ଭୁବନେଶ୍ୱରରେ ଆରମ୍ଭ ହେଲା ସେରୋଲୋଜିକାଲ ଟେଷ୍ଟ

ଭୁବନେଶ୍ୱର, ୧୧ା୭(ବ୍ୟୁରୋ): ଭୁବନେଶ୍ୱରରେ ଏବେ କୋଭିଡ୍‌-୧୯ ସଂକ୍ରମଣ ହୁହୁହୋଇ ବଢ଼ୁଛି। ଗୋଷ୍ଠୀ ସଂକ୍ରମଣ ସ୍ଥିତି ଉପୁଜିଥିବାବେଳେ ଅଧିକାଂଶ ନୂଆ ପଜିଟିଭ୍‌ ପୁରୁଣା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବା ଜଣାପଡିଛି। ଏପରିସ୍ଥିତିରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଶନିବାରଠାରୁ ସହରରେ ସେରୋଲୋଜିକାଲ ଟେଷ୍ଟ ଆରମ୍ଭ ହୋଇଛି। ମୋଟ ୫ହଜାର ନମୁନା ପରୀକ୍ଷଣ ପାଇଁ ଲକ୍ଷ୍ୟ ରଖାଯାଇଥିବାବେଳେ ପ୍ରଥମ ପର୍ଯ୍ୟାୟରେ ୨୫ଶହ ଲୋକଙ୍କର ସେରୋଲୋଜିକାଲ ଟେଷ୍ଟ୍‌ ହେବ। ବିଭିନ୍ନ ବସ୍ତିରୁ ୧୬୦୦ ନମୁନା ଓ ଅନ୍ୟ ଅଞ୍ଚଳରୁ ୯୦୦ ନମୁନା ପରୀକ୍ଷଣ କରାଯିବ ବୋଲି ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା କରି ନଦୀପଠାରେ ଫିଙ୍ଗି ଦେଇଥିଲେ: ୭ ଦିନ ପରେ ବିହାରରୁ ଗିରଫ ହେଲେ ୩ ମୁଖ୍ୟ ଅଭିଯୁକ୍ତ

ରାୟଗଡ଼ା,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ାର ନିଖିଲ ହାଡ଼ପାଙ୍କୁ ଗୁଳିକରି ହତ୍ୟା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ହତ୍ୟାକାଣ୍ଡକୁ ନେଇ ରାୟଗଡ଼ା ସହର ଅଶାନ୍ତ…

ଜମିବାଡ଼ି ବିବାଦରୁ ସାନଭାଇଙ୍କୁ ପିଟି ହତ୍ୟା: ବଡ଼ଭାଇ-ଭାଉଜଙ୍କ ସହ ବନ୍ଧା ହେଲେ ୪

ମହାକାଳପଡ଼ା,୧୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ବାରଡ଼ାଙ୍ଗ ନାଉରୀ ସାହିରେ ଗୁରୁବାର ସାରେ ଏକ ପରିବାର ମଧ୍ୟରେ ଜମି ବାଡ଼ି ବିବାଦ ଓ ମାଟି…

ଖଣି ଅଧିକାରୀଙ୍କୁ ଆକ୍ରମଣ କଲେ ମୋରମ ମାଫିଆ: ଜୀବନରୁ ମାରିଦେବାକୁ ଧମକ

ଖଇରା,୧୬।୫(ଉତ୍କଳ ବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଅନ୍ତର୍ଗତ ଖଇରାରେ ଅଧିଷ୍ଠିତ କନିଷ୍ଠ ଖଣି ଅଧିକାରୀଙ୍କୁ ମୋରମ ମାଫିଆମାନେ ଆକ୍ରମଣ କରିଛନ୍ତି। ଗାଡ଼ିକାଚ ଭାଙ୍ଗିବା ନେଇ ଖଣି ଅଧିକାରୀ ଅଭିଷେକ…

