ସ୍ଫୁଟନିକ୍‌ ଭି ଭାକ୍ସିନ ତିଆରି ପାଇଁ ଡିସିଜିଆଇକୁ ଅନୁମତି ମାଗିଲା ସେରମ୍‌ ଇନ୍‌ଷ୍ଟିଚ୍ୟୁଟ

ନୂଆଦିଲ୍ଲୀ,୩।୬: ଆଗାମୀ ଦିନରେ ଭାରତରେ ରୁଷୀୟ ଭାକ୍ସିନ ସ୍ଫୁଟନିକ ଭିର ନିର୍ମାଣ କରିପାରେ ସେରମ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଣ୍ଡିଆ (ସିଆଇଆଇ)। ଏନେଇ ସେରମ ଇନ୍‌ଷ୍ଟିଚ୍ୟୁଟ ପକ୍ଷରୁ ଡ୍ରଗ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ(ଡିସିଜିଆଇ)କୁ ଭାକ୍ସିନ ସ୍ଫୁଟନିକ ଭି ତିଆରି କରିବା ଲାଗି ଅନୁମତି ମାଗିଛି। କୋଭିଡ ଭାକ୍ସିନ କୋଭିଶିଲ୍ଡ ତିଆରି କରିଥିବା ସେରମ ଇନ୍‌ଷ୍ଟିଚ୍ୟୁଟ ଏହାର ଟେଷ୍ଟ ଆନାଲିସିସ୍‌ ଓ ପରୀକ୍ଷଣ ପାଇଁ ଆବେଦନ କରିଥିବା ଜଣାପଡ଼ିଛି। ଏନେଇ ସୂତ୍ରରୁ ସୂଚନା ମିଳିଛି। ସୂଚନାଯୋଗ୍ୟ, ବର୍ତ୍ତମାନ ଭାରତରେ ସ୍ଫୁଟନିକ୍‌ ଭି ଭାକ୍ସିନ ନିର୍ମାଣ ଡା. ରେଡିଜ ଲାବୋରେଟାରି ଦ୍ୱାରା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଧୀନତା ଦିବସରେ ବଡ଼ ଆକ୍ରମଣ ଯୋଜନା ପଣ୍ଡ

ନୂଆଦିଲ୍ଲୀ,୧୨।୮: ରାଜଧାନୀ ଦିଲ୍ଲୀରେ ଅଗଷ୍ଟ ୧୫ ପୂର୍ବରୁ ୨ ହଜାର ଲାଇଭ କ୍ୟାଟ୍ରିଜ୍‌ ଜବତ ହୋଇଛି। ଏଥିସହ ଦିଲ୍ଲୀରେ କ୍ୟାଟ୍ରିଜ୍‌ ଯୋଗାଉଥିବା ୬ ଅଭିଯୁକ୍ତଙ୍କୁ ମଧ୍ୟ...

ୟୁପି ବିଧାନସଭାରେ ସିଆରପିସି ସଂଶୋଧନ ବିଲ ଆଗତ, ମହିଳାଙ୍କ ପ୍ରତି ଗୁରୁତର ଅପରାଧ ମାମଲାରେ ମିଳିବନି ଆଗୁଆ ଜାମିନ…

ଲକ୍ଷ୍ନୌ, ୨୨।୯ : ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନରେ ଗୁରୁବାର ସିଆରପିସି ସଂଶୋଧନ ବିଲ ଆଗତ ହୋଇଛି। ଏହି ବିଲ ଅନୁସାରେ ଗୁରୁତର ମହିଳା ଅପରାଧ...

ମୁଖ୍ୟମନ୍ତ୍ରୀଙ୍କ ଭାଇଙ୍କ ଘରେ ଇଡ଼ି ଚଢ଼ାଉ: ଫର୍ଟିଲାଇଜର ଦୁର୍ନୀତି କନେକଶନ୍‌

ଜୟପୁର, ୨୨।୭: ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ସରକାରଙ୍କ ପାଇଁ ପୁଣି ଏକ ନୂଆ ସମସ୍ୟା ଦେଖାଦେଇଛି। ଇଡ଼ି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଭାଇ ଅଗ୍ରସେନ ଗେହଲଟଙ୍କ...

ପଦ୍ମଶ୍ରୀ ଫାତିମା ଆର ଜାକରିଆଙ୍କ ପରଲୋକ

ନୂଆଦିଲ୍ଲୀ,୭।୪: ବିଶିଷ୍ଟ ଖବରଦାତା-ଲେଖକ ଫାତିମା ଆର ଜାକରିଆଙ୍କ ୮୫ ବର୍ଷ ବୟସରେ ଦେହାନ୍ତ ହୋଇଛି। କିଛି ଦିନ ପୂର୍ବରୁ ଫାତିମାଙ୍କ କରୋନା ଆକ୍ରାନ୍ତ ହୋଇଥିଲେ। ଏହା...

ତେଜସ୍‌ ଏକ୍ସ୍‌ପ୍ରେସ୍‌ ଘଣ୍ଟାଏ ବିଳମ୍ବ ହେଲେ ଯାତ୍ରୀଙ୍କୁ ମିଳିବ ଶହେ ଟଙ୍କା କ୍ଷତିପୂରଣ

ନୂଆଦିଲ୍ଲୀ,୧।୧୦: ଲକ୍ଷ୍ନୌ ଏବଂ ଦିଲ୍ଲୀ ମଧ୍ୟରେ ଯାତ୍ରା ଆରମ୍ଭ କରିବାକୁ ଯାଉଥିବା ତେଜସ୍‌ ଏକ୍ସପ୍ରେସ୍‌ ବିଳମ୍ବ ହେଲେ ଯାତ୍ରୀଙ୍କୁ କ୍ଷତିପୂରଣ ଦିଆଯିବ ବୋଲି ଆଇଆର୍‌ସିଟିସି ପକ୍ଷରୁ...

ରାଜରାସ୍ତାକୁ ଓହ୍ଲାଇଲେ କୃଷକ

ନୂଆଦିଲ୍ଲୀ,୨୫।୯: ଚାଷୀ ପାଇଁ ମୋଦି ସରକାର ଆଣିଥିବା ବିଲକୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଚାଲିଛି। ଭାରତୀୟ କିଷାନ ୟୁନିଅନ ସମେତ ବିଭିନ୍ନ କୃଷକ...

ଲକ୍‌ଡାଉନ କଟକଣାକୁ କୋହଳ କଲା ମୁମ୍ବାଇ ବିଏମ୍‌ସି

ମୁମ୍ବାଇ,୯।୬: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ସଙ୍କଟ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଦିନକୁ ଦିନ ଆକ୍ରାନ୍ତ ଓ ମୃତ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନାକୁ ବ୍ୟାପିବାରୁ ରୋକିବା...

ପରପାରିରେ ଭେଟେରାନ୍‌ କୋରିଓଗ୍ରାଫର ଭିରୁ ଦେବଗନ

ମୁମ୍ବାଇ,୨୭।୫: ବଲିଉଡ୍‌ ଦୁନିଆର ଭେଟେରାନ୍‌ ଆକ୍ସନ୍‌ କୋରିଓଗ୍ରାଫର ଭିରୁ ଦେବଗନଙ୍କ ସୋମବାର ପରଲୋକ ହୋଇଛି। ସୋମବାର ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ମୁମ୍ବାଇ...

Advertisement
Archives

Model This Week