ଗୁରୁତର ସିଂହୀ ସୁପ୍ରିୟାର ମୃତ୍ୟୁ

ବାରଙ୍ଗ,୩୦ା୯(ଡି.ଏନ୍‌.ଏ.):ପ୍ରାଣୀ ଉଦ୍ୟାନ ନନ୍ଦନକାନନର ସିଂହ ସଫାରିରେ ଗୁରୁତର ହୋଇ ଚିକିତ୍ସା ହେଉଥିବା ସିଂହୀ ସୁପ୍ରିୟାର ମଙ୍ଗଳବାର ମୃତ୍ୟୁ ଘଟିଛି। ୨୬ବର୍ଷୀୟ ଏହି ସିଂହୀଟି ଗତ କିଛିଦିନ ହେବ ଅସୁସ୍ଥ ଥିଲା। ଏପରି କି ସେ ଧୀରେ ଧୀରେ ରୁଗ୍‌ଣ ହୋଇପଡ଼ିବା ସହ ଖାଇବା ମଧ୍ୟ କମାଇଦେଇଥିଲା। ଫଳରେ କର୍ମଚାରୀମାନେ ଦେଖି ଡାକ୍ତରଙ୍କୁ ଜଣାଇବା ପରେ ସଫାରିରେ ହିଁ ତା’ର ଚିକିତ୍ସା ଆରମ୍ଭ ହୋଇଥିଲା। କିନ୍ତୁ ବାର୍ଦ୍ଧକ୍ୟ ଜନିତ କଷ୍ଟକୁ ସହ୍ୟ କରି ନ ପାରି ଶେଷରେ ସୁପ୍ରିୟା ମଙ୍ଗଳବାର ସକାଳେ ମୃତ୍ୟୁବରଣ କରିଥିଲା। ସୁପ୍ରିୟାର ମୃତ୍ୟୁ ପରେ ନନ୍ଦନକାନନରେ ସିଂହ ସଂଖ୍ୟା ହ୍ରାସପାଇ ୧୪ରେ ପହଞ୍ଚତ୍ଛି। ସେଥିମଧ୍ୟରେ ୮ ଅଣ୍ଡିରା, ୪ ମାଈ ଭାରତୀୟ ସିଂହ ଓ ୨ ଆଫ୍ରିକିୟ ସିଂହ ଥିବା ଉପନିର୍ଦ୍ଦେଶକ ବିମଳ ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

HDFC ୟୁଜର୍ସ ସାବଧାନ! ମେ ୧୫ରୁ ବଦଳିବ ଏହି ନିୟମ…

ନୂଆଦିଲ୍ଲୀ,୨୮।୪: HDFC ବ୍ୟାଙ୍କ ଏହାର Regalia Gold କ୍ରେଡିଟ କାର୍ଡର ରିଓ଼୍ବାର୍ଡ ଗଠନ ଏବଂ ଯାତ୍ରା ଲାଭରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏହି ନୂତନ ନିୟମଗୁଡ଼ିକ…

ବିଳମ୍ବରେ ରାତିରେ ଶୋଇବା ଅର୍ଥାତ୍‌ ମୃତ୍ୟୁକୁ ନିମନ୍ତ୍ରଣ କରିବା, ଆପଣ ଏହି ୫ ଗମ୍ଭୀର ରୋଗର ହୋଇପାରନ୍ତି ଶିକାର

ଆଜିକାଲିର ଦ୍ରୁତ ଗତିରେ ଜୀବନରେ, ଲୋକମାନେ ପ୍ରାୟତଃ ରାତି ୧୦ଟା ପରେ ମଧ୍ୟ ଘଣ୍ଟା ଘଣ୍ଟା ଫୋନରେ ଏବଂ କାମରେ ବିତାଇ ଦିଅନ୍ତି। କିନ୍ତୁ ଆପଣ କ’ଣ…

ଆପଣଙ୍କ ମୃତ୍ୟୁ ପରେ କିଏ ଚଲାଇବ Facebook-Instagram? ସରକାର ଆଣିଲେ ଉତ୍ତରାଧିକାରୀ ବାଛିବା ନିୟମ