ଚଳନ୍ତା ଟ୍ରେନ୍‌ ଆଗକୁ ବାଇକ୍‌ ଧରି ପଶିଆସିଲେ ଅଜଣା ବ୍ୟକ୍ତି: ଆଉ ତା’ପରେ ଘଟିଲା…

ଅତାବିରା, ୧୬/୫(ଯୁଧିଷ୍ଠିର ମହାପାତ୍ର):ବରଗଡ ଜିଲା ଅତାବିରା ଥାନା ଅନ୍ତର୍ଗତ ବରଗଡ ସମ୍ବଲପୁର ରେଲୱେ ଡାଉନ ଲାଇନର ଭୋଇପାଲି ଓଭର ବ୍ରିଜ ପାଖରେ ଜୈନେକ ବ୍ୟକ୍ତି କଟି ଯିବାରୁ…

ପୁଣି ଆଉ ଗୋଟିଏ ଦେଶ ଉପରେ ଏୟାରଷ୍ଟ୍ରାଇକ୍‌ କଲା ଆମେରିକା: ISISର ଦ୍ୱିତୀୟ ସର୍ବୋଚ୍ଚ କମାଣ୍ଡର ନିହତ

ଓ୍ବାଶିଂଟନ୍‌,୧୬।୫: ଇରାନ ପରେ ପୁଣି ଆଉ ଗୋଟିଏ ଦେଶ ଉପରେ ଆକ୍ରମଣ କରିଛି ଆମେରିକା। ନାଇଜେରିଆ ଉପରେ ଆମେରିକା ଏୟାରଷ୍ଟ୍ରାଇକ୍‌ କରିଥିବା ଜଣାପଡ଼ିଛି। ଅବଶ୍ୟ ଆମେରିକା ଏବଂ…

ମୋ ପୁଅକୁ ବଞ୍ଚାଇଦିଅ….କାଳିଆ ଦୁଆରେ ମା’ବାପା

ପୁରୀ,୧୬ା୫(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକ ଭାବବିହ୍ବଳ ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ମା’ବାପା ତାଙ୍କ ପୁଅର…

ପୋଲିସ ଡିଜି ଦୌଡ଼ରେ ୧୧ ବରିଷ୍ଠ ଆଇପିଏସ୍‌ ଅଧିକାରୀ, ଶର୍ଟଲିଷ୍ଟ ଦାଖଲ: ଜାଣନ୍ତୁ କିଏ କିଏ ଅଛନ୍ତି…

ଭୁବନେଶ୍ୱର,୧୬ା୫(ତ୍ରିନାଥ ମହାନ୍ତି):ଆସନ୍ତା ଅଗଷ୍ଟ ୩୧ରେ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆଙ୍କ କାର୍ଯ୍ୟକାଳ ଶେଷ ହେଉଛି। ତେଣୁ ଆଗୁଆ ନୂଆ ପୋଲିସ ଡିଜି ଚୟନ ପ୍ରକ୍ରିୟା ଆରମ୍ଭ କରିଛନ୍ତି…

ମହଜୁଦ ଅଛି ତେଲ, ତଥାପି ପମ୍ପ ବନ୍ଦ, ଭିଡ଼: ଭୟର ବାତାବରଣ

ଭୁବନେଶ୍ୱର,୧୬ା୫(ସୁନିତ୍‌ ମିଶ୍ର):ରାଜ୍ୟରେ ପେଟ୍ରୋଲ, ଡିଜେଲକୁ ନେଇ ଦେଖାଦେଇଥିବା ସମସ୍ୟା ସମାଧାନ ହୋଇପାରି ନାହିଁ। ରାଜ୍ୟର ପ୍ରାୟ ସବୁ ପମ୍ପରେ ଘଣ୍ଟା ଘଣ୍ଟା ଧରି ଲୋକମାନଙ୍କ ଲମ୍ବା ଧାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri