ଜୁଲାଇ ୧ରୁ ଭୁବନେଶ୍ୱରରେ ସେରୋଲୋଜିକାଲ ସର୍ଭେ

ଭୁବନେଶ୍ୱର, ୨୯।୬(ବ୍ୟୁରୋ): କରୋନା ମୁକାବିଲା ନେଇ ଜୁଲାଇ ଭୁବନେଶ୍ୱରରେ ସେରୋଲୋଜିକାଲ ସର୍ଭେ କରାଯିବ। ଏଥିସହ କଟକ ବଡମ୍ବା-ନରସିଂହପୁର, ଗଞ୍ଜାମ, ଗଜପତି ଆଦି ଜିଲାରେ ମଧ୍ୟ ସର୍ଭେ ହେବ। ଗତ ଶନିବାରଠାରୁ ପୁରୀରେ ଏହି ସର୍ଭେ ଆରମ୍ଭ ହୋଇଛି। ଏ ନେଇ ସୋମବାର ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଗୁଡୁଛି ଭାରତ-ନେପାଳ ସମ୍ପର୍କ

ନୂଆଦିଲ୍ଲୀ/କାଠମାଣ୍ଡୁ,୨୨ା୫: ନେପାଳ ଏହାର ନୂଆ ମାନଚିତ୍ରରେ ଭାରତର କେତେକ ଅଞ୍ଚଳକୁ ସ୍ଥାନ ଦେଇଥିବାରୁ ଏହାକୁ ନେଇ ଦୁଇ ପଡୋଶୀ ଦେଶର ସମ୍ପର୍କରେ ତିକ୍ତତା ଦେଖାଦେଇ ଥିବାବେଳେ...

ଧାନ କିଣାରେ ମଧ୍ୟସ୍ଥ ଉଚ୍ଛେଦ

ଭୁବନେଶ୍ୱର,୨୦-୧୧(ବ୍ୟୁରୋ):ପଶ୍ଚିମ ଓଡ଼ିଶାର ୭ଟି ଜିଲାର ୮୫୧ ପ୍ୟାଡି ପ୍ରୋକ୍ୟୁରମେଣ୍ଟ ସେଣ୍ଟର(ପିପିସି) ମଧ୍ୟରୁ ୩୪୭ଟି କେନ୍ଦ୍ରରୁ ଧାନ କ୍ରୟ ପାଇଁ ଟୋକନ୍‌ ଦିଆଯାଇସାରିଛି। ଏହିପରି ଭାବେ ଚଳିତ...

CORONAVIRUS UPDATE: ରାଜ୍ୟରେ ଆଜି ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୬୧୨ ଆକ୍ରାନ୍ତ; ମୋଟ ଆରୋଗ୍ୟ ସଂଖ୍ୟା ୧୦,୦୦୦ ଟପିଲା

ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟରେ ବୁଧବାର ରେକର୍ଡ ସଂଖ୍ୟକ ୬୧୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୧୦,୦୦୦ ଡେଇଁଛି। ଏବେ ମୋଟ...

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ପ୍ରବାସୀଙ୍କୁ ସ୍ବାସ୍ଥ୍ୟକର୍ମୀ ତାଲିମ, ବ୍ୟାୟାମ, ଯୋଗ ଶିକ୍ଷା: ଗଞ୍ଜାମ ଜିଲା ପ୍ରଶାସନର ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର, ୧୩।୫(ଡି.ଏନ୍‌.ଏ.)-ଗଞ୍ଜାମ ଜ଼ିଲାର କ୍ୱାରାଣ୍ଟାଇନ ସେଣ୍ଟରରେ ଥିବା ପ୍ରବାସୀ ଶ୍ରମିକମାନଙ୍କୁ କମ୍ୟୁନିଟି ସ୍ବାସ୍ଥ୍ୟକର୍ମୀ ତାଲିମ ପ୍ରଦାନ କରାଯାଉଛି । କ୍ୱାରାଣ୍ଟାଇନ ଅବଧି ସରିବା ପରେ ଉକ୍ତ...

ଆମେରିକାରେ କରୋନା ତାଣ୍ଡବ ଜାରି: ମୃତ୍ୟୁ ସଂଖ୍ୟା ୫୫ ହଜାର ଟପିଲା

ଓ୍ବାଶିଂଟନ,୨୭।୪: ଆମେରିକାରେ କରୋନାର ତାଣ୍ଡବ ଜାରି ରହିଛି। ଆମେରିକାରେ ମୃତ୍ୟୁ ସଂଖ୍ୟା ୫୫,୪୧୫ରେ ପହଞ୍ଚିଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୮୭ ହଜାର ୩୨୨ ଛୁଇଁଛି।...

ସ୍ବଳ୍ପ ବୃଷ୍ଟି: ଚାଷ କାର୍ଯ୍ୟ ପ୍ରଭାବିତ

ଚମ୍ପୁଆ, ୨୬ା୭(ଡି.ଏନ.ଏ.)- କେନ୍ଦୁଝର ଜିଲା ହେଉଛି ଏକ କୃଷିବହୁଳ ଜିଲା। ଚମ୍ପୁଆରେ ଚଳିତ ବର୍ଷ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ଚାଷ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିବା ଦେଖିବାକୁ...

୭ରେ ଦିବ୍ୟାଙ୍ଗ ନିଯୁକ୍ତି ମେଳା : ଅଂଶଗ୍ରହଣ କରିବେ ୩୦ ଆଇଟି କମ୍ପାନୀ

ଭୁବନେଶ୍ୱର,୪ା୧୧(ବ୍ୟୁରୋ) : ଦିବ୍ୟାଙ୍ଗମାନଙ୍କ ପାଇଁ ରାଜଧାନୀରେ ହେବ ନିଯୁକ୍ତି ମେଳା। ଶାନ୍ତିଧାମ ଫାଉଣ୍ଡେଶନ ପକ୍ଷରୁ ଆୟୋଜିତ ଏହି ମେଳାକୁ ଦେଶ ବିଦେଶର ୩୦ ଆଇଟି କମ୍ପାନୀ...

୩୧ ପର୍ଯ୍ୟନ୍ତ ବନ୍ଦ ରହିଲା ଡିଏଲ୍‌, ଏଲ୍‌ଏଲ୍‌ ଟେଷ୍ଟ

ଭୁବନେଶ୍ୱର, ୧୮।୩(ବ୍ୟୁରୋ): ଆର୍‌ଟିଓ କାର୍ଯ୍ୟାଳୟରେ ବୁଧବାରଠାରୁ ଡିଏଲ୍‌ ଏବଂ ଏଲ୍‌ଏଲ୍‌ ଟେଷ୍ଟ ବନ୍ଦ ରହିବ। ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଏହାକୁ ବନ୍ଦ ରଖିବା ପାଇଁ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *