଭାବପ୍ରବଣ ହୋଇ କହିଲେ ମୋ ପରିବାର….

ନୂଆଦିଲ୍ଲୀ,୨।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ତୀବ୍ର ହୋଇଛି । ଏହା ଉଲ୍ଲେଖନୀୟ ଯେ, ଇରାନରେ ହୋଇଥିବା ଆକ୍ରମଣରେ ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି…

ବିମାନବନ୍ଦର ପରିସର ବାହାରେ ଭୟାବହ ଅଗ୍ନିକାଣ୍ଡ, ଚାରିଆଡ଼େ ବ୍ୟାପିବାରୁ…

ଝାରସୁଗୁଡ଼ା,୨ା୩(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନବନ୍ଦର ପରିସର ବାହାରେ ଥିବା କୁଟି ଜଙ୍ଗଲଠାରେ ସୋମବାର କୌଣସି କାରଣରୁ ନିଆଁ ଲାଗି ଯାଇଥିଲା। ଏହାକୁ ଆୟତ୍ତ କରିବା ପାଇଁ…

ଯାଦବ ସମାଜ ଦୋଳ ମହୋତ୍ସବ: ଦେଖିବାକୁ ମିଳିଛି ପାରମ୍ପରିକ ବାଡ଼ି ଖେଳ

ବଲାଙ୍ଗୀର,୭।୩(ସୁନିଲ କୁମାର ମହାନ୍ତି): ସ୍ଥାନୀୟ ପୌରାଞ୍ଚଳ  ଯାଦବ ମହାସଭା ପକ୍ଷରୁ ୩୦ ତମ ଦୋଳ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ମହୋତ୍ସବ ପାଳନ ଅବସରରେ ସ୍ଥାନୀୟ ଯାଦବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri