ସିରମ ଇନଷ୍ଟିଚ୍ୟୁଟ ମୁଖ୍ୟ ପୁନାୱାଲା ନେଲେ କରୋନା ଟିକା

ପୁଣେ,୧୬ ।୧: କରୋନା ମହାମାରୀଠାରୁ ମୁକ୍ତି ପାଇବା ପାଇଁ ଦେଶକୁ ମିଳିଯାଇଛି ଟିକା । ଶନିବାର ପ୍ରଥମ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହୋଇଯାଇଥିବା ବେଳେ ଏଥିରେ ପ୍ରଥମେ କରୋନା ଯୋଦ୍ଧାଙ୍କୁ ସାମିଲ କରାଯାଇଛି । ଏହି କ୍ରମରେ ସିରମ ଇନଷ୍ଟିଚ୍ୟୁଟ ଅଫ୍‌ଇଣ୍ଡିଆ(ଏସ୍‌ଆଇଆଇ) ସିଇଓ ଅଦାର ପୁନାୱାଲା ମଧ୍ୟ ଟିକା ନେଇଛନ୍ତି । ଦେଶକୁ ପ୍ରଥମ ଭ୍ୟାକ୍ସିନ ମିଳିଯାଇଥିବାରୁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ତାଙ୍କ କମ୍ପାନୀ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନ ଟିକା ନେବା ସମୟର ଏକ ଭିଡିଓକୁ ସେ ଟୁଇଟରରେ ଶେୟାର କରିଛନ୍ତି । ପୁନାୱାଲା ନିଜେ ଟିକା ନେଇଥିବା ଦେଖିବା ପରେ ଏବେ ଅନ୍ୟମାନେ ବି ଏଥିରୁ ପ୍ରେରଣା ପାଇବେ ବୋଲି କୁହାଯାଉଛି । ସୂଚନାଯୋଗ୍ୟ, ୨୦୧୯ରେ ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଏକ ପ୍ରକାର ତା’ କବଳକୁ ନେଇ ଯାଇଛି । ଏହି ମହାମାରୀ କୋଟି କୋଟି ଲୋକଙ୍କ ଜୀବନ ନେଇଯିବା ସହ ବିଶ୍ୱର ଅର୍ଥନୀତିକୁ ବି ବିଗାଡି ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାଲାଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ୬ ଘଣ୍ଟା ଜେରା କଲା ଇଡି

ନୂଆଦିଲ୍ଲୀ,୧୩।୧୦: ନାଗାଲାଣ୍ଡର ରାଜଧାନୀ କୋହିମାରେ ହାଇକୋର୍ଟ ବିଲ୍ଡିଂ ନିର୍ମାଣ ଲାଗି ୭୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଉଠାଯାଇଛି। ହେଲେ ବର୍ତ୍ତମାନ ସୁଦ୍ଧା ବିଲ୍ଡିଂ ନିର୍ମାଣ ହୋଇପାରି...

ନରାଓ୍ବଣେଙ୍କୁ ପ୍ରଶଂସା କଲା ଶିବସେନା

ମୁମ୍ବାଇ,୧୩।୧: ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ) ନେଇ ସେନାମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ଦେଇଥିବା ମନ୍ତବ୍ୟକୁ ଶିବସେନା ପକ୍ଷରୁ ପ୍ରଶଂସା କରାଯାଇଛି। ଏନେଇ ଶିବସେନା ମୁଖପତ୍ର...

ମୟୂରଭଞ୍ଜରେ କୋଭିଡ଼ ହସ୍ପିିଟାଲ

ବାରିପଦା ଅଫିସ, ୧୫ା୪: କରୋନା ଆକ୍ରାନ୍ତଙ୍କ ପାଇଁ ମୟୂରଭଞ୍ଜ ଜିଲାରେ କୋଭିଡ଼ -୧୯ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି। ବାରିପଦାଠାରୁ ୭ କି.ମି ଦୂର ବାଙ୍କିଶୋଳଠାରେ ଥିବା...

ଚୂନ ଖଣିରେ ବିସ୍ଫୋରଣ: ୧୦ ମୃତ

କଡ଼ାପା, ୯।୫: ଆନ୍ଧ୍ରପ୍ରଦେଶର କଡାପାରେ ଥିବା ଏକ ଚୂନପଥର ଖଣିରେ ଶନିବାର ସକାଳେ ବିସ୍ଫୋରଣ ଘଟି ୧୦ ଶ୍ରମିକ ପ୍ରାଣ ହରାଇଛନ୍ତି। କଳସପାଡୁ ବ୍ଲକ୍‌ର ମାମିଲାପାଲେ...

ଭୁବନେଶ୍ୱରରୁ ଆଜି ପୁଣି ୪୪ ପଜିିଟିଭ୍‌ ଚିହ୍ନଟ: ୩୬ ସୁସ୍ଥ

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୪୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୨ ଜଣ ରହିଥିବା ବେଳେ ଲୋକାଲ କେସ୍‌...

କର୍ନାଟକରେ ୩ ପୂର୍ଣ୍ଣକାଳୀନ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୪ା୭(ପି.ଟି.): ୧୯୫୬ରେ କର୍ନାଟକ ଗଠନ ହେବା ପରଠୁ ଅଦ୍ୟାବଧି ୨୫ ଜଣ ମୁଖ୍ୟମନ୍ତ୍ରୀ ହେଲେଣି। ହେଲେ ରାଜ୍ୟର ରାଜନୈତିକ ଇତିହାସରେ କଂଗ୍ରେସର କେବଳ ୩ ନେତା...

‘ମୁଁ ରାଗିବା ସ୍ଥିତିରେ ନାହିଁ’

ଲକ୍ଷ୍ନୌ,୨୨।୫: ସମାଜବାଦୀ ପାର୍ଟିର ବରିଷ୍ଠ ନେତା ତଥା ରାମପୁର ବିଧାୟକ ନିକଟରେ ଜାମିନ ପାଇ ଜେଲ୍‌ରୁ ମୁକୁଳିଛନ୍ତି। ଦଳର ସୁପ୍ରିମୋ ଅଖିଳେଶ ଯାଦବ ତଥା ଦଳ...

ଚାଷୀ ଗୀତ ଗାଇଲେ ବର୍ଷା ହୁଏ

ଜୟପୁର, ୨୩।୮: ରାଜସ୍ଥାନରେ ବର୍ଷାଭାବ ବେଳେ ଚାଷୀ ହାତରେ ଛତା ଧରି ବିଲକୁ ଯାଇ ରାଗ ମେଘ ମଲ୍ଲାର ଗୀତ ଗାଇଲେ ବର୍ଷା ହୋଇଥାଏ। ଏକଥା...

Advertisement
Archives

Model This Week