ନୂଆଦିଲ୍ଲୀ,୨୮।୪: Facebook, Instagram, WhatsApp, LinkedIn, ଏବଂ Telegram ଭଳି ଡିଜିଟାଲ ସମ୍ପତ୍ତିଗୁଡ଼ିକ ବ୍ୟକ୍ତିଗତ ସଂସ୍ଥା। ଏହି ପ୍ଲାଟଫର୍ମ ମଧ୍ୟରେ, କେବଳ ବାହାର ଲୋକ ହସ୍ତକ୍ଷେପ ନୁହେଁ…

ବାହାଘର ଭୋଜି ଖାଇ ଫେରୁଥିଲେ ହଠାତ୍‌ ଓଲଟିଲା ପିକ୍‌ଅପ: ଚାଲିଗଲା ୩ ନିରୀହ ଶିଶୁଙ୍କ ଜୀବନ, ମରଣ ସହ ଲଢ଼ୁଛନ୍ତି ଆଉ ୩

ବଲାଙ୍ଗୀର/ଟିଟଲାଗଡ,୨୮।୪(ସୁନିଲ ମହାନ୍ତି, ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ ଥାନା ଅନ୍ତର୍ଗତ ମାରଲାଡ ବ୍ରିଜ ନିକଟରେ ମଙ୍ଗଳବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ପିକଅପ ଭାରସାମ୍ୟ ହରାଇ…

ଯୌତୁକ ନିରାକରଣ ଉପରେ ଆଇନ ସଚେତନ

କେସିଙ୍ଗା,୨୮।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ତାଳୁକ ଆଇନ ସେବା ସମିତି ପକ୍ଷରୁ ଅଦାଲତ ପରିସରରେ ଯୌତୁକ ନିରାକରଣ  ଉପରେ ଏକ ସଚେତନ ଶିବିର ଅନୁଷ୍ଠିତ ହୋଇଯାଇଛି।…

IPL 2026 ମଧ୍ୟରେ ବଡ଼ ଘୋଷଣା କରିପାରେ CSK

ନୂଆଦିଲ୍ଲୀ,୨୮।୪: ଚେନ୍ନାଇ ସୁପର କିଙ୍ଗ୍ସ ବିଜୟ ଧାରାକୁ ଫେରିଥିଲା, କିନ୍ତୁ ଦଳ ପୂର୍ବ ମ୍ୟାଚରେ ପରାଜୟ ବରଣ କରିଥିଲା। CSK ପାଇଁ, ଏଠାରୁ ପରବର୍ତ୍ତୀ ପ୍ରତ୍ୟେକ ମ୍ୟାଚ…

‘ଅନ୍ୟ କାହାକୁ ଅନୁମତି ଦିଆଯିବା ଉଚିତ ନୁହେଁ…’ ଲମ୍ବା IPL ମ୍ୟାଚକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର

ନୂଆଦିଲ୍ଲୀ,୨୮।୪: ପୂର୍ବତନ ଭାରତୀୟ କିମ୍ବଦନ୍ତୀ ଖେଳାଳି ସୁନୀଲ ଗାଭାସ୍କର IPL 2026 ସିଜିନରେ ମ୍ୟାଚର ଅବଧି ବୃଦ୍ଧି ସମ୍ପର୍କରେ ଗମ୍ଭୀର ଚିନ୍ତା ପ୍ରକାଶ କରିଛନ୍ତି। ସେ କହିଛନ୍ତି…

ଭାଜପାରେ ଯୋଗ ଦେବା ପରେ ବଡ଼ ବୟାନ ଦେଲେ ସ୍ବାତୀ

ନୂଆଦିଲ୍ଲୀ,୨୮।୪: ଆମ ଆଦମୀ ପାର୍ଟି ଛାଡିବା ପରେ ସ୍ବାତୀ ମାଲିୱାଲ ମଙ୍ଗଳବାର (୨୮ ଏପ୍ରିଲ) ଭାଜପାରେ ଯୋଗ ଦେଇଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